ନିର୍ଯାତନା ସହ ହତ୍ୟା ଧମକ ଅଭିଯୋଗ, ଥାନାରେ ଏତାଲା

ହିଞ୍ଜିଳିକାଟୁ : ବିବାହର ୫ ବର୍ଷ ପରେ ଅନ୍ୟ ଏକ ବିବାହିତା ମହିଳାଙ୍କ ସହ ସମ୍ପର୍କ ରଖିବା ସହ ସ୍ତ୍ରୀଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଧମକ ଦେଉଥିବା ନେଇ ମହିଳା ଜଣଙ୍କ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନମ୍ବର-

ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି, ଯାହା ମୌସୁମୀ ବର୍ଷାକୁ ଅଧିକ ସକ୍ରିୟ କରିବା

ମାସ ମାସ ଧରି ଖୋଲୁନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ : ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା କ.ନୁଆଗାଁ ତହସିଲ ଅନ୍ତର୍ଗତ ଵଣ୍ଡଗୁଡ଼ା ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ଖୋଲୁ ନ ଥିବାରୁ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି । ଘଣ୍ଟା ଘଣ୍ଟା ଧରି କାର୍ଯ୍ୟାଳୟ ଆଗରେ

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ : ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର

କନ୍ଧମାଳ : ଯୁବକଙ୍କୁ ପଥରେ ଛେଚି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତର ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୃଙ୍ଗିଯୋଡି ବିଦେଶୀ ମଦ ଦୋକାନ ମଝିରେ ରାସ୍ତା କଡରୁ ଯୁବକଙ୍କ ମୃତଦେହ ଜବତ କରିଛି

ଜିଲ୍ଲାସ୍ତରୀୟ ବିକଶିତ ଓଡିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଛତ୍ରପୁର : ଗଞ୍ଜାମ ଜିଲ୍ଲାସ୍ତରୀୟ ବିକଶିତ ଓଡିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଗୋପାଳପୁର ସ୍ଥିତ ପ୍ରମୋଦ ଲାଣ୍ଡ ଆଣ୍ଡ ରିଶୋର୍ଟ ଠାରେ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପରାମର୍ଶ କର୍ମଶାଳା ରେ ରାଜ୍ୟ ସରକାରଙ୍କ ଆଇନ ଓ ଅବକାରୀ

ଇରାନ ସେନା ମୁଖ୍ୟ, କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ: ଭୟଙ୍କର ପରିଣାମ ଭୋଗିବାକୁ ଇସ୍ରାଏଲକୁ ଖାମନେଇଙ୍କ…

ତେହେରାନ : ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ବଡ଼ କ୍ଷତି ଘଟିଛି। ଇରାନର ପରମାଣୁ କେନ୍ଦ୍ରକୁ ଟାର୍ଗେଟ କରି ଇସ୍ରାଏଲ ଆକ୍ରମଣ କରିଥିବାବେଳେ ଏଥିରେ ଇରାନ ରିଭୋଲ୍ୟୁସନାରି ଗାର୍ଡ ମୁଖ୍ୟ ଜେନେରାଲ ବଘେରି ଏବଂ କମାଣ୍ଡର ଇନ ଚିଫ ହୋସେନ ସଲାମିଙ୍କ ମୃତ୍ୟୁ ଘଟିଛି। ଏହା ସହିତ ପରମାଣୁ

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିଭୁ ବାରିକ (୧୫), ବାଦଲ ନାଏକ (୨୨) ଓ ସନତ

ବାପାଙ୍କୁ କ’ଣ କଥା ଦେଇଥିଲେ ଏୟାର ଇଣ୍ଡିଆ ବିମାନର ପାଇଲଟ, ଯାହା ରହିଗଲା ଅଧା

ନୂଆଦିଲ୍ଲୀ : ଗୁରୁବାର (ଜୁନ ୧୨, ୨୦୨୫) ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନରେ ମୋଟ ୨୪୨ ଜଣ ଥିଲେ, ଯେଉଁଥିରେ ଦୁଇଜଣ ପାଇଲଟ ଏବଂ କ୍ରୁ ସଦସ୍ୟ ଥିଲେ, ଯେଉଁଥିରୁ କେବଳ ଜଣେ ବଞ୍ଚି

ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ : ସର୍ଚ୍ଚ ଅପରେସନ ଜାରୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମଣଖୋଲ ଅଞ୍ଚଳରେ ମାଓ ସଙ୍ଗଠନ ଏକତ୍ରିତ ହେଉଥିବା ନେଇ ଗୁଇନ୍ଦା ପକ୍ଷରୁ ମିଳିଥିବା ସୂଚନାକୁ ଆଧାର କରି ଖମଣଖୋଲ ପଞ୍ଚାୟତର କାନିବାଲି ଗାଁ ନିକଟସ୍ଥ ଜଙ୍ଗଲରେ ଖମନଖୋଲ ସ୍ଥିତ ବିଏସଏଫ ୧୩୬ ବାଟାଲିୟନ ପକ୍ଷରୁ ସର୍ଚ୍ଚ ଅପରେସନ୍