Sign in
Sign in
Recover your password.
A password will be e-mailed to you.
ବିନା ଟାହିଆରେ ବଡ଼ଦାଣ୍ଡକୁ ଆସିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ !, ଅବହେଳାକୁ ନେଇ ପ୍ରଶ୍ନବାଚୀ
ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେହି ବିଶ୍ୱମୋହିନୀ ‘ପହଣ୍ଡି ବିଜେ’ ସମ୍ପୂର୍ଣ୍ଣ ରୂପେ ବିନା ‘ଟାହିଆ’ (ପାରମ୍ପରିକ ଫୁଲ ମୁକୁଟ) ରେ ଅନୁଷ୍ଠିତ ହୋଇଛି । କାଳିଆ ସାଆନ୍ତ ଆଜି ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।ସାଧାରଣତଃ ପହଣ୍ଡି!-->…
ରଥଯାତ୍ରାରେ ଶ୍ୱାସରୁଦ୍ଧ ହୋଇ ୨ ଭକ୍ତଙ୍କ ମୃତ୍ୟୁ
ପୁରୀ : ଏକ ଦୁର୍ଭାଗ୍ୟଜନକ ଘଟଣାରେ, ଆଜି ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଅସୁସ୍ଥ ହୋଇପଡ଼ିଛନ୍ତି । ରିପୋର୍ଟ ଅନୁଯାୟୀ, ଆଜି ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀଙ୍କ ରଥ ମହୋତ୍ସବ ଦେଖିବା ପାଇଁ!-->…
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ବନମହୋତ୍ସବ
ନୟାଗଡ଼:ସବୁଜିମା ଦ୍ଵାରା ପୃଥିବୀର ଉପଚାର କରିବା ” ଏହି ଥିମରେ ପର୍ଯ୍ୟବେଶିତ ବନମହୋତ୍ସବ ଆଜି ପ୍ରଜାମଣ୍ଡଳ ମହାବିଦ୍ୟାଳୟରେ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଅଛି। ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅଧକ୍ଷା ଶ୍ରୀମତୀ ସ୍ମିତା ରାଣୀ ରାଉତରାୟ!-->…
ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ନିକଟରେ କଲେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା
ପୁରୀ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ!-->…
ପ୍ରବଳ ବର୍ଷାରେ ଭିଜୁଛି ବଡ଼ଦାଣ୍ଡର ପଥ, ୪୫ ଘଣ୍ଟାରେ ୨୦୦ ମି.ମି ରେକର୍ଡ
ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା । ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ପ୍ରବଳ ବର୍ଷାରେ ଭିଜୁଛି ପୁରୀ ବଡ଼ଦାଣ୍ଡର ପଥ । ଆଜି ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ଭିଜୁଛି ମହାପ୍ରଭୁଙ୍କ ତିନି ରଥ।!-->…
୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ବାପା
ଉଦଳା:ମୟୂରଭଞ୍ଜ ଜିଲ୍ଲାରେ ହୃଦୟବିଦାରକ ଘଟଣା ଘଟିଛି । ୪ ବର୍ଷର ଜନ୍ମ କଲା ପୁଅକୁ କଟୁରୀରେ ହାଣି ହତ୍ୟା କଲେ ବାପା। ଏହି ଅଭାବନୀୟ ଘଟଣା ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି । ମୃତ ନାବାଳକଙ୍କ ନାମ ଦୁମ୍ବି ସିଂ ବୋଲି ଜଣାପଡ଼ିଛି ।
ଅଭିଯୋଗ ଅନୁସାରେ, ବାପା ସୋହନ ସିଂ!-->!-->!-->…
ହାତୀ ଆକ୍ରମଣରେ ଚାଲିଗଲା ଛାତ୍ରଙ୍କ ଜୀବନ
ବିଶ୍ରା:ଜଙ୍ଗଲ ନିକଟରେ ବଣୁଆ ହାତୀ ଆକ୍ରମଣରେ ଚାଲିଗଲା ୧୬ ବର୍ଷୀୟ ନାବାଳକ ଛାତ୍ରଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବନଖଣ୍ଡ ଅନ୍ତର୍ଗତ ସନ୍ତୋଷପୁର ରିଜର୍ଭ ଫରେଷ୍ଟ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକ ହେଲେ ଜବାଘାଟ ଗ୍ରାମର ଡିଲେଶ୍ୱର!-->…
ପୋଲିସ ଅଫିସର ସଂଘର ପ୍ରତିଷ୍ଠା ଦିବସ ପାଳିତ…
ବ୍ରହ୍ମପୁର : ଆଜି ଅର୍ଥାତ 15.07.26 ତାରିଖ ଦିନ ଅବସରପ୍ରାପ୍ତ ପୋଲିସ ଅଫିସର ସଂଘର ପ୍ରତିଷ୍ଠା ଦିବସ ସଂଘର ବାବାଜୀ ତୋଟା ସାହି ବ୍ରହ୍ମପୁର ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ସଙ୍ଘର ସଭାପତି ପ୍ରକାଶ ଚନ୍ଦ୍ର ସାହୁଙ୍କ ପୌରାହିତ୍ୟରେ ଏହି ସଭାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର!-->…
୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା, ବଦଳିଗଲା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ର ନିୟମ
୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା । ଆସୁଛି ନୂଆ ‘ସୁପର ସିରିଜ୍’ ଓ ‘ସୁପର ସେଭେନ୍’ ଫର୍ମାଟ୍। କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର! ଆସନ୍ତା ୨୦୨୭ ଦିନିକିଆ ବିଶ୍ବକପକୁ ଅଧିକ ରୋମାଞ୍ଚକର, ସଂଘର୍ଷପୂର୍ଣ୍ଣ ଏବଂ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ କରିବା ପାଇଁ ICC ଏକ ବଡ଼!-->…
ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍ ହୁଣ୍ଡି ‘ସମର୍ପଣ ଆପ୍’
ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ!-->…