Sign in
Sign in
Recover your password.
A password will be e-mailed to you.
୪ ଦଶନ୍ଧି ପରେ ନକ୍ସଲ ପ୍ରବଣ ଗାଁରେ ସାପ୍ତାହିକ ହାଟ ବସିଲା
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଶହଶହ ଗ୍ରାମ ନକ୍ସଲ କବଜାରେ ରହିବା ଦ୍ବାରା ବିକାଶ ମୂଳକ କାମ ସେଠାରେ ପହଞ୍ଚିପାରୁନଥିଲା। ଏପରିକି ଲୋକେ ପିଲାଙ୍କୁ ସ୍କୁଲ ପଠେଇବା ମଧ୍ୟ ବନ୍ଦ କରିଦେଇଥିଲେ। ନକ୍ସଲଙ୍କର ସମସ୍ତ ନିୟମ କାନୁନରେ ଗାଁ ପରିଚାଳିତ ହେଉଥିଲା। ଏଥିସହ ସାପ୍ତାହିକ ହାଟଗୁଡିକକୁ!-->…
କାର୍ ସହ ବାଇକ୍ ଧକ୍କା, ୪ ଆହତ
ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସୋମପୁର ଛକ ନିକଟରେ ବୁଧବାର ବିଳମ୍ୱିତ ରାତିରେ କାର୍ (ଓଡି୦୨ ବିଡି ୦୦୪୦) ସହ ଏକ ମୋଟର ସାଇକେଲ (ଓଆର୦୭ ଜେଡ୍ ୬୯୩୮)ର ଧକ୍କା ଘଟିଛି। ଦୂର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ କାର୍ ଚାଳକ ହିଞ୍ଜିଳି ଥାନା!-->…
ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ସମୀକ୍ଷା
ଛତ୍ରପୁର : ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ବୈଠକରେ ଅଧ୍ୟକ୍ଷତା କରି ସହରାଂଚଳ ନିମନ୍ତେ ସରକାରଙ୍କ ସମସ୍ତ ଯୋଜନା ଗୁଡିକ ସଠିକ୍ ଭାବେ ଜନସାଧାରଣ କିପରି ଉପକୃତ!-->…
ଲୋକକଳାରେ ଲୋକ ସଂସ୍କୃତି ବଞ୍ଚି ରହିଛି – ଗବେଷକ ଶ୍ରୀ ଚର୍ଚ୍ଚି
ଗଞ୍ଜାମ ଜିଲ୍ଲା ଲୋକକଳାର ଗନ୍ତାଘର – ଖଲ୍ଲିକୋଟ ବିଧାୟକଗଞ୍ଜାମ ଜିଲ୍ଲାରେ ଲୋକ ନାଟକ ଏକାଡେମୀ ପ୍ରତିଷ୍ଠା ସକାଶେ ମତ ପ୍ରକାଶ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଓଡିଆ ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟିଏ, ବରିଷ୍ଠ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଓ!-->!-->!-->…
ଅଷ୍ଟଦଣ୍ଡ ମହାମିଳନ ଯାତ୍ରାରେ ରାଇକିଆ ସହର ଚଳଚଞ୍ଚଳ
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ପଞ୍ଚୁଦଣ୍ଡ କମିଟି ଆନୁକୁଲ୍ୟରେ ମହା ଅଷ୍ଟ ଦଣ୍ଡ ମିଳନ ଯାତ୍ରା ଶାନ୍ତିଶୃଙ୍ଖଳାର ସହ ପାଳନ ହୋଇଯାଇଅଛି । ୮ ଗୋଟି ଦଣ୍ଡ ଦଳ ରାଇକିଆ, ମାଲେରିମାହା, ବୁର୍ବିନାଜୁ, ବାଗାରାମା, କରଣ୍ଡାଗଡ, ତେଜାମାହା, ସିର୍କାକୁଟି, ଗ୍ରୀନବାଡି ଦଣ୍ଡଦଳର ମହାହମିଳନ!-->…
ଦିଲ୍ଲୀ ପହଞ୍ଚିଲେ ତହୱୁର ରାଣା, ଗିରଫ କଲା ଏନଆଇଏ
ନୂଆଦିଲ୍ଲୀ,୧୦।୪ : ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ଆମେରିକାରୁ ତାଙ୍କୁ ଆଣୁଥିବା ସ୍ବତନ୍ତ୍ର ବିମାନଟି ପାଲମ ବିମାନବନ୍ଦରରେ ଅବତରଣ କରିଥିଲା। ଏଠାରୁ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ NIA କାର୍ଯ୍ୟାଳୟକୁ ନିଆଯିବ। ପାଲମ ବିମାନବନ୍ଦର ବାହାରେ!-->…
ମମତା ସରକାରଙ୍କୁ ହଟାଇବାକୁ ଅପିଲ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତି
କୋଲକାତା,୧୦।୪: ବଲିଉଡ ଅଭିନେତା ଏବଂ ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁବାର କହିଛନ୍ତି ଯେ ଯଦି ମମତା ବାନାର୍ଜୀଙ୍କୁ ପଶ୍ଚିମବଙ୍ଗରୁ ବିତାଡ଼ିତ କରିବାକୁ ପଡ଼େ, ତେବେ ୯ ପ୍ରତିଶତ ହିନ୍ଦୁଙ୍କୁ ବାହାରକୁ ଆସି ଭୋଟ ଦେବାକୁ ପଡିବ। ସେ କୁହନ୍ତି ଯେ ଏମାନେ ସେହି ଭୋଟର ଯେଉଁମାନେ ଭୋଟ!-->…
ଇସିଆଇ ପକ୍ଷରୁ ନିର୍ବାଚନ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ତାଲିମ
ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାରେ ଅଂଶଗ୍ରହଣ କରୁଥିବା କାର୍ଯ୍ୟକର୍ତ୍ତାଙ୍କ ଦକ୍ଷତା ବୃଦ୍ଧି ଲାଗି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ତୃଣମୂଳସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ପଶ୍ଚିମବଙ୍ଗର ୨୧୭ ବୁଥସ୍ତରୀୟ ଅଧିକାରୀ, ୨ ଜିଲ୍ଲା ନିର୍ବାଚନ ଅଧିକାରୀ,!-->…
ଶାନ୍ଙ୍କ ଚାଞ୍ଚଲ୍ୟକର ବୟାନ: ରିଆଲିଟି ଶୋ’ରେ ଲାଇଭ୍ ଗୀତ ଗାଆନ୍ତିନି ପ୍ରତିଯୋଗୀ, ହୁଏ ଏଡିଟ୍
ମୁମ୍ବଇ: ଶାନ୍ ଇଣ୍ଡଷ୍ଟ୍ରିର ସବୁଠାରୁ ଲୋକପ୍ରିୟ ଗାୟକମାନଙ୍କ ମଧ୍ୟରୁ ଅନ୍ୟତମ। ସେ ‘ଦି ଭଏସ୍ ଇଣ୍ଡିଆ’ ଓ ‘ସାରେଗାମାପା ଲିଟିଲ୍ ଚାମ୍ପ୍ସ’ ସମେତ ଅନେକ ସଙ୍ଗୀତଭିତ୍ତିକ ରିଆଲିଟି ଶୋ’ରେ ବିଚାରକ ଦାୟିତ୍ଵ ତୁଲାଇଛନ୍ତି। ନିକଟରେ ଏକ ପୋଡକାଷ୍ଟରେ ସେ ରିଆଲିଟି ଶୋ’ ବିଷୟରେ ସେ!-->…
ଜହ୍ନରେ ଦାଗ ଅଛି ହେଲେ ପ୍ରଧାନମନ୍ତ୍ରୀଙ୍କ ଉପରେ ନାହିଁ’: କଙ୍ଗନା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ କଙ୍ଗନା ରାଣାୱତ ସବୁବେଳେ ଖବରର ଶିରୋନାମାରେ ଥାଆନ୍ତି। ସେ ତାଙ୍କର ରୋକ୍ଠୋକ କଥା ପାଇଁ ଜଣାଶୁଣା। କାହାକୁ ଭୟ ନକରି ନିଜ ନିଜର ମତ ସମସ୍ତଙ୍କ ଆଗରେ ରଖନ୍ତି। ଏବେ କଙ୍ଗନା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…