Sign in
Sign in
Recover your password.
A password will be e-mailed to you.
ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ ବୈଠକ ଡାକିଲେ ମୋଦୀ
ଅହମ୍ମଦାବାଦ୍: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍ରେ ପହଞ୍ଚି!-->…
ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ନେଇ ବିକାଶ ମେଳା
ମାଲକାନଗିରି : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ବିକାଶ ମେଳାର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲକାନଗିରି!-->…
ମା’ ରାମଚଣ୍ଡୀ ମନ୍ଦିର କମିଟି ପକ୍ଷରୁ ଉପ-ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ତଥା ଅନ୍ୟତମ ଶକ୍ତିପୀଠ ନିଳାଦ୍ରୀପୁରର ପାହାଡ଼ ଶୀର୍ଷରେ ଅବସ୍ଥାନ କରିଥିବା ବିନ୍ଧ୍ୟବାସିନୀ ମା' ରାମଚଣ୍ଡୀ ମନ୍ଦିର ର ସାମୁହିକ ଉନ୍ନୟନ ଉଦ୍ଦେଶ୍ୟରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି!-->…
ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ସରକାରୀ ପରିବହନ ଏବଂ ବେସରକାରୀ ପରିବହନରେ ୫୦ ପ୍ରତିଶତ ରିହାତି ବ୍ୟବସ୍ଥା ଦାବୀ
ବ୍ରହ୍ମପୁର : ସାରା ଓଡିଶାରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ସରକାରୀ ପରିବହନ ଏବଂ ବେସରକାରୀ ପରିବହନରେ ୫୦ ପ୍ରତିଶତ ରିହାତି ବ୍ୟବସ୍ଥା ଲାଗୁ କରିବା ପାଇଁ ଦାବି କରିଛନ୍ତି। ଏ ନେଇ ଆଜି ଗଞ୍ଜାମ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ!-->…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା!-->…
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ ଜୀବିତ!-->…
ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ
ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ।!-->…
ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା
ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ମହାପ୍ରଭୁ ଅଣସର ପିଣ୍ଡିରେ ଅଛନ୍ତି l ତୁଳସୀ ଓ!-->…
ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ
ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ କହିଛନ୍ତି ଯେ, ବିମାନରେ ଥିବା!-->…
ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ ନାଗରିକ, ଜଣେ କାନାଡିଆନ ନାଗରିକ ଏବଂ ୭ ଜଣ!-->…