ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍

ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ ଓ ରେଲୱେ ସୁରକ୍ଷା ବାହିନୀ ଏହି ମକ୍ ଡ୍ରିଲ କରିଛନ୍ତି। ଓଡ଼ିଶା ପୁଲିସର

ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ

ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ

୩୬ ଘଣ୍ଟା ପରେ ଭଦ୍ରକରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ଭଦ୍ରକ: ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି।ଜିଲ୍ଲାପାଳ କହିଛନ୍ତି, ଭଦ୍ରକ

ଗୃହରକ୍ଷୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ବଢ଼ାଇଲେ ଭତ୍ତା

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌

ବାଇକ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଟ୍ରକ୍‌ ପଛରେ ପିଟି ହୋଇ ଚାଲିଗଲା ଜୀବନ

ସାଲେପୁର : କଟକ ସାଲେପୁର ରାସ୍ତାର ସାଲେପୁର ଥାନା ନାନ୍ଦୋଳଗଡ଼ା ଛକ ନିକଟରେ ଟ୍ରକ୍‌ ପଛ ପଟେ ବାଇକ୍‌ ପିଟି ହୋଇ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ର ଜଣକ ସାଲେପୁର ପବ୍ଲିକ ସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିବା ସୂଚନା ମିଳିଛି। ମୃତ ଛାତ୍ର ଜଣକ ହେଲେ ମୟୂରଭଞ୍ଜର ତ୍ରିଦେବ

ବଡ ସଫଳତା ; ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି : ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। କୋରାପୁଟରୁ ଏମାନେ ଖସି ପଳାଇ ଆସିଥିବା ବେଳେ ମାଲକାନଗିରି ପୁଲିସ ହାତରେ ଧରା

ଅହମ୍ମଦାବାଦ ବିମାନ ଦୁର୍ଘଟଣାର ହୃଦୟ ବିଦାରକ ଦୃଶ୍ୟ, ପୁଅକୁ ବଞ୍ଚାଇବାକୁ ନିଆଁ ସହ ଲଢୁଛି ମାଆ

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬୫ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ବିମାନ ଭିତରେ ଥିବା ଲୋକମାନଙ୍କ ସହ ଦୁର୍ଘଟଣା ଘଟିଥିବା ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ ସାମିଲ ଅଛନ୍ତି। ଏହି ଦୁର୍ଘଟଣା ପରେ ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ

ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦ୍‌ବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହଯାଇଛି। ଇସ୍ରାଏଲ

ଅହମଦାବାଦ ବିମାନ ଦୁର୍ଘଟଣା ; ସଭିଁଙ୍କୁ ମର୍ମାହତ କରୁଛି  ଡାକ୍ତର ଦମ୍ପତିଙ୍କ ନିଜ ୩ ଶିଶୁଙ୍କ ସହ ଶେଷ ସେଲ୍‌ଫି

ନୂଆଦିଲ୍ଲୀ : ଏକ ଡାକ୍ତର ଦମ୍ପତି ନିଜ ୩ ଶିଶୁଙ୍କ ସହ ବ୍ରିଟେନରେ ନିଜ ଜୀବନରେ ନୂଆ ଆରମ୍ଭ କରିବାକୁ ଯାଉଥିଲେ । ମାତ୍ର ନୂଆ ସ୍ୱପ୍ନ ପୂରଣ କରିବା କେବଳ ସ୍ୱପ୍ନରେ ହିଁ ରହିଗଲା । ଗତକାଲି ଘଟିଥିବା ଅହମଦାବାଦର ଦୁର୍ଘଟଣାରେ ତାଙ୍କର ଏହି ବିମାନଯାତ୍ରା ପରିବାରର ୫ ସଦସ୍ୟଙ୍କ ପାଇଁ ଶେଷ