ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା

ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଥିବା ସୂଚନା ରହିଛି । ଆଜି ବ୍ୟାଙ୍କ କାମ ଚାଲିଥିବା ବେଳେ, ହଠାତ୍ ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ଭିତରକୁ ପଶି ଆସିଥିଲେ ।

ଡକାୟତଙ୍କ ଆକ୍ରମଣରେ ଘରମାଲିକ ସମେତ ଦୁଇ ଆହତ, ଡକାୟତକୁ ଧରିଲେ ଘର ମାଲିକ

ସୋରୋ : ଗତ ୨୦ ଦିନ ତଳେ ଡକାୟତମାନେ ଦୁଇ ଜଣଙ୍କୁ ଗୁଳି କରି ଲୁଟ ଘଟଣା ମନରୁ ନଲିଭିଣୁ ପୁଣି ଗତ ରାତିରେ ଡକାୟତଙ୍କ ଭୂଜାଲି ଆକ୍ରମଣରେ ଘରମlଳିକ ସମେତ ଦୁଇ ଆହତ ହୋଇ ଗୁରୁତର ହୋଇଛନ୍ତି l ଘର ମାଲିକ ଗୁରୁତର ହୋଇଥିଲେ ମଧ୍ୟ ଡକାୟତଙ୍କୁ ଧରିବାକୁ ସକ୍ଷମ ହୋଇଛନ୍ତି l

ଭୟଙ୍କର ବିମାନ ଦୁର୍ଘଟଣା ପରେ ଘଟଣାସ୍ଥଳକୁ ଯିବାକୁ ଶାହଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ: ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ଘଟଣା । ଭୟଙ୍କର ଦୁର୍ଘଟଣା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ । ଦୁହିଁଙ୍କୁ ଘଟଣାସ୍ଥଳକୁ ଯିବାକୁ କହିବା ସହ ସମସ୍ତ ପ୍ରକାର ସହାୟତା

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫ ଜଣିଆ ଡକାୟତ ଗ୍ୟାଙ୍ଗ ବ୍ୟାଙ୍କ ପରିସରରେ ପଶି କର୍ମଚାରୀ

ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଲା

ବାଲିଗୁଡା,: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଛି। ଏନେଇ ବ୍ରାହ୍ମଣୀଗାଁ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ଆଞ୍ଚଳିକ ବ୍ଲକ ଗଠନ ଅଭିଯାନ ଏବଂ ଭାଜପା ପ୍ରତିନିଧି

ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ

ଯାଜପୁର /ଆନନ୍ଦପୁର: ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି ଅଣାୟତ ଦିଗକୁ ଗତି କରୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦କୁ ବୃଦ୍ଧି ପାଇବାରେ ଲାଗିଛି । ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨

ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନଥିବା ବେଳେ ଉଦ୍ଧାର

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ ଦେବା ପରେ ଦୁଇ ଶାବକଙ୍କୁ ମାଆ ଠିକରେ ଲାଳନ ପାଳନ କରୁଥିଲା। ହେଲେ ହଠାତ ଦୁଇ ଶାବକଙ୍କ

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ । 314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ I ସରକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ସଚେତନତା ସୃଷ୍ଟି

ବନ୍ୟା ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ବୈଠକ

ମାଲକାନଗିରି : ବନ୍ୟାବାତ୍ୟାର ମୁକାବିଲା ପାଇଁ ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଟେବୁଲ୍ ଟପ୍ ଏକସରସାଇଜ ଏବଂ ମକଡ୍ରିଲ ନିମନ୍ତେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ୧୮ ତାରିଖ