Sign in
Sign in
Recover your password.
A password will be e-mailed to you.
ଜଣେ ବ୍ୟକ୍ତିଙ୍କୁ ତୀର ମାରିବା ଅଭିଯୋଗରେ ଜଣେ ଗିରଫ…
ଘଟଣାର ତଦନ୍ତ କଲେ ୫ ଜଣିଆ ସାଇଣ୍ଟିଫିକ ଟିମ
ମାଲକାନଗିରି : ଓର୍କେଲ ଥାନା ଅଧିନସ୍ତ ରାସବେଡା ପଞ୍ଚାୟତର ପାଲକାଗୁଡା ଗ୍ରାମରେ ଗତ ୮ ତାରିଖ ଦିନ କୌଣସି କାରଣରୁ ଉକ୍ତ ଗ୍ରାମରେ ରହୁଥିବା ଶ୍ରୀପତି ମୁଦୁଲୀ ଏବଂ ହାଡ଼ି ମୁଦୁଲୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ଘଟଣାକୁ ନେଇ ସେହିଦିନ!-->!-->!-->…
ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ
ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
ସୁରକ୍ଷା ପାଇଁ ବ୍ୟାପକ ପୁଲିସ ମୁତୟନ ହେବେ!-->!-->!-->…
ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ
ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି।
ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ ବିମାନ!-->!-->!-->…
୨୦ରୁ କମ୍ ଓ ୨୮ ଡିଗ୍ରୀରୁ ଅଧିକ ତାପମାତ୍ରାରେ ଚଲାଇ ପାରିବେନି ଏସି
ନୂଆଦିଲ୍ଲୀ: ସାରା ଦେଶରେ ପ୍ରବଳ ଗରମ ଏବଂ ଗ୍ରୀଷ୍ମ ପ୍ରବାହ ମଧ୍ୟରେ କେନ୍ଦ୍ର ସରକାର ଏୟାର କଣ୍ଡିସନର(ଏସି) ବ୍ୟବହାର ସମ୍ପର୍କରେ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। କେନ୍ଦ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଙ୍ଗଳବାର କହିଛନ୍ତି ଯେ, ଏବେ ଏସି ତାପମାତ୍ରା!-->…
ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ
ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି। ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି।
ଏସଟିଏଫର ଏକ ଟିମ୍ ମଙ୍ଗଳବାର ଭୁବନେଶ୍ୱର ଉପକଣ୍ଠ!-->!-->!-->…
ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ : ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି । ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ!-->…
ମୁଁ ନିଜେ ତାକୁ ଦଣ୍ଡ ଦେବି; ରାଜାଙ୍କ ପରିବାର ଆଗରେ ଏଭଳି କହିଲେ ସୋନମର ଭାଇ
ଇନ୍ଦୋର: ରାଜା ରଘୁବଂଶୀ ହତ୍ୟା ମାମଲାର ତଦନ୍ତ ଯେତେ ଯେତେ ଆଗକୁ ବଢ଼ୁଛି, ସେତେ ସେତେ ନୂଆ ନୂଆ ଖୁଲାସା ହେବାରେ ଲାଗିଛି। ରାଜାଙ୍କ ପତ୍ନୀ ସୋନମ ଏବଂ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ ଚାରି ଜଣ ଅଭିଯୁକ୍ତ ପୁଲିସର ପଚରାଉଚରା ମଧ୍ୟରେ ସେମାନଙ୍କର ଅପରାଧ ସ୍ୱୀକାର କରିଛନ୍ତି। ଗୋଟିଏ!-->…
ଆଗକୁ ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ: ମନ୍ତ୍ରୀ
ଭୁବନେଶ୍ବର: ଏଥର ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ!-->…
ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା
ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ । ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା । ସ୍ନାନ ପୂର୍ଣ୍ଣିମା ପାଇଁ ୭୦ପ୍ଲାଟୁନ ରୁ ଅଧିକ ଫୋର୍ସ ମୁତୟନ ରହିଥିବାବେଳେ ଦିବା ଲୋକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ!-->…
ରାଜା ରଘୁବଂଶୀ ହତ୍ୟା କରିଥିବା କଥାକୁ ଶେଷରେ ସ୍ବୀକାର କଲେ ସୋନମ
ନୂଆଦିଲ୍ଲୀ: ଇନ୍ଦୋରର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାର ସମସ୍ତ ପାଞ୍ଚ ଅଭିଯୁକ୍ତଙ୍କୁ ସିଲଂ କୋର୍ଟରେ ହାଜର କରାଯିବାର ପ୍ରକ୍ରିୟା ଚାଲିଛି। କୋର୍ଟରୁ ପୁଲିସ ସମସ୍ତ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡ ନେଇ ଅପରାଧସ୍ଥଳକୁ ନେଇଯିବାର ବ୍ୟବସ୍ଥା କରିଛି। ସେଠାରେ ରାଜାଙ୍କ ହତ୍ୟାର!-->…