ପୁଣି ବଢିଲା ସୁନା ଦର

ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର। ଗତ କିଛି ଦିନ ଲଗାତାର ସୁନା ଦର କମିଚାଲିଥିଲା। ହେଲେ ଏବେ ସୁନା ଦର ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୁଣି ଲକ୍ଷେ ଟପିଯିବ କି ସୁନ ମୂଲ୍ୟ ନେଇ ଗ୍ରାହକଙ୍କ ମନରେ ଛନକା। ଜୁନ୍‌ ୧୧ ଅର୍ଥାତ୍‌ ବୁଧବାର ବୃଦ୍ଧି ପାଇଛି

AI କ୍ୟାମେରା ନଜରରେ ରହିଛି ପୁରୀ ସହର

ପୁରୀ : ଆଜି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ହୋଇଛି । ଏନେଇ ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୪୫୦ଜଣ ଅଧିକାରୀଙ୍କୁ

ୟୁପି ନେତାଙ୍କ ବେକରେ ଫୁୁଲମାଳ ପକାଇ ମାଡ଼ ମାରିଲେ ପୂର୍ବତନ ଦଳୀୟ ସହକର୍ମୀ

ଜୌନପୁର: ୟୁପି ନେତାଙ୍କ ବେକରେ ଫୁୁଲମାଳ ପକାଇ ମାଡ଼ ମାରିଲେ ପୂର୍ବତନ ଦଳୀୟ ସହକର୍ମୀ। ସୁହେଲଦେବ ସ୍ୱାଭିମାନ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମହେନ୍ଦ୍ର ରାଜଭରଙ୍କୁ ତାଙ୍କ ପୂର୍ବତନ ଦଳର ନେତା ଚାପୁଡ଼ା ମାରିଥିବା ଜଣାଯାଇଛି। ଉତ୍ତର ପ୍ରଦେଶର ଜୌନପୁର ଜିଲ୍ଲାରେ ଏକ କାର୍ଯ୍ୟକ୍ରମରେ ଏହି

ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ହୋଇଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଯାଜପୁର: ଧର୍ମଶାଳା ଅଞ୍ଚଳରେ ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ ରୋଗୀ ଓ ପରିବାର

ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି: ୨ ଜଣ ମୃତ, ୫୦୦ ଆକ୍ରାନ୍ତ

ଯାଜପୁର: ଯାଜପୁରରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ଆଉ କିଛି ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଡାଇରିଆରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଶହରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ଦାନଗଦି ବ୍ଲକ ତକାଇଲୋ ଗାଁର ୬୨ ବର୍ଷୀୟ ସୁଦର୍ଶନ ପାତ୍ର

ମେଘାଳୟ ସରକାରଙ୍କୁ କ୍ଷମା ମାଗି ରାଜାଙ୍କ ଭାଇ କହିଛନ୍ତି,‘ସୋନମଙ୍କ ଭଳି ମହିଳାଙ୍କ ପାଇଁ ନଷ୍ଟ ହୋଇଯାଇଛି ୭ଟି…

ନୂଆଦିଲ୍ଲୀ: ଇନ୍ଦୋରର ବ୍ୟବସାୟୀ ସୋନମ ରଘୁବଂଶୀଙ୍କ ହତ୍ୟା ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ନୂଆନୂଆ ତଥ୍ୟ ସେତେ ସାମ୍ନାକୁ ଆସିବାରେ ଲାଗିଛି। ଯାଞ୍ଚ ଏଜେନ୍ସିଙ୍କ କହିବାନୁଯାୟୀ ମୃତ ରାଜାଙ୍କ ଭାଇ ସଚିନ ରଘୁବଂଶୀ ମେଘାଳୟ ସରକାରଙ୍କୁ କ୍ଷମା ମାଗିଛନ୍ତି। ସଚିନ କ୍ଷମା ମାଗି

ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା

କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର ବ୍ୟବସ୍ଥା ଆପଣାଇବାକୁ ଯାଉଛି। ଘରୋଇ ଲୋକେ ରାସ୍ତାରେ ଅଳିଆ ଫିଙ୍ଗିଲେ ୧୦୦ ଟଙ୍କା ଓ ବ୍ୟବସାୟୀମାନେ ରାସ୍ତାରେ ଫିଙ୍ଗିଲେ

ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା, ଥରକେ ବିକ୍ରି କରିହେବ ୫ ଶହ ବର୍ଗମିଟର

ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା ହଟିଲା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏହା ମଧ୍ୟ ମନ୍ତ୍ରୀ କହିଛନ୍ତି ଯେ ପ୍ଲଟିଂ କରି

୭୮ତମ ଜନ୍ମଦିନରେ ୭୮କିଲୋର ଲଡୁ କାଟିଲେ ଲାଲୁ ଯାଦବ

ପଟନା: ଆଜି ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ୭୮ତମ ଜନ୍ମଦିନ। ଏହି ଅବସରରେ ଦଳୀୟ କର୍ମୀଙ୍କଠାରୁ ଆରମ୍ଭ କରି ସମର୍ଥକ ପର୍ଯ୍ୟନ୍ତ, ସମସ୍ତେ ରାଜ୍ୟବ୍ୟାପୀ ଜନ୍ମଦିନ ପାଳନ କରୁଛନ୍ତି। ନିଜ ଜନ୍ମଦିନ ଅବସରରେ ଲାଲୁ ଯାଦବ

ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚେତାବନୀ ଦେଲା ରାଜ୍ୟ ପରିବହନ ମଞ୍ଚ

ଭୁବନେଶ୍ଵର: ରାଜ୍ୟରେ ଯାନବାହାନଗୁଡ଼ିକୁ ଚେକିଂ କରିବା କ୍ଷମତା ପୋଲିସକୁ ଦେବା ପ୍ରସଙ୍ଗକୁ ବିରୋଧ ସହିତ ୭ ଦଫା ଦାବିରେ ଏକାଠି ହୋଇଛନ୍ତି ବସ୍‌, ଟ୍ରକ୍‌, ମିନିଟ୍ରକ୍‌ ମାଲିକଙ୍କ ସମେତ ଡ୍ରାଇଭର ସଂଘ। ଆସନ୍ତା ମାସ ୮ ତାରିଖ ସୁଦ୍ଧା ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ମହଲତ ଦେଲା