ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା

ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ । ତେବେ ଆଜି ଶଙ୍ଖ ଭବନରେ ଆୟୋଜିତ ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ

ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା ପରେ ଭାରତ ପକ୍ଷରୁ ହୋଇଥିବା ଅପରେସନ

ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି ।

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ବରଗଡ଼ ଗାଇସିଲେଟ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ

ଅଷ୍ଟ୍ରିଆ ସ୍କୁଲରେ ଗୁଳିକାଣ୍ଡ, ୧୧ ମୃତ

ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ ୭ ଛାତ୍ରଛାତ୍ରୀଙ୍କ ସମେତ ମୋଟ ୧୧ ଜଣ ମୃତ୍ୟୁବରଣ କରିଛନ୍ତି। ଗ୍ରାଜର ମେୟରଙ୍କ ସୂଚନା ଅନୁସାରେ ବନ୍ଧୁକଧାରୀ ଜଣକ ସେହି

ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର, ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା ପାଇଁ ମହାପ୍ରଭୁଙ୍କ ହାତୀ ବେଶ ଶେଷ ପର୍ଯ୍ୟାୟରେ

ପୁରୀ: ଜ୍ୟେଷ୍ଠମାସ ପୂଣ୍ଣିମା ତିଥିରେ ଶ୍ରୀଜିଉମାନଙ୍କର ସ୍ନାନ ଯାତ୍ରା ଓ ହାତୀ ବେଶ ବା ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ହାତୀ ବେଶକୁ ପ୍ରସ୍ତୁତ କରିଥାନ୍ତି ପୁରୀର ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ । ବହୁ ପୁରାତନ କାଳରୁ ଚାଲିଆସୁଥିବା ଏହି ପରମ୍ପରାକୁ ମଠ ପକ୍ଷରୁ ବଜାୟ

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଗିରଫ

ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି । ହତ୍ୟାକାଣ୍ଡରେ

ଗାଜା ଯାଉଥିବା ଜାହାଜକୁ ଜବତ କଲା ଇସ୍ରାଏଲ, ଗ୍ରେଟା ଥନବର୍ଗ ଅଟକ

ସ୍ଵିଡେନର ପରିବେଶବିତ ଗ୍ରେଟା ଥନବର୍ଗ ଏବଂ ଅନ୍ୟ ୧୧ ଜଣ ଅନ୍ତର୍ଜାତୀୟସ୍ତରର ସ୍ଵେଚ୍ଛାସେବୀଙ୍କୁ ଅଟକ ରଖିଛି ଇସ୍ରାଏଲ। ଏମାନେ ସମସ୍ତେ ମାନବବାଦୀ ସହାୟତା ଉଦ୍ଦେଶ୍ୟରେ ଜରୁରୀ ସାମଗ୍ରୀ ନେଇ ଗାଜା ଯାଉଥିବାବେଳେ ଇସ୍ରାଏଲ ସେନା ସୋମବାର ସନ୍ଧ୍ୟାରେ ଜାହାଜ ‘ମାଡଲୀନ’କୁ ଜବତ କରିବା ସହିତ

୫ ମାସରେ ଉଡ଼ାଇ ନେଲେଣି ୧୪୪ କୋଟି, ପ୍ରତିଦିନ କୋଟିଏ ଠକୁଛନ୍ତି ସାଇବର୍‌ ଠକ

ଭୁବନେଶ୍ୱର: ରାଜ୍ୟରେ ଅଦୃଶ୍ୟ ଠକଙ୍କ ଆତଙ୍କ ବଢ଼ିବା‌‌ରେ ଲାଗିଛି। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ପୂରା ଆକାଉଣ୍ଟ। ପୁଲିସ୍‌, ସରକାରଙ୍କ ପକ୍ଷରୁ ବାରମ୍ବାର ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଥିଲେ ହେଁ ସାଇବର୍‌ ଠକମାନେ ଗଳା ବାଟ ବାହାର କରି ଦେଉଛନ୍ତି। ନୂଆ ନୂଆ ଉପାୟରେ

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୮ ଗିରଫ

ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍‌ ଭାଙ୍ଗିବା ଘଟଣାରେ ଆଠ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଡିଆଇଜି (ପୂର୍ବ ରେଞ୍ଜ) ସତ୍ୟଜିତ ନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କପ୍ତିପଦାର