Sign in
Sign in
Recover your password.
A password will be e-mailed to you.
ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ପୋଲିସ ସମନ୍ ଜାରି!-->…
ଆମେରିକାର ବଡ଼ ଚେତାବନୀ! ରୁଷଠାରୁ ତେଲ କିଣିଲେ ୧୦୦% ଟାରିଫ୍ ଦେବ
ନୂଆଦିଲ୍ଲୀ: ରୁଷରୁ ଅଶୋଧିତ ତେଲ କିଣୁଥିବା ଦେଶମାନଙ୍କ ବିରୋଧରେ ଆମେରିକା ନେଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ। କାରଣ ଆମେରିକୀୟ ସିନେଟରେ ଏକ ସଂଶୋଧିତ ବିଲ୍ ଉପସ୍ଥାପନ ହୋଇଛି, ଏଥିରେ ରୁଷରୁ ତେଲ ଓ ଗ୍ୟାସ୍ କିଣୁଥିବା ଦେଶ ଉପରେ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍ ଲଗାଇବାକୁ ପ୍ରସ୍ତାବ!-->…
US ମିଣ୍ଟ ତିଆରିକରିବ ଡୋନାଲ୍ଡ ଟ୍ରମ୍ପଙ୍କ ଛବି ଥିବା ଡଲାରର ଖାସ ମୁଦ୍ରା, ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ହେବ…
ୱାସିଂଟନ: ଆମେରିକା ଟ୍ରେଜରୀ ସେକ୍ରେଟାରୀ ସ୍କଟ ବେସେଣ୍ଟ ବୁଧବାର କହିଛନ୍ତି ଯେ ଆମରିକା ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ୟୁଏସ ମିଣ୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ନୂଆ ଡଲାରର ମୁଦ୍ରା ତିଆରି ଆରମ୍ଭ କରିବ। ଏହି ମୁଦ୍ରାର ଗୋଟିଏ ପଟେ ଟ୍ରମ୍ପଙ୍କ ଛବି ରହିବ ଓ ଏହା!-->…
ପାରାଦୀପ – ହରିଦାସପୁର ଦୋହରିକରଣକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ - ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି ।!-->…
ଆଉ ଚଳିବନି ମନମାନି, ସରକାରୀ ଡାକ୍ତର ଲେଖିବେ ଜେନେରିକ୍ ଔଷଧ
ଭଦ୍ରକ: ରୋଗୀଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରିବା ଲକ୍ଷ୍ୟରେ ସରକାର ଜେନେରିକ୍ ଔଷଧ ସେବନ ବିଷୟରେ କୁହନ୍ତି। ସରକାରୀ ଡାକ୍ତରଙ୍କୁ ମଧ୍ୟ ଜେନେରିକ ଔଷଧ ଲେଖିବାକୁ ପରାମର୍ଶ ଦିଆଯାଏ। ଏହାପରେ ବି ସରକାରୀ ଡାକ୍ତରଖାନାରେ ନାମିଦାମି ମେଡିସିନ ଲେଖାଯାଉଛି। ରୋଗୀ ଅଯଥାରେ ସେହି ମେଡିସିନ ବାହାରୁ!-->…
କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ରର ବ୍ଲୁ-ପ୍ରିଣ୍ଟ୍ ଲିକ, ଡାର୍କ ୱେବ୍ରେ ତଥ୍ୟ ସାର୍ବଜନୀନ କଲା ହ୍ୟାକର୍…
ବେଙ୍ଗାଲୁରୁ: ଭାରତର ସବୁଠାରୁ ବଡ଼ ପରମାଣୁ ଶକ୍ତି କେନ୍ଦ୍ର ତାମିଲନାଡୁର କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ର ସହ ଜଡ଼ିତ ଅତି ସମ୍ବେଦନଶୀଳ ତଥ୍ୟ ଲିକ୍ ହୋଇଛି। ଏକ ଅନ୍ତର୍ଜାତୀୟ ରାନସମୱେର୍ (ସାଇବର ଲୁଟେରା) ଗ୍ରୁପ୍ ‘ୱାର୍ଲ୍ଡ ଲିକ୍ସ’ ଏହି ପ୍ଲାଣ୍ଟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଅଂଶର!-->…
କେନ୍ଦ୍ର କ୍ୟାବିନେଟର ୭ଟି ବଡ଼ ନିଷ୍ପତ୍ତି: ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ, ବାରାଣସୀ କରିଡର ଓ ଅନ୍ୟ ପ୍ରକଳ୍ପକୁ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଦିନ ଦେଶର ଭିତ୍ତିଭୂମି, ଉତ୍ପାଦନ ଏବଂ ଶିଳ୍ପ କ୍ଷେତ୍ରର ବିକାଶ ପାଇଁ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ରେଳ ମନ୍ତ୍ରୀ!-->…
କଟକ ଯୋବ୍ରା ବ୍ୟାରେଜରେ ଅଘଟଣ, ମାଛ ଧରୁ ଧରୁ ଖସି ପଡ଼ିଲେ ଯୁବକ
କଟକ : ମାଛ ଧରୁ ଧରୁ ଖସି ପଡ଼ିଲେ । କଟକ ଯୋବ୍ରା ବ୍ୟାରେଜରେ ଅଘଟଣ । ମହାନଦୀକୁ ଖସି ପଡ଼ିଲେ ଯୁବକ । ବ୍ୟାରେଜ ଉପରେ ଛିଡ଼ା ହୋଇ ନଦୀକୁ ଜାଲ ପକାଇ ମାଛ ଧରୁଥିବା ବେଳେ ଖସି ଗଲା ଗୋଡ଼ । ତୁରନ୍ତ ଖବର ପାଇ ପହଞ୍ଚିଲା ଅଗ୍ନିଶମ ବାହିନୀ । ଚାଉଳିଆଗଞ୍ଜ ଦମକଳ କେନ୍ଦ୍ର କର୍ମଚାରୀ କଲେ!-->…
ପୁରୀକୁ ରେଡ୍ ଆଲର୍ଟ: ୨୪ ଘଣ୍ଟାରେ ୧୭୧ ମିମି ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା
ପୁରୀ: ରାତି ପାହିଲେ ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ ଏହି ରଥଯାତ୍ରା ଦେଖିବାକୁ ଦୁର ଦୁରାନ୍ତର ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ପହଞ୍ଚିଛନ୍ତି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ପୁରୀ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି!-->…
ନୋଏଡାର ମାମୁରାରେ ଭୟଙ୍କର ଅଗ୍ନିକାଣ୍ଡ, ସଂକୀର୍ଣ୍ଣ ରାସ୍ତାରେ ସିଡ଼ି ବ୍ୟବହାର କରି ବଞ୍ଚାଇଲେ ଜୀବନ
ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆର ସଂଲଗ୍ନ ନୋଏଡାର ସେକ୍ଟର ୬୬ ମାମୁରା ଗାଁରେ ଏକ ୫ ମହଲା ଆବାସିକ କୋଠାରେ ବୁଧବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁଃଖଦ ଦୁର୍ଘଟଣାରେ ଜଣେ ମହିଳା ଏବଂ ଜଣେ ପୁରୁଷଙ୍କ ସମେତ ଦୁଇଜଣଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହୋଇଛି। ଅଗ୍ନିଶମ ବିଭାଗ ଏବଂ ପୁଲିସ!-->…