Sign in
Sign in
Recover your password.
A password will be e-mailed to you.
ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍
ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।
!-->!-->…
ଦଳିତ ନେତାଙ୍କ ପୂଜାର୍ଚ୍ଚନା ପରେ ମନ୍ଦିରରେ କାହିଁକି ଗଙ୍ଗାଜଳ ଛିଞ୍ଚି ଶୁଦ୍ଧିକରଣ କରାଯାଇଥିଲା, ବିଜେପି କ୍ଷମା…
ନୂଆଦିଲ୍ଲୀ: ରାଜସ୍ଥାନର ଦଳିତ କଂଗ୍ରେସ ନେତା ଟିକାରାମ ଜୁଲି ଅଲୱରର ଏକ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଭଗବାନଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରାଜ୍ୟର ଶାସକ ବିଜେପି ନେତା ଜ୍ଞାନଦେବ ଆହୁଜା ଟିକାରାମ ଜୁଲି ମନ୍ଦିର ପରିଦର୍ଶନ କରିବା ପରେ ଗଙ୍ଗାଜଳ ଛିଞ୍ଚି ମନ୍ଦିରର!-->…
ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା, ସାଙ୍ଗଠନିକ ନିର୍ବାଚନ ସଂପର୍କରେ ଆଲୋଚନା
ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନଙ୍କୁ ଭେଟିଲେ ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂଦେଓ, ପ୍ରତାପ ଦେବ, କଳିକେଶ ନାରାୟଣ ସିଂହଦେଓ, ଅରୁଣ ସାହୁ, ସଂଜୟ ଦାସ ବର୍ମାଙ୍କ ଭଳି ବରିଷ୍ଠ ନେତା। ସାଂଗଠନିକ କାର୍ଯ୍ୟକ୍ରମକୁ ନେଇ ନବୀନଙ୍କୁ ଭେଟିଛନ୍ତି । ସାଙ୍ଗଠନିକ!-->…
ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାମ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି। ସ୍ନାନ ପୂର୍ଣ୍ଣିମା ଭିତରେ ରତ୍ନ ଭଣ୍ଡାର କାମ ସରିବ ବୋଲି କୁହାଯାଇଛି। ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ ଓ ପରେ ପଥର ମରାମତି କାମ ଜାରି ରହିଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନ ରିପୋର୍ଟ ସାର୍ବଜନୀନ କରିବା ସମ୍ପର୍କିତ ମାମଲାର!-->…
ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର
ଯାଜପୁର : ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର ଭାବେ ଆହତ। ଏଥିସହ ଗାଡି ଚାଳକ ମଧ୍ୟ ସାମାନ୍ୟ ଆହତ ହେଇଛନ୍ତି । ଆଜି ଶ୍ରୀ ନାୟକ ଭୁବନେଶ୍ୱରରୁ ଏକ ଇନୋଭା ଗାଡିରେ ବାଲେଶ୍ଵର ଯାଉଥିବା ବେଳେ ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ!-->…
ମୁଁ ଦେଶକୁ ଫେରୁଛି: ୟୁନୁସଙ୍କୁ ଚେତାବନୀ ଦେଲେ ହସିନା
ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି ଯେ, ଭଗବାନ କିଛି ଭଲ କାମ ପାଇଁ ମତେ ଜୀବିତ ରଖିଛନ୍ତି। ଏକ ଦିନ ନିଶ୍ଚିତ ଭାବରେ ଆସିବ ଯେତେବେଳେ ଆୱାମୀ ଲିଗ୍ ନେତାମାନଙ୍କୁ ଟାର୍ଗେଟ କରୁଥିବା ଲୋକଙ୍କୁ ନ୍ୟାୟର ସମ୍ମୁଖୀନ ହେବାକୁ ପଡିବ। ସେ ସୋସିଆଲ ମିଡିଆ ମାଧ୍ୟମରେ!-->…
ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ ଆରମ୍ଭ
ଭୁବନେଶ୍ୱର: ରାଜ୍ୟର ବିକାଶରେ ସାମିଲ ପାଇଁ ଗରିବ ଏବଂ ପଛୁଆ ଯୋଗ୍ୟ ପରିବାରଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀରେ ଅନ୍ତର୍ଭୁକ୍ତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪,୧୨,୫୪୮ଯୋଗ୍ୟ ପରିବାରକୁ ଏସଏଚଜିରେ ସାମିଲ କରାଯାଇଥିଲା। ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ!-->…
କିଟ୍ ନେପାଳ ଛାତ୍ରୀ ମୃତ୍ୟୁ ଘଟଣା : NHRC ପ୍ରୋସିଡିଙ୍ଗ ଉପରେ ରହିତାଦେଶ, ୨୯ରେ ପରବର୍ତ୍ତୀ ଶୁଣାଣି
କଟକ : କିଟରେ ନେପାଳୀ ଛାତ୍ରୀ ଜୀବନ ହାରିବା ଘଟଣାରେ ଜାତୀୟ ମାନବାଧିକାର ଆୟୋଗ ନେଇଥିବା ପ୍ରୋସିଡିଙ୍ଗ ଉପରେ ଓଡିଶା ହାଇକୋର୍ଟଙ୍କ ରହିତାଦେଶ । ହାଇକୋର୍ଟଙ୍କ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କମିଶନ୍ ଦେଇଥିବା ପ୍ରୋସିଡିଙ୍ଗ ଅନୁସାରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ!-->…
ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୪୮ ହଜାରରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର: ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ। ସୃଷ୍ଟି ହେବ ୪୮ ହଜାର ୩୯୦ ନିଯୁକ୍ତି। ଏନେଇ ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଚସିଏଲ ଟେକ୍ କମ୍ପାନୀକୁ ଭୁବନେଶ୍ବରରେ ବ୍ରାଞ୍ଚ ଖୋଲିବାକୁ ପ୍ରସ୍ତାବ ଦେଇଛନ୍ତି ଓଡ଼ିଶା!-->…
ଓଡ଼ିଆ ପକ୍ଷ ପାଳନ ଅବସରରେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମ
ନବରଙ୍ଗପୁର : ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ନବରଙ୍ଗପୁର ଜିଲ୍ଲାରେ ବର୍ଣ୍ଣବୋଧ ବଣ୍ଟନ - କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉମରକୋଟ ବ୍ଲକ୍ ଅନ୍ତର୍ଗତ ଭାଲୁଗୁଡା ପ୍ରାଥମିକ ବିଦ୍ୟାଳୟ ରେ ମୁଖ୍ୟ ଅତିଥି!-->…