ବାଲିଗୁଡାରେ ପାରମ୍ପରିକ ଖାଦ୍ୟ ମେଳା : ଉତ୍ତମ ସ୍ବାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା କଲ୍ୟାଣ ମଣ୍ଡପ ପରିସରରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ କ୍ରୀଷ୍ଣା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲିଗୁଡା ବିଡିଓ ଅକ୍ଷୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର

ରାୟଗଡ଼ା ଜିଲ୍ଲାରେ ନାମକୁ ମାତ୍ର ଇଏସ୍‌ଆଇ ହସ୍ପିଟାଲ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲା କିନ୍ତୁ ଜିଲ୍ଲାରେ ବହୁ ଛୋଟ, ମଧ୍ୟମ ଓ ବଡ଼ ଶିଳ୍ପ ରହିଛି । କିନ୍ତୁ ଏହି ଶିଳ୍ପାନୁଷ୍ଠାନ ମାନଙ୍କରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ କମ୍ପାନୀ କର୍ତ୍ତୃପକ୍ଷ ଇଏସ୍‌ଆଇ କାର୍ଡ ସୁବିଧା ମଧ୍ଯ ଦେଇଛନ୍ତି। ଇଏସ୍‌ଆଇ ପାଇଁ

କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ଭକ୍ତମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ,

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ଚାର ଚକିଆ ଯାନ ୧. ବ୍ରହ୍ମଗିରି

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କଟକରେ କେବଳ ୨୨ ଜଣ ଆକ୍ରାନ୍ତ ଚିହ୍ନଟ