ଭୁବନେଶ୍ୱରରେ ହେବ ନାହିଁ ଏଲିଭେଟେଡ଼ ମେଟ୍ରୋ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ନାହିଁ ଏଲିଭେଟେଡ଼ ମେଟ୍ରୋ । ଏଥିପାଇଁ ନୂଆ ଆଲାଇନ ମେଣ୍ଟ ତିଆରି କରିବ ନଗର ଉନ୍ନୟନ ବିଭାଗ । ତେବେ ଏଥିପାଇଁ ସର୍ଭେ ହେବା ପାଇଁ ସମୟ ଲାଗିବ । ଏଲିଭେଟେଡ଼ ମେଟ୍ରୋ ହେଲେ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟ ନଷ୍ଟ ହେବ । ଏହାକୁ ଦୃଷ୍ଟିରେ ରଖି ଅଣ୍ଡର

ସ୍ନାନଯାତ୍ରା ଓ ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା ପାଇଁ ହେଲା ମକ୍ ଡ୍ରିଲ

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ ମାତ୍ର ଦୁଇ ଦିନ । ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ସେନେଇ ପ୍ରସ୍ତୁତି ଜୋରଦାର କରାଯାଇଛି । ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ସ୍ନାନଯାତ୍ରାରେ ଅଧିକ ଭକ୍ତ ସମାବେଶ ହେବା ଆଶା ଥିବା ନେଇ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ

ସମସ୍ତ ମୁସଲମାନ ଆତଙ୍କବାଦୀ ବୋଲି ବାହାନା ଦେଖାଉଛି ଭାରତ: ବିଲାୱାଲ ଭୁଟ୍ଟୋ-ଜରଦାରୀ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜରଦାରୀ କହିଛନ୍ତି ଯେ ଭାରତ ଦୁଇ ଦେଶ ମଧ୍ୟରେ ବିବାଦର ସମାଧାନ ପାଇଁ ଆଲୋଚନା ଏଡାଇବା ପାଇଁ ବାହାନା କରୁଛି। ଏହି ସମୟରେ ବିଲାୱାଲ ଭାରତ ବିଷୟରେ ଅନେକ ମିଛ କଥା କହିଥିଲେ। ଆପଣଙ୍କୁ ଜଣାଇ ଦେଉଛୁ ଯେ ଭାରତର ଅପରେସନ

ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ, ପୁରୀକୁ କରାଯିବ ପିଲିଗ୍ରିମ ସିଟି

ଭୁବନେଶ୍ୱର : ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ । ଶ୍ରୀମନ୍ଦିର ଦୁଇ କିଲୋମିଟର ପରିଧି ଭିତରେ ରହିବନି ମଦ ଦୋକନ କି ବାର । ପୁରୀକୁ ପିଲିଗ୍ରିମ ସିଟି କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହା ସହ ବଡ଼ ଦାଣ୍ଡରେ ସବୁ ଘରର ୟୁନିଫର୍ମ ହାଇଟ ରହିବ ।

ମହାପ୍ରଭୁଙ୍କ ପାଇଁ ଖୋଲାଯିବ ଡିଜିଟାଲ ହୁଣ୍ଡି

ପୁରୀ:ଶ୍ରୀ ମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ

ମାନ୍ୟବର ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ…

ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଜିଲ୍ଲା ସ୍ତରୀୟ ସମୀକ୍ଷା ଏକ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ର ପ୍ରସ୍ତୁତି ବୈଠକର ଅଧ୍ୟକ୍ଷତାନବରଙ୍ଗପୁର : ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ମାନ୍ୟବର ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ

ଏପଟେ ଘନଘନ ବିଦ୍ୟୁତ୍‌କାଟ୍‌ ହେଉଥିବା ବେଳେ ସେପଟେ ଦିନରେ ଜଳୁଛି ଷ୍ଟ୍ରିଟ୍‌ ଲାଇଟ୍‌

ବାଲିଗୁଡା : ଗୋଟିଏ ପଟେ ଘନଘନ ବିଦ୍ୟୁତ୍‌ କାଟ୍‌କୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଦିନରେ ଜଳୁଛି ଷ୍ଟ୍ରିଟ ଲାଇଟ୍‌। ଏଭଳି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ସ୍ଥିତ ଲକ୍ଷ୍ମୀ ବଜାରରେ ଦେଖିବାକୁ ମିଳିଛି l ପ୍ରକାଶ ଯେ, ଏବେ ଉକ୍ତ

ଏନଆଇଏଫଟିର ସ୍ନାତକୋତ୍ତର ଶୋ କାର୍ଯ୍ୟକ୍ରମରେ ଯୋଗଦେଲେ ମହାମାନ୍ୟ ରାଜ୍ୟପାଳ

ଭୁବନେଶ୍ୱର : ଭାରତ ସରକାରଙ୍କ ବୟନମନ୍ତ୍ରଣାଳୟ ଅଧୀନସ୍ଥ ଜାତୀୟ ଫ୍ୟାଶନ ପ୍ରଯୁକ୍ତି ବିଦ୍ୟାପ୍ରତିଷ୍ଠାନ (NIFT), ଭୁବନେଶ୍ୱର, ଡୁମଡୁମା, ଭୁବନେଶ୍ୱରର ITC ହୋଟେଲ୍ସ ଦ୍ୱାରା ସ୍ୱାଗତ ହୋଟେଲରେ ଏହାର ସ୍ନାତକୋତ୍ତର ଶୋ 2025 ସଫଳତାର ସହିତ ଆୟୋଜନ କରିଥିଲା । ଏହି ସମ୍ମାନଜନକ

ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସିକିରି ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି।‌ ସିକିରି ଗ୍ରାମ ବିନାୟକ ପାଠାଗାର ସାହିର ଜଣେ ଯୁବକ ଘରର ଛାତ ଦୁଲାରେ ଲୁଗା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମର ବାବୁଲା ପ୍ରଧାନ (୪୪) । ଖବର ପାଇ ହିଞ୍ଜିଳି ପୁଲିସ

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

କନ୍ଧମାଳ : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ