ସୁବର୍ଣ୍ଣପୁର ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦

ରାୟଗଡ଼ା ଥେରୁବାଲିରେ ଗ୍ରାମୀଣ ବେରୋଜଗାର ଯୁବକ ଯୁବତୀମାନଙ୍କ ପାଇଁ ଔଦ୍ୟୋଗିକ ସଚେତନତା କାର୍ଯ୍ୟକ୍ରମ

ରାୟଗଡ଼ା : ରାୟଗଡ଼ା ଥେରୁବାଲି ଅଞ୍ଚଳର ବେରୋଜଗାର ଯୁବକମାନେକୁ ଔଦ୍ୟୋଗିକ ଜ୍ଞାନ କୌଶଳ ବିଷୟରେ ସଚେତନତା ସୃଷ୍ଟି ସେମାନଙ୍କୁ ସଶକ୍ତ କରିବାର କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଥେରୁବାଲିସ୍ଥିତ ଗୋପବନ୍ଧୁନଗର ରେ ଅବସ୍ଥିତ ଇମ୍ଫା ଶ୍ରମିକ କ୍ଲବ ପରିସରରେ ଇମ୍ଫା ଏବଂ ବଂଶୀଧର ଓ

ରାୟଗଡ଼ା ବିଜେଡି ପକ୍ଷରୁ ସାଙ୍ଗଠନିକ ବୈଠକ, ଭାସ୍କର ଓ ସୁଧୀର ମଧ୍ୟରେ ରହିଥିବା ଫାଟ ବନ୍ଦ ପାଇଁ ଉଦ୍ୟମ

ରାୟଗଡ଼ା : ରାୟଗଡ଼ା ବିଜେଡି ପରାଜୟର ବର୍ଷ ପରେ ରାଜ୍ୟ ନେତୃତ୍ୱ ରୁ ରାୟଗଡା ଜିଲ୍ଲା ରେ ଗୋଷ୍ଟି କନ୍ଦଳକୁ ପ୍ୟାଚ ପକାଇବା ପାଇଁ ଆଜି ରାୟଗଡା ଜିଲ୍ଲା ବିଜେଡି ଶିବିରରେ ଦଳର ପୂର୍ବତନ ମନ୍ତ୍ରୀ ପ୍ରମିଳା ମଲିକ ଏବଂ ବରିଷ୍ଠ ନେତା ପଦ୍ମନାଭ ବେହେରା ପଂହଁଚିଛନ୍ତି। ଦଳରେ ମତାନ୍ତର ମନାନ୍ତର

ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମକ୍‌ଡ୍ରିଲ୍

ପୁରୀ: ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ଆରମ୍ଭ ହୋଇଛି ମକଡ୍ରିଲ। ଆଜି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ମକଡ୍ରିଲ୍ କରାଯାଇଛି। ଟାଉନ୍ ଥାନା ପରିସରର ସମନ୍ଵିତ ନିୟନ୍ତ୍ରଣ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ

ଭାସ୍କର ସମେତ ୭ ମାଓବାଦୀ ନୀପାତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କୁ ଆଉ ତ୍ରାହୀ ନାହିଁ। ଲଗାତାର ଅପରେସନ ଜାରି ରହିଥିବା ବେଳେ ସଂଗଠନର ବଡ଼ବଡ଼ କ୍ୟାଡ଼ର ନକ୍ସଲଙ୍କର ମୃତ୍ୟୁ ସଂଗଠନକୁ ଏବେ ଚିନ୍ତାରେ ପକାଇଛି। ଗତ ତିନି ଦିନ ହେଲା ଇନ୍ଦ୍ରାବତୀ ଜାତୀୟ ଉଦ୍ୟନରେ ନକ୍ସଲ ସହ ଯବାନଙ୍କ ଗୁଳିବିନିମୟ ଚାଲିଛି।

୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ।  ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।  କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ ।  ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।

ପଛଘୁଞ୍ଚା ଦେଲେ ଏଲନ ମସ୍କ

ବିଶ୍ଵର ଏକ ନମ୍ବର ଧନୀ ଏଲନ ମସ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଚାଲିଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ଦୁଇ ଜଣଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଥିବା ସମୟରେ ଏଲନ ମସ୍କ ଏଥିରେ ପଛଘୁଞ୍ଚା ଦେଇଛନ୍ତି। ମସ୍କ ଏପଷ୍ଟିନ ଫାଇଲ୍ସ ସମ୍ପର୍କରେ ସାମାଜିକ