ପିସିସି ସଭାପତିଙ୍କ ହିଞ୍ଜିଳି ଗସ୍ତ : ହିଞ୍ଜିଳିରେ ଭାରତୀୟ ଜାତୀୟ କଂଗ୍ରେସର ସମ୍ବିଧାନ ବଞ୍ଚାଅ ମହା ସମାବେଶ

ଆଗାମୀ ଦିନରେ ଭାରତ ବର୍ଷ ହେବ କଂଗ୍ରେସମୟ : ମିଶ୍ରଣ ପର୍ବରେ ବିଜେଡିର ବହୁ କର୍ମୀ କଂଗ୍ରେସରେ ଯୋଗଦେଲେହିଞ୍ଜିଳିକାଟୁ : ଶୁକ୍ରବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓ ଏଆଇସିସି ଓଡିଶା ପ୍ରଭାରୀ ଅଜୟ କୁମାର ଲୁଲୁ ହିଞ୍ଜିଳି ଗସ୍ତ କରିଛନ୍ତି। କଂଗ୍ରେସ ଦଳକୁ

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍‌

ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ ନୋଟିସ୍‌ରେ ଉଲ୍ଲେଖ ରହିଛି । ବାଙ୍କୋ ଖଣିକୁ ନୋଟିସ୍‌

ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ନିମନ୍ତ୍ରଣ କଲେ କାନାଡ଼ା ପ୍ରତିପକ୍ଷ

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ଣ୍ଣିଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫୋନ୍ କରି ନିମନ୍ତ୍ରଣ କରିଛନ୍ତି। ଏହାପରେ ମୋଦୀଙ୍କ କାନାଡ଼ା

ଆର୍‌ଆଇଇରେ ନାମଲେଖା ଆବେଦନ ଆରମ୍ଭ, ୨୯ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଶିକ୍ଷକ ଶିକ୍ଷାରେ କ୍ୟାରିଅର କରିବାକୁ ଚାହାଁନ୍ତି କି ? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆର୍‌ଆଇଇ)ରେ ଶିକ୍ଷକ ଶିକ୍ଷା ନାମଲେଖା ଆବେଦନ ଆରମ୍ଭ ହୋଇଛି। ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ସୁଯୋଗ ମିଳିବ। ୨୯ ତାରିଖରେ ପ୍ରବେଶିକା ପରୀକ୍ଷା

ଏଲିଲୋପାଥିର ରାସାୟନିକ ପ୍ରଭାବରେ ରାୟଗଡ ଜିଲ୍ଳା

ଡ: ପ୍ରସନ୍ନ କୁମାର ଗନ୍ତାୟତ ପରିବେଶର ଅବନତି ଏକ ବିଶ୍ୱସ୍ତରୀୟ ସମସ୍ୟା । ମଣିଷ ପ୍ରକୃତିର ସବୁଠାରୁ ଶ୍ରେଷ୍ଠ ପ୍ରାଣୀ ହୋଇଥିବାରୁ ଅନ୍ୟ ଜୀବ ମାନଙ୍କ ତୁଳନାରେ ପରିବେଶକୁ ଅଧିକ ପରିବର୍ତର୍ନ କରିଥାଏ ଏବଂ ପ୍ରକୃତିକୁ ଅତି ନିର୍ଦୟ ଭାବରେ ଶୋଷଣ କରିଥାଏ । ଏହି ପରି ଆମେ ଅତ୍ୟଧିକ

ବୁଲେଟକୁ ଧକ୍କା ଦେଲା ଟ୍ୟାଙ୍କର, ମାମୁଁ ସହ ୨ ଭାଣିଜୀ ମୃତ

ବ୍ରହ୍ମପୁର : ମାମୁଁଙ୍କ ସାଙ୍ଗରେ ବୁଲେଟରେ ଖୁସିରେ ଯାଉଥିଲେ ଦୁଇ ଭାଣିଜୀ । ନୂଆ ଡ୍ରେସକିଣିବେ କିନ୍ତୁ ମୃତ୍ୟୁର ଦୂତ ଯେପରି ଛକି ଜଗିଥିଲା ଦିଗପହଣ୍ଡି ରାସ୍ତା ଉପରେ । ହଠାତ ଏକ ଟ୍ୟାଙ୍କର ସହିତ ବୁଲେଟର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ମାମୁଁ

ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା ସମ୍ମାନ ନିମାପଡ଼ା-ଗୋପବାସୀଙ୍କର: ପ୍ରଭାତୀ ପରିଡ଼ା

ନିମାପଡ଼ା: ‘ଉତ୍କର୍ଷ ନିମାପଡ଼ା ସମ୍ମିଳନୀ’ର ଦ୍ୱିତୀୟ ଅଧିବେଶନରେ ବର୍ଷକର କାମ ବାବଦରେ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା । ସେ ଏହି ଅବସରରେ କହିଛନ୍ତି, “ଦେଶ ବିଦେଶରେ ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ

ହିଞ୍ଜିଳି ପିଏମଶ୍ରୀ ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟକୁ ମିଳିଛି ପ୍ରକୃତିମିତ୍ର ପୁରସ୍କାର

ହିଞ୍ଜିଳିକାଟୁ ୬!୬ ଭୁବନେଶ୍ଵର ସ୍ଥିତ ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି) ପରିସରରେ ଥିବା କୃଷି ଶିକ୍ଷା ସଦନ ଶିରିପୁର ଠାରେ ଗୁରୁବାର ରାଜ୍ୟ ସ୍ତରୀୟ ବିଶ୍ଵ ପରିବେଶ ଦିବସ ଓ ପ୍ରକୃତି ମିତ୍ର ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି । ଚଳିତ ବର୍ଷ ଜଙ୍ଗଲ ସୁରକ୍ଷା

କେଏସସିଏ ବିରୋଧରେ କୌଣସି ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ପୁଲିସକୁ କଡ଼ା ନିର୍ଦ୍ଦେଶ ଦେଲେ କର୍ଣ୍ଣାଟକ…

ନୂଆଦିଲ୍ଲୀ: ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଆରସିବିର ବିଜୟ ପରେଡ୍ ସମୟରେ ଦଳାଚକଡା ମାମଲାରେ ଶୁକ୍ରବାର (ଜୁନ୍ ୦୬, ୨୦୨୫) କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତିରେ ରାଜ୍ୟ କ୍ରିକେଟ୍ ସଂଘର ଅଧିକାରୀଙ୍କ ବିରୋଧରେ ଦଣ୍ଡାତ୍ମକ

ମା ’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା ଉଦଯାପିତ: ଶହଶହ ଶ୍ରଦ୍ଧାଳୁଙ୍କ ଗହଣରେ ପଞ୍ଚ ଠାକୁରାଣୀ ନିଜସ୍ୱ ମନ୍ଦିରକୁ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶୁକ୍ରବାର ଉଦଯାପିତ ହୋଇଯାଇଛି l ଦୀର୍ଘ ଏକମାସ ଧରି ମା 'ବରାଳ ଦେବୀଙ୍କ ଅସ୍ଥାୟୀ ପୀଠ ରେ ପଞ୍ଚ ଠାକୁରାଣୀ ମା 'ପାଟଖଣ୍ଡା ଙ୍କ ସମେତ ମା' କନକ ଦୁର୍ଗା, ମା'