ବାହିନୀପତିଙ୍କ ବିସ୍ଫୋରକ ବୟାନ: ବିଜୁ ଆଉ ପାଣ୍ଡିଆନ ଲୋକ ଭାଗଭାଗ ହୋଇଛନ୍ତି

ଭୁବନେଶ୍ୱର,୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମ୍‌ପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। ଏହାରି ମଧ୍ୟରେ ବିଜେଡିକୁ ନେଇ ବିସ୍ଫୋରକ ବୟାନ ଦେଇ ତାରା ବାହିନୀପତି

ଗୋମାଂସ ଜବତ, ଦୁଇ ଗିରଫ…

ବାଲିଗୁଡା,ତା, ୦୫/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡା ଥାନା ଅର୍ନ୍ତଗତ ସିତାପଡି ଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡା ବଜରଙ୍ଗଦଳ ପାଇବା ପରେ

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦

ପ୍ରତିଷ୍ଠା ଦିବସରୁ ଆମ୍ବେଦକର ଜୟନ୍ତୀ ଯାଏଁ ବିଜେପିର ଜନସଂପର୍କ କାର୍ଯ୍ୟକ୍ରମ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରବିବାର ଠାରୁ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ରାମନବମୀ ଥିବାରୁ ଏଥର ପ୍ରତିଷ୍ଠା ଦିବସ ଦୁଇ ଦିନ ଯାଏଁ ଜାରି ରହିବ। ଏଥି ସହିତ ଆସନ୍ତାକାଲି (ରବିବାର) ଠାରୁ ଆମ୍ବେଦକର ଜୟନ୍ତୀ (‌ଅପ୍ରେଲ ୧୪) ଯାଏଁ

ଦୁଷ୍କର୍ମ ମାମଲାରେ ଜୈନମୁନି ଶାନ୍ତିସାଗରଙ୍କୁ ୧୦ ବର୍ଷ ଜେଲ୍

ସୁରଟ: ୧୯ ବର୍ଷୀୟା ଯୁବତୀଙ୍କ ବଳାତ୍କାର ମାମଲାରେ କୋର୍ଟ ଦିଗମ୍ବର ଜୈନ ମୁନି ଶାନ୍ତିସାଗର ମହାରାଜଙ୍କୁ ୧୦ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ସୁରଟ ସେସନ୍ସ କୋର୍ଟ ଶୁକ୍ରବାର ଶାନ୍ତିସାଗର ମହାରାଜଙ୍କୁ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଜି ଏହି ମାମଲାରେ ଦଣ୍ଡ ଘୋଷଣା

ବର୍ଷିଲେ ଯୋଗୀ: ୱାକଫ୍ ବୋର୍ଡ଼ ନାଁରେ ଆଉ ହରିଲୁଟ୍ ହେବନି ଲୋକଙ୍କ ଜମି

ଲକ୍ଷ୍ନୌ: ୱାକଫ୍ ବୋର୍ଡ଼ ନେଇ ବଡ ବୟାନ ଦେଇଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସଂସଦରେ ୱାକଫ୍ ବିଲ୍ ପାରିତ ହେବା ପରେ ୱାକଫ୍ ବୋର୍ଡ଼ ନାଁରେ ଜମିକୁ ମନଇଚ୍ଛା ହଡପ କରୁଥିବା ଏବଂ ସାଧାରଣ ଜମିକୁ ଅକ୍ତିଆର କରୁଥିବା କିଛି ଅସାଧୁ ବ୍ୟକ୍ତିଙ୍କ ଉପରେ ବର୍ଷିଛନ୍ତି ଯୋଗୀ ।

୫ଦିବସୀୟ ଯାତ୍ରାରେ ବାହାରିଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପବିତ୍ର ଅଶୋକାଷ୍ଟମୀ ଅବସରରେ ପ୍ରସିଦ୍ଧ ଏକାମ୍ରକ୍ଷେତ୍ରାଧୀଶ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୫ଦିବସୀୟ ରଥଯାତ୍ରା ଶନିବାର ଠାରୁ ଆରମ୍ଭ ହୋଇଯାଇଛି। ଆଜି ଭୋର ସକାଳୁ ଆରମ୍ଭ ହୋଇଥିବା ବିଭିନ୍ନ ନୀତିକାନ୍ତି ପରେ ଅପରାହ୍‌ଣରେ ମହାପ୍ରଭୁଙ୍କ ରଥ ଗଡ଼ିଛି। ଭକ୍ତମାନେ ମଧ୍ୟ

ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ

ସମ୍ବଲପୁର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପିଛା ଛାଡୁନି ବିବାଦ କିମ୍ବା ସେ ବିବାଦକୁ ଡାକୁଛନ୍ତି ବୋଲି ସହରରେ ଚର୍ଚ୍ଚା ଲାଗି ରହିଛି। ବିବାଦ ସହିତ ଜୟନାରାୟଣଙ୍କ ପୁରୁଣା ସମ୍ପର୍କ ରହିଥିବାବେଳେ ପୁଣି ଏକ ବିବାଦରେ ତାଙ୍କର ସଂପୃକ୍ତିକୁ ନେଇ ଚାରିଆଡେ ଚର୍ଚ୍ଚା। ଆଗାମୀ ରାମ

ଓଡ଼ିଆ ପକ୍ଷ: ଐତିହ୍ୟ ଗଣଦୌଡ଼ରେ ଦୌଡ଼ିଲେ ନେତା-ଅଭିନେତା

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜିତ ହୋଇଛି। ଭୁବନେଶ୍ୱରର ଖଣ୍ଡଗିରି ଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟୁଡ଼ିଓ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଗଣଦୌଡ଼ରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା,

ସସ୍ମିତ ପାତ୍ରଙ୍କ ନିଷ୍ପତ୍ତି ବଦଳାଇବା ପଛରେ ନବୀନଙ୍କ ମୁଖ୍ୟ ପରାମର୍ଶଦାତା: ଦେବାଶିଷ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୱାକଫ୍‌ ସଂଶୋଧନ ବିଲ୍‌ ସଂସଦରେ ଗୃହୀତ ହୋଇଛି। ଲୋକସଭା ପରେ ଏହି ବିଲ୍‌ ରାଜ୍ୟସଭାରେ ଗୃହୀତ ହୋଇଥିଲା। ରାଜ୍ୟସଭାରେ ଏହି ବିଲ୍‌କୁ ୧୨୮ ଜଣ ସାଂସଦ ସମର୍ଥନ ଜଣାଇଥିଲେ। ମାତ୍ର ୯୫ ଜଣ ସାଂସଦ ବିରୋଧ କରିଥିଲେ। ରାଜ୍ୟରେ ବିଜୁ ଜନତା ଦଳ (ବିଜେଡି)ର