Sign in
Sign in
Recover your password.
A password will be e-mailed to you.
ଶ୍ରୀରାମ ଜନ୍ମ ନୀତି ; ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ନୀତି!-->…
ଆଉ ନବୀନଙ୍କ ଉପରେ ଭରସା କରିପାରୁନାହାନ୍ତି ନେତା, ବିଜେଡିର ଭବିଷ୍ୟତ ଅନ୍ଧାରମୟ
ଭୁବନେଶ୍ବର: ୱାକଫ୍ ସଂଶୋଧନ ବିଲ୍କୁ ସସ୍ମିତ ପାତ୍ରଙ୍କ ସମର୍ଥନ ପରେ ବିଜେଡିରେ ଦେଖା ଦେଇଥିବା ଦଳୀୟ କନ୍ଦଳ ଉପରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ ଭି.କେ.ପାଣ୍ଡିଆନଙ୍କୁ କଟାକ୍ଷ କରି କହିଛନ୍ତି, ଦଳକୁ ପଛରେ ରହି ଚଲାଉଥିବା ଡାଇରେକ୍ଟର!-->…
ଦୁର୍ନୀତି ବିରୋଧରେ ମେଳି ବାନ୍ଧିଲେ ବିଜେଡି ନେତା, ଦେଲେ ଚେତାବନୀ
ଯାଜପୁର: ଜିଲ୍ଲାରେ ଏକାଠି ହେଲେ ବିଜେଡି ନେତା। ଜିଲ୍ଲାପାଳ ଭେଟି ଦେଲେ ଦାବି ପତ୍ର। ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦଳୀୟଭିତ୍ତିରେ ହିତାଧିକାରୀ ଚୟନ କରାଯାଉଥିବା ଅଭିଯୋଗ କରିବା ସହିତ ଲଘୁ ଖଣିଜ ସଂପଦର ଲୁଟ୍ ହେଉଥିବା ଅଭିଯୋଗ କରିଛି ବିଜେଡି।ଯାଜପୁର ଜିଲ୍ଲାର ପ୍ରତ୍ୟେକ!-->…
ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ବର: କଟକର ଜଗତପୁର ଅଞ୍ଚଳରେ ୨୦୦ ଟନ୍ ବିଶିଷ୍ଟ ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ପାଇଁ ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ୱାବଧାନରେ ଆଜି କଟକ ମହାନଗର ନିଗମ ଏବଂ ଅଏଲ ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି!-->…
କଟକର ବାଲିଯାତ୍ରା ପଡ଼ିଆରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର୍ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ!-->…
ଦେଶବ୍ୟାପୀ ୮.୮ ଲକ୍ଷ ୱାକଫ ସମ୍ପତ୍ତି ବିବାଦ ଘେରରେ
ନୂଆଦିଲ୍ଲୀ: ସଂସଦର ଲୋକସଭା ଏବଂ ରାଜ୍ୟସଭାରେ ବହୁମତରେ ୱାକଫ (ସଂଶୋଧନ) ବିଲ୍ ପାରିତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସାରା ଦେଶରେ ମୋଟ ୮.୮ ଲକ୍ଷ ୱାକଫ ସମ୍ପତ୍ତି ମଧ୍ୟରୁ ୭୩,୦୦୦ରୁ ଅଧିକ ସମ୍ପତ୍ତି ବିବାଦାଧୀନ ଅଛି। ନୂତନ ବିଲ୍ର!-->…
ରାମନବମୀରେ ଉଦ୍ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ
ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ।
ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଏବଂ ସଡ଼କ!-->!-->!-->…
ଖସିଲା ସୁନା ଓ ରୂପା ଦର
ନୂଆଦିଲ୍ଲୀ,୫।୪: ସୁନା ଓ ରୂପାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି। ଅର୍ଥନୈତିକ ମାନ୍ଦ୍ୟ ଭୟ ଏବଂ ବିଶ୍ୱବ୍ୟାପୀ ଶେୟାର ବଜାରରେ ହତାଶା ସତ୍ତ୍ୱେ ସୁନା, ଯାହାକୁ ସାଧାରଣତଃ ନିରାପଦ ବିନିଯୋଗ ଭାବେ ବିବେଚନା କରାଯାଏ, ଶୁକ୍ରବାର ସୁନା ପ୍ରାୟ ୧% ହ୍ରାସ ପାଇଛି। ଏହା ସହିତ ରୂପାର!-->…
ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ସ୍ତ୍ରୀକୁ ହାତୁଡିରେ ପିଟି ହତ୍ୟା କଲା ସ୍ବାମୀ
ନୋଏଡା: ନୋଏଡାରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ତାଙ୍କ ପତ୍ନୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ଅନୁସାରେ, ଅଭିଯୁକ୍ତ ନୁରୁଲ୍ଲା ହାଇଦର ତାଙ୍କ ପତ୍ନୀ ଆସମା ଖାନଙ୍କ ମୁଣ୍ଡରେ ହାତୁଡି ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ଦିନ!-->…
ଭାରତ ବିରୋଧରେ ଶ୍ରୀଲଙ୍କା ମାଟିର ଉପଯୋଗ ହେବ ନାହିଁ : ଦିସାନାୟକେ
କଲମ୍ବୋ: ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକେ ଚୀନର ନାମ ନ ନେଇ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ସେ ଭାରତକୁ ଆଶ୍ୱାସନା ଦେଇଥିଲେ ଯେ ଶ୍ରୀଲଙ୍କା ଭାରତର ସୁରକ୍ଷା ସ୍ୱାର୍ଥ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ ଏହାର ଭୂଖଣ୍ଡ ବ୍ୟବହାର କରିବାକୁ!-->…