Sign in
Sign in
Recover your password.
A password will be e-mailed to you.
ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି
ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ ଶୋଭାଯାତ୍ରା କରିବେ । ସମସ୍ତ ବ୍ଲକ!-->…
ପ୍ରଚଣ୍ଡ ଖରାକୁ ଖାତିର ନ କରି ଖୋଲା ମିନିଟ୍ରକ୍ରେ ଚାଲିଛି ଲୋକବୁହା : ପରିବହନ ବିଭାଗ ନୀରବ
ବାଲିଗୁଡା : ରାଜ୍ୟ ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ପାଇଁ ଏବେ ଅନେକ ପଦକ୍ଷେପ ପାଇଁ ଜିଲା ଓ ବ୍ଲକ ସ୍ତରରେ ବୈଠକ କରି ସୁବ୍ୟବସ୍ଥା କରାଯିବାକୁ କୁହାଯାଉଛି। ବିଶେଷ କରି ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହର ଅଧିକ ପ୍ରଭାବ ରହୁଥିବାରୁ ଯାତ୍ରୀଙ୍କ!-->…
ନିଯୁକ୍ତି ରଦ୍ଦ ହେବା ପରେ ମମତାଙ୍କ ବୟାନ ; ଅଦାଲତକୁ ସମ୍ମାନ କରୁଛୁ, କିନ୍ତୁ ଏହି ନିଷ୍ପତ୍ତିକୁ ଅସ୍ୱୀକାର
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପ୍ରାୟ ୨୬୦୦୦ ଶିକ୍ଷକ ଓ ଷ୍ଟାଫଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିବା ପରେ ରାଜନୀତି ଜୋର ହୋଇଛି । ଏହି ମାମଲାରେ ବିରୋଧୀ ଦଳ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛି । ଅନ୍ୟପଟେ ସିପିଏମ୍ କହିଛି ଯେ ସରକାର ଖାଲି ଥିବା!-->…
ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ : ସୀମାନ୍ତବର୍ତ୍ତି ଅଞ୍ଚଳରେ ଥିବା ଏହି ବିଦ୍ୟାଳୟ ପ୍ରତି ପ୍ରଶାସନର ନିଘା…
ବାଲିଗୁଡ଼ା : ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ବିଦ୍ୟାଳୟରେ ନା ଅଛି ଆବଶ୍ୟକ ଅନୁଯାୟୀ ଶୌଚାଳୟ ନ ଅଛି ପାଣିର ସୁ ବ୍ୟବସ୍ଥା । ସେପଟେ ନାହଁ ସୁରକ୍ଷିତ ଶ୍ରେଣୀ ଗୃହ, ପୁଣି ବିପଦ ସଂକୁଳ ଛାତ୍ରୀ ନିବାସରେ ରହୁଛନ୍ତି!-->…
ନବମ ଶ୍ରେଣୀ ଛାତ୍ରଙ୍କ ଉତ୍ପାତ: ଷଷ୍ଠଶ୍ରେଣୀ ଛାତ୍ରକୁ ବନ୍ଦ କୋଠରୀରେ ଦେଲେ ନିର୍ଯାତନା
ମୟୂରଭଞ୍ଜ: ବ୍ଲେଡରେ ହାତ କାଟି କ୍ଷତ ସ୍ଥାନରେ ମାରିଲେ ଲୁଣ । ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୂରଭଞ୍ଜ ଜିଲ୍ଳା ଖୁଣ୍ଟା ଥାନା ବାସିପିଠାର ଏକ ସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ!-->…
ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ ହଳଦୀପଦା ଆଦି ଦୁଇଟି ସ୍ଥାନରେ ଶିଳ୍ପ!-->…
ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ବର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ!-->…
ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ
କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି!-->…
ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ
ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ, ୱାକଫରେ କୌଣସି ଅଣମୁସଲମାନଙ୍କ ହସ୍ତକ୍ଷେପ ରହିବ ନାହିଁ। ରିଜିଜୁ!-->…
କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ
ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ!-->…