ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ

ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଆରକ୍ଷୀ

ପାଟଣାଗଡ଼ ପାର୍ସଲ ବୋମା ଘଟଣା; ପୁଞ୍ଜିଲାଲଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହେରଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ଏହା ପୂର୍ବରୁ ମାର୍ଚ୍ଚ ୬

ସମ୍ପତ୍ତି ତାଲିକା ସାର୍ବଜନୀନ କଲେ ସିଜେଆଇଙ୍କ ସମେତ ୩୦ ବିଚାରପତି

ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର

ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ

ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ  । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କଠାରୁ ଲାଞ୍ଚ

ଓ୍ବାକଫ୍ ନାଁରେ ଜମି ହଡ଼ପ କରାଯାଉଥିଲା : ଯୋଗୀ

ପ୍ରୟାଗରାଜ: ଗୁରୁବାର ଦିନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୱାକଫ ବୋର୍ଡ ଉପରେ ସିଧାସଳଖ ଆକ୍ରମଣ କରି ଏହା ଉପରେ ଜମି ଜବରଦଖଲ କରିବାର ଅଭିଯୋଗ ଆଣିଛନ୍ତି ଏବଂ କହିଛନ୍ତି ଯେ ସାର୍ବଜନୀନ ଏବଂ ଐତିହାସିକ ସ୍ଥାନଗୁଡ଼ିକ ଉପରେ ଏହାର ମନମୁଖୀ ଦାବିକୁ ଅଧିକ ଦିନ ପର୍ଯ୍ୟନ୍ତ

ତାଳଚେରରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର

ତାଳଚେର: ତାଳଚେରରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ସୁଶାନ୍ତ ନାୟକ ଗୁରୁତର । ସ୍କଟ୍ ଲ୍ୟାଣ୍ଡପୁର ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପୋଲିସକୁ ଦେଖି ପ୍ରଥମେ ୩ ରାଉଣ୍ଡ ଗୁଳି

କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର

ବାଲେଶ୍ବର: କୋର୍ଟରେ ହାଜର ହେଲେ ରାଜା ଚକ୍ର। କ୍ରାଇମବ୍ରାଞ୍ଚ ଆଜି ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କରିଛି। ଗତକାଲି କ୍ରାଇମବ୍ରାଞ୍ଚ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଗତ ୧୩ ତାରିଖରେ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ

ସରିଲା ବିଧାନସଭା ବିଜେଟ୍ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର : ସରିଲା ବିଧାନସଭା ବିଜେଟ୍ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି । ବେଶ୍ ରୋଚକ ଥିଲା ବଜେଟ୍ ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି । ପାରିତ ହୋଇଛି ଦୁଇ ଦୁଇଟି ବିଲ୍ । ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍

ମମତାଙ୍କୁ ସୁପ୍ରିମକୋର୍ଟ ଝଟକା, ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ରଦ୍ଦ ଆଦେଶ ବଳବତ୍ତର

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ

ରାତି ତମାମ ଚାଲିଲା ବିଧାନସଭା, ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍

ଭୁବନେଶ୍ୱର : ବିଧାନସଭା ଇତିହାସରେ ରେକର୍ଡ । ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ଚାଲିଲା ବିଧାନସଭା ।  ଭୋର ୪ଟା ୨୯ରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧିତ ବିଲ୍-୨୦୨୪ ।  ପ୍ରାୟ ୧୨ ଘଣ୍ଟା ଧରି ଚାଲିଲା ଆଲୋଚନା ।  ବିଲ୍ ନେଇ ଶାସକ ଓ ବିରୋଧୀ ମଧ୍ୟ ଘମାଘୋ ଟ ଆଲୋଚନା ହୋଇଥିଲା ।