Sign in
Sign in
Recover your password.
A password will be e-mailed to you.
ନିୟୋଜନ ଅଧିକାରୀଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ
ମାଲକାନଗିରି : ମାଲକାନଗିରି ଜିଲ୍ଲାର ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ମନସ୍ବୀ ସେଠୀଙ୍କୁ ନିରାଡମ୍ବର ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଳନ କରାଯାଇଥିଲା। ସ୍ଥାନୀୟ ଆଓମା ଗୁରୁକୂଳ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା!-->…
ବିଶ୍ୱ ଅର୍ଥନୈତିକ ଫୋରମ୍ର ଟ୍ରାଞ୍ଜିସନିଂ ଶିଳ୍ପ କ୍ଲଷ୍ଟର୍ ଅଭିଯାନରେ ସାମିଲ ହେଲା ଟାଟା ଷ୍ଟିଲ୍ ଏସଇଜେଡର ଗୋପାଳପୁର…
ଡବ୍ଲୁଇଏଫ୍ ସହଯୋଗିତା ବିଶ୍ୱ ସ୍ୱଚ୍ଛ ଶକ୍ତି ବିପ୍ଳବରେ ଭାରତର ଭୂମିକାକୁ ସୁଦୃଢ଼ କରିବ
ଗ୍ରୀନ୍ ହାଇଡ୍ରୋଜେନ୍/ଗ୍ରୀନ୍ ଆମୋନିଆ ଓ ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଗୋପାଳପୁର ଶିଳ୍ପ ପାର୍କ ଦ୍ରୁତ ଗତିରେ ଏକ ପ୍ରମୁଖ କେନ୍ଦ୍ର ହେବାକୁ ଯାଉଛି
ଗୋପାଳପୁର ଶିଳ୍ପ ପାର୍କକୁ!-->!-->!-->!-->!-->!-->!-->!-->…
ଜାତୀୟ ଟାଇକୋଣ୍ଡୋ ପ୍ରତିଯୋଗିତାରେ ଚମକିଲେ ହିଞ୍ଜିଳିକାଟୁର ଅଂଶୁମାନ
ହିଞ୍ଜିଳିକାଟୁ : ଜାତୀୟ ସ୍ତରରେ ହିଞ୍ଜିଳିକାଟୁ ପାଇଁ ଗୌରବ ଆଣିଲେ ହିଞ୍ଜିଳିକାଟୁ ର ଅଂଶୁମାନ ପଣ୍ଡା। କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହୋଇଥିବା ନବମ ଟାଏକୋଣ୍ଡୋ ଚମ୍ପିଆନସିପ୍ କ୍ୟୋରୋଗି, ରେ ଗୋଲ୍ଡ ମେଡାଲ ଆଣିଲେଅଂଶୁମାନ । ଏହି ନବମ ଜାତୀୟ ସ୍ତରର କ୍ୟୋରୋଗି!-->…
ରାଜ୍ୟ ସରକାରଙ୍କ ଦ୍ବାରା ନବରଙ୍ଗପୁର ଜିଲ୍ଲା ଉମରକୋଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର
ଉମରକୋଟ : ଆଜି ନବରଙ୍ଗପୁର ଜିଲ୍ଲାର ଉମରକୋଟସ୍ଥିତ ଏ.ଜି.ଆର. ପ୍ରତିରକ୍ଷା ଏବଂ ଶାରୀରିକ ଏକାଡେମୀ ଠାରେ ଓଡ଼ିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ନବରଙ୍ଗପୁର ପକ୍ଷରୁ ଯୁବପିଢ଼ି ମାନଙ୍କ ପାଇଁ ସନ୍ତରଣ ଏବଂ ପାଣିରେ ବୁଡିରୁ ବଞ୍ଚିବାର ମୌଳିକ!-->!-->!-->…
JEE ଆଡଭାନ୍ସ ୨୦୨୫ ରେଜଲ୍ଟ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର
JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ ।
ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ ୧ ହାସଲ କରି ସମଗ୍ର ଦେଶରେ ଟପର ହୋଇଛନ୍ତି!-->!-->!-->…
ବିଜେଡିରୁ ଢ଼େଙ୍କାନାଳର ପୂର୍ବତନ ବ୍ଲକ୍ ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ବିତ
ଭୁବନେଶ୍ବର : ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍ ସଭାପତି ବିଭୁ ପ୍ରସାଦ ଦେହୁରୀ। ଢ଼େଙ୍କାନାଳ ସଦର ବ୍ଲକ୍ର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
!-->!-->…
ଝାଡଖଣ୍ଡ ସୀମାନ୍ତରୁ ଅଢେଇ ଟନ୍ ବିସ୍ଫୋରକ ଜବତ କଲେ ସୁରକ୍ଷାକର୍ମୀ
ସୁନ୍ଦରଗଡ଼ : ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ । ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗରୁ ୪ ଟନ୍ ବିସ୍ଫୋରକ ଲୁଟ୍ ହୋଇଥିଲା । ଏହି ଘଟଣାରେ ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ ହୋଇଛି । ଝାଡଖଣ୍ଡ ସରଣ୍ଡାରେ SOG, DVF, CRPF ଓ ଝାଡ଼ଖଣ୍ଡ ଜାଗୁଆରର ମିଳିତ ଅପରେସନରେ!-->…
କମିଲା ପରିବହନ ବିଭାଗର କ୍ଷମତା : ପୁଲିସ କରିବ ଗାଡ଼ି ଯାଞ୍ଚ
ଭୁବନେଶ୍ୱର : ରାଜ୍ୟର ସମସ୍ତ ସହରାଞ୍ଚଳରେ ପୁଲିସକୁ ମୋଟର ଯାନ ସମ୍ପର୍କିତ ସମସ୍ତ ଯାଞ୍ଚ କ୍ଷମତା ସହ ଜରିମାନା ଆଦାୟ କ୍ଷମତା ଦେବା ପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ପରିବହନ କମିସନର ଏକ ଚିଠି ଲେଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ବିଭାଗୀୟ ପ୍ରମୁଖ ଶାସନ!-->…
ସିକ୍କିମ ଭୂସ୍ଖଳନରେ ୩ ଯବାନ ସହିଦ, ୬ ଜଣ ନିଖୋଜ
ସିକ୍କିମ: ପ୍ରବଳ ବର୍ଷା ପରେ ସିକ୍କିମରେ ଭୟଙ୍କର ଭୂସ୍ଖଳନ । ଭୂସ୍ଖଳନରେ ଧସିଲା ଯବାନଙ୍କ କ୍ୟାମ୍ପ୍ । ଉତ୍ତର ସିକ୍କିମର ଛାଟେନ୍ ଅଞ୍ଚଳରେ ଭୟଙ୍କର ଭୂସ୍ଖଳନରେ ଧସିଛି ଯବାନଙ୍କ କ୍ୟାମ୍ପ୍ । ଯେଉଁଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଯବାନ ଏବେବି ନିଖୋଜ ଅଛନ୍ତି । ଘଟଣା ପରେ ୪!-->…
ଏଣିକି ବାଲ୍ୟବିବାହର ସୂଚନା ଦେବେ ପ୍ରଧାନଶିକ୍ଷକ, ସିଏମ୍ଆଇଓ ଭାବେ ଦିଆଗଲା ଦାୟିତ୍ବ
ଭୁବନେଶ୍ୱର: ଆଜି ବି କିଛି ଅଞ୍ଚଳରେ ହଟିନି ବାଲ୍ୟ ବିବାହ ପ୍ରଥା। ଆଜି ବି ବହୁତ ଗ୍ରାମରେ ବାଲ୍ୟ ବିବାହ ହେଉଛି। ଯେଉଁ ସ୍ଥାନରୁ ଅଭିଯୋଗ ଆସୁଛି ସେଠି ପ୍ରଶାସନ ରୋକିବାରେ ସଫଳ ହେଉଛି। କିନ୍ତୁ ଅନେକ ସ୍ଥାନରେ ଲୋକେ ଭୋଜି ଭାତ କରି, ମଉଜ କରି ବଡ଼ ସୁରୁଖୁରୁରେ ବାଲ୍ୟ ବିବାହଟିକୁ!-->…