Sign in
Sign in
Recover your password.
A password will be e-mailed to you.
ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ, ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ
ବୌଦ୍ଧ: ଦିନକୁ ଦିନ ହାତୀ ଚୋରା ଚାଲାଣକାରୀଙ୍କ ଦୈରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବୌଦ୍ଧ ଜିଲ୍ଲାରେ ପୁଣି ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରୁ ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ କରିଥିବା ସୂଚନା ରହିଛି।
ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରେ ହାତୀ ଦାନ୍ତ ଚୋରା ଚାଲାଣକାରୀକୁ!-->!-->!-->…
ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ମାଓ ସଂଗଠନକୁ ବଡ଼ ଝଟକା । ଛତିଶଗଡ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ କୁଖ୍ୟାତ ମାଓ ନେତା । ଦୁଇ ହାଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ସେହିପରି ଛଅ ଜଣଙ୍କ!-->…
ଜି-୭ ସମ୍ମିଳନୀରେ ଭାଗ ନନେଇପାରନ୍ତି ମୋଦୀ
ନୂଆଦିଲ୍ଲୀ: ଏଥର ଜି-୭ ସମ୍ମିଳନୀରେ ଅଂଶଗ୍ରହଣ ନକରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାନାଡାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୋଦୀଙ୍କ ଭାଗ ନେବାର ସମ୍ଭାବନା ଖୁବ୍ କମ୍। ଜି-୭ ହେଉଛି ବିଶ୍ୱର ସର୍ବାଧିକ ଶିଳ୍ପୋନ୍ନତ ଅର୍ଥନୀତି। ଯାହାକି ଫ୍ରାନ୍ସ, ଜର୍ମାନୀ, ଇଟାଲୀ,!-->…
ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର
ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ । ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି । ସେ ୩୬୦ ରୁ ୩୩୨ ମାର୍କ ରଖି ଅଲ୍!-->…
ଅତିରିକ୍ତ ତହସିଲଦାରଙ୍କୁ ମାଡ ମାରି ଗାଡି ଭାଙ୍ଗିଲେ ବାଲି ମାଫିଆ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ । ଥାନା ଆଗରେ ଆକ୍ରମଣ ସହ ଗାଡ଼ି ଭାଙ୍ଗିଦେଲେ । ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆହତ ହୋଇଛନ୍ତି । ଆକ୍ରମଣ ବେଳେ ଥାନାକୁ ଦୌଡ଼ି!-->…
ଗାଁ ଦାଣ୍ଡରେ ବୁଲୁଛି ହାତୀ, ଲୋକେ ଆତଙ୍କିତ
ଗାଁଦାଣ୍ଡରେ ବୁଲୁଛି ଦନ୍ତା । ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ପ୍ରତିମାଦେଇ ଶାସନ ଗାଁ ଦାଣ୍ଡରେ ସୋମବାର ସକାଳୁ ସକାଳୁ ଏକ ବଣୁଆ ଦନ୍ତା ହାତୀ ବୁଲୁଥିବାର ଦେଖିବାକୁ ମିଳିଛି । ଏ ବାବଦରେ ପ୍ରଚାର ହୋଇଯିବା ପରେ ଲୋକେ ଆତଙ୍କିତ ହୋଇପଡ଼ିବା ସହ ଆଖପାଖ ଗାଁ ଗୁଡ଼ିକରେ କୋକୁଆ ଭୟ!-->…
ଆସିକା କେନ୍ଦ୍ର ବହୁମୁଖୀ ସମବାୟ ସମିତିର ଜମି ଲିଜ ଘଟଣା: ବିଧାନସଭା ରେ ପ୍ରଶ୍ନ କରିବା ପରେ ବିଧାୟକ ଚୁପ ……!
ଲିଜ ପରେ ବି ଦିଆ ଯାଇଛି ସବଲିଜ...!
ହରିଣ ମାଂସ ସହିତ ଦୁଇ ଭାଇ ଗିରଫ, ବନ୍ଧୁକ ଧରି ଜଣେ ଫେରାର…
ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଥାନା ଅନ୍ତର୍ଗତ ରୋହିବାଙ୍କ ଗ୍ରାମରୁ ଓଡ଼ଗାଁ ବନାଞ୍ଚଳ କର୍ମଚାରୀ ମାନଙ୍କ ଦ୍ଵାରା ୧୦ କେଜି ଚିତ୍ରା ହରିଣ ମାଂସ ସହିତ ଦୁଇ ଜଣଙ୍କୁ ଗିରଫ କରାଯାଇଛି।ସେମାନେ ରୋହିବାଙ୍କ ଅରଖ ସାହିର ତୋଫାନ ପ୍ରଧାନ (୨୫), ଓ ବଡ଼ଭାଇ ପୀତବାସ ପ୍ରଧାନ(୩୦) । ବିଶ୍ଵସ୍ତ!-->…
ବନ୍ଦୀ ମାନଙ୍କ ପାଇଁ ଏବେ ଜେଲ ପାଲଟିଛି ହୋଲିଡ଼େ ହୋମ…….!
ଏଠାରୁ ହେଉଛି ସବୁ ଅପରାଧ ନେଟୱାର୍କ ରେ ବ୍ଲୁପ୍ରିଣ୍ଟ ……!
ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଆସିକା ଜେଲ ଏବେ ଅପରଧତତ୍ତ୍ୱ ମାନଙ୍କ ପାଇଁ ହୋଲିଡ଼େ ହୋମ ପାଲଟିଛି। ଭାଇମାନଙ୍କୁ ଜେଲ ଭିତରେ ବି ମୌଜ ମଜଲିଶ କରିବାର ସୁଯୋଗ ମିଳୁଥିବାର ନଜିର ରହିଛି। ଭଲ ଖାନା ସାଙ୍ଗକୁ!-->!-->!-->!-->!-->…
ଦାଦା ବଟିକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟଣା : ମୁଖ୍ୟ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ, ପୂର୍ବରୁ ୪ ଗିରଫ
ଭୁବନେଶ୍ବର ୧।୬: ଭୁବନେଶ୍ବର ଚନ୍ଦକା ଅଞ୍ଚଳ ସଂଘର୍ଷବିହାର ଛକରେ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାଶ । ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଚନ୍ଦକା ଥାନା ପୋଲିସ । ସହଦେବ ବାରିକ ଓରଫ ନାଗାକୁ ଗିରଫ କରିଛି ପୋଲିସ । ନାଗା ନିକଟରୁ ପିସ୍ତଲ, ମୋବାଇଲ ଫୋନ, ଗୋଟିଏ ମୋଟର ସାଇକେଲ ଜବତ!-->…