ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ ହୋଇଛି। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ

ଦେଶବ୍ୟାପୀ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ ଦର

ନୂଆଦିଲ୍ଲୀ: ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ

ଭାରତକୁ ନୂଆ ଝଟକା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ, କୃଷି ଉତ୍ପାଦନ ଉପରେ ୧୦୦ ପ୍ରତିଶତ ଶୁଳ୍କ ଧମକ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଏକ ଶୁଳ୍କ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଟ୍ରମ୍ପ ଚାଇନା, କାନାଡା ଏବଂ ଭାରତ ସମେତ ଅନେକ ଦେଶ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଏବେ ଟ୍ରମ୍ପ ଆଉ ଏକ ନୂଆ

ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ସ୍ଲାବ୍ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଅନେକ ବିସ୍ଫୋରଣ ହୋଇଥିଲା। ଏହି କାରଣରୁ, ଦୀସା ସହର ନିକଟରେ

ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ: ଉତ୍କଳ ଦିବସରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ।ତେବେ ଉତ୍କଳ ଦିବସ ଅବସରରେ

ଉତ୍ତରାଖଣ୍ଡର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଧାମୀ

ନୂଆଦିଲ୍ଳୀ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ପାହାଡ଼ି ରାଜ୍ୟଗୁଡ଼ିକର ହରିଦ୍ୱାର, ଡେରାଡୁନ, ନୈନିତାଲ ଏବଂ ଉଧମ ସିଂହ ନଗର ଜିଲ୍ଲାର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କରିଛନ୍ତି। ଯାହାପରେ ବିରୋଧୀ ଦଳଗୁଡ଼ିକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ହିନ୍ଦୁ

ବ୍ରହ୍ମପୁରରେ ସାମାଜିକ ସମରସତା ଅଭିଯାନ ସମ୍ମିଳନୀ

ବ୍ରହ୍ମପୁର : ସ୍ଥାନୀୟ ଅକ୍ସଫୋର୍ଡ ପବ୍ଲିକ ସ୍କୁଲରେ ବିଶ୍ୱହିନ୍ଦୁ ପରିଷଦ ଗଞ୍ଜାମ ଓ ବଜରଙ୍ଗ ଦଳ ଗଞ୍ଜାମଙ୍କ ଆନୁକୂଲ୍ୟରେ ଭାରତୀୟ ସାମାଜିକ ସମରସତା ଅଭିଯାନର ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ ସମ୍ମିଳନୀରେ ଅଖିଳ ଭାରତୀୟ କେନ୍ଦ୍ରୀୟ ସାମାଜିକ ସମରସତା ପ୍ରମୁଖ ଦେଓଜୀ ରାୱାତ୍

ଭ୍ରମରବାଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ପିଏମଶ୍ରୀ ବାର୍ଷିକ ଉତ୍ସବ ପାଳନ

ରାଇକିଆ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ବ୍ରହ୍ମପ୍ରକାଶ ପାତ୍ରଙ୍କ ତତ୍ଵାବଧାନରେ ପ୍ରଥମ ପିଏମ ଶ୍ରୀ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଅବସରରେ ଉକ୍ତ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଦାରିଙ୍ଗବାଡି ଅତିରିକ୍ତ

ନବଜୀବନ ବସନ୍ତ ମହୋତ୍ସବ ଉଦଯାପିତ : ମନ ମୋହିଲା ନାଟକ ‘କାଉଁର’

ସୁନ୍ଦରଗଡ : ନବଜୀବନ ଆୟୋଜିତ "ବସନ୍ତ ମହୋତ୍ସବ"ର ବିଦାୟୀ ସନ୍ଧ୍ୟାରେ ଆୟୋଜିତ ହୋଇଯାଇଛି ନାଟକ "କାଉଁର"। ଏହା ହେଉଛି ବିଶିଷ୍ଟ ନାଟ୍ୟକାର, ନିର୍ଦ୍ଦେଶକ, ପ୍ରଯୋଜକ ସ୍ବର୍ଗତ ପ୍ରଦୀପ ଭୋଳଙ୍କ ଏକ କାଳଜୟୀ ରଚନା। ଏହି ରଚନାରେ ଲୁଚି ରହିଛି ବିଶ୍ୱାସଘାତକତାର ବିକଟାଳ ପରିଣତି। ନାଟକରେ