ସ୍ୱତନ୍ତ୍ର ସଘନ ସଂଶୋଧନ ସଚେତନତା ବୈଠକ: ଯୋଗ୍ୟ ଭୋଟର ତାଲିକାରୁ ବାଦ୍ ନ ପଡ଼ିବାକୁ ଗୁରୁତ୍ଵ

ନୟାଗଡ଼:ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ବିଡ଼ିଓ ତଥା ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ ପ୍ରୀତିବାଳା ରଣାଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ନୟାଗଡ଼ ବିଧାନ ମଣ୍ଡଳ ଓଡ଼ଗାଁ ବ୍ଲକ ଅନ୍ତର୍ଗତ ୧୬ଟି ପଞ୍ଚାୟତରୁ ଆସିଥିବା ବୁଥ ସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ସଘନ ସଂଶୋଧନ ସମ୍ପର୍କିତ

ଓଡ଼ଗାଁ ଏନଏସି ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ସଫେଇ ଉପକରଣ ବଣ୍ଟନ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି କାର୍ଯ୍ୟାଳୟ ଠାରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଫାର୍ମାସିଷ୍ଟଙ୍କ ଦ୍ଵାରା ୬୦ ଜଣ ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଆବଶ୍ୟକ ଅନୁଯାୟୀ ରକ୍ତ ପରୀକ୍ଷା, ବ୍ଲଡ ପ୍ରେସର୍, ସୁଗାର ସହିତ

ନୂତନ ବନ୍ଦର ନିର୍ମାଣ କରିବ ୟୁଏଇ

ଦୁବାଇ: ପାରସ୍ୟ ଉପସାଗର ଅଞ୍ଚଳରେ ବଢ଼ୁଥିବା ଭୂ-ରାଜନୈତିକ ତିକ୍ତତା ଓ ସୁରକ୍ଷା ବିପତ୍ତି ମଧ୍ୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟିକ ପଥ ‘ହର୍ମୁଜ୍ ପ୍ରଣାଳୀ’ ଉପରେ ନିଜର ନିର୍ଭରଶୀଳତା ହ୍ରାସ

ଆଇଆରଜିସିକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ ସରକାର

ଲଣ୍ଡନ:ବ୍ରିଟେନ ସରକାର ଇରାନର ସାମରିକ ବାହିନୀ ‘ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ’ (ଆଇଆରଜିସି)କୁ ଏକ ଆତଙ୍କବାଦୀ ସଂଗଠନ ଘୋଷଣା କରିଛି। ବ୍ରିଟେନ ମାଟିରେ ଇହୁଦୀ ସମୁଦାୟ, ଇସ୍ରାଏଲ୍ ଓ ଇରାନର ବିରୋଧୀ ଗଣମାଧ୍ୟମଗୁଡ଼ିକୁ ନିଶାଣ କରି ହୋଇଥିବା ଏକାଧିକ ଆକ୍ରମଣ ଓ ହିଂସାତ୍ମକ

ଭୋଜଶାଳା ବିବାଦକୁ ନେଇ ସୁପ୍ରିମକୋର୍ଟ ଶୁଣାଣି, ନମାଜ ପଢିବା ପାଇଁ ମୁସଲିମଙ୍କୁ ମିଳିବ ଅଲଗା ଜାଗା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଧାର ସ୍ଥିତ ଭୋଜଶାଳା ପରିସରର ଧାର୍ମିକ ପରିଚୟ ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରୁଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ହିନ୍ଦୁ ଏବଂ ମୁସଲିମ ଉଭୟ ପକ୍ଷଙ୍କ ଅଧିକାରକୁ କ୍ଷତି ନ ପହଞ୍ଚାଇ ଆଖପାଖରେ ଥିବା କିଛି ଅଞ୍ଚଳକୁ

ଡିଭାଇଡରରେ ପିଟିହେଲା ବାଇକ୍, ୩ ପିଲାଙ୍କ ସହିତ ୪ ମୃତ

ହାପୁର : ଉତ୍ତରପ୍ରଦେଶ ହାପୁରରେ ଦିଲ୍ଲୀ-ଲକ୍ଷ୍ନୌ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାବୁଗଢ ଥାନା ଅନ୍ତର୍ଗତ ବଛଲୋତା ଫ୍ଲାଏଓଭର ନିକଟରେ ଏକ ବାଇକ୍ ଅନିୟନ୍ତ୍ରିତ ହୋଇ ଡିଭାଇଡରରେ ପିଟି ହୋଇଥିଲା । ଦୁର୍ଘଟଣାରେ ୩ ପିଲାଙ୍କ ସହିତ ପରିବାରର ୪ ଜଣଙ୍କ ଜୀବନ

CBSEର ନୂଆ ନିଷ୍ପତ୍ତି, ୯ମ ଏବଂ ୧୦ମ ଶ୍ରେଣୀ ପିଲା ଥାର୍ଡ ଲାଙ୍ଗୁଏଜ୍ ରେ ପାସ୍ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ : CBSE ବୋର୍ଡ ପକ୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଅନୁଯାୟୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି । ଏଣିକି ୯ମ ଏବଂ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ତୃତୀୟ ଭାଷା ବା (Third Language)କୁ ବାଧ୍ୟତାମୂଳକ କରାଯାଇଛି । ବୋର୍ଡ ପକ୍ଷରୁ ଜାରି

ମଝି ସମୁଦ୍ରରେ ଇରାନର କ୍ରୁଜ୍ ମିସାଇଲ୍ ଆଟାକ୍, ଜଣେ ଭାରତୀୟ ନାବିକ ମୃତ

ଆମେରିକା : ସମୁଦ୍ର ମଝିରେ ଇରାନର କ୍ରୁଜ୍ ମିସାଇଲ୍ ଆଟାକ୍ । ଜଳିଗଲା ୨ଟି ବାଣିଜ୍ୟିକ ଜାହାଜ । UAE ତେଲ ଟାଙ୍କର ଉପରେ ଇରାନର ମିସାଇଲ୍ ମାଡ଼ରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି । ଓମାନର ଆଞ୍ଚଳିକ ଜଳସୀମା ଦେଇ ଯାଉଥିବା ସଂଯୁକ୍ତ ଆରବ ଏମିରେଟ୍ସ ର ଦୁଇଟି ପ୍ରମୁଖ ତେଲ

E20 ପେଟ୍ରୋଲ ବନ୍ଦ କର! କେନ୍ଦ୍ର ବିରୋଧରେ କେଜ୍ରିୱାଲଙ୍କ ‘ଅନଲାଇନ୍ ହସ୍ତାକ୍ଷର ଅଭିଯାନ’ ଆରମ୍ଭ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା E20 ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ୍ ମିଶ୍ରିତ ପେଟ୍ରୋଲ) କୁ ନେଇ ଦେଶରେ ବିବାଦ ତୀବ୍ର ହେବାରେ ଲାଗିଛି। ସାଧାରଣ ଲୋକଙ୍କ ଗାଡ଼ିର ଇଞ୍ଜିନ ନଷ୍ଟ ହେଉଥିବା ଅଭିଯୋଗ ଆଣି ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ଆବାହକ ତଥା ଦିଲ୍ଲୀର

ଲସ୍କର ମୁଖ୍ୟ ହାଫିଜ୍ ସଇଦ ବିରୋଧରେ ଜାମିନବିହୀନ ୱାରେଣ୍ଟ ଜାରି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲସ୍କର ମୁଖ୍ୟ ହାଫିଜ୍ ସଇଦଙ୍କ ବିରୁଦ୍ଧରେ ଏକ ଜାମିନବିହୀନ ୱାରେଣ୍ଟ ଜାରି କରାଯାଇଛି। ଜମ୍ମୁର ଏକ କୋର୍ଟ ଏହି ୱାରେଣ୍ଟ ଜାରି କରିଛନ୍ତି। ତେବେ ଏହି ଆଦେଶ ଭାରତରେ ହାଫିଜ୍ ସଇଦଙ୍କ ବିରୁଦ୍ଧରେ ତାଙ୍କ ଅନୁପସ୍ଥିତିରେ ବିଚାର