ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର…

କପିଲଙ୍କ ଘରେ ପୁଲିସ, କାଫେ ଉପରକୁ ଗୁଳିମାଡ଼ ପରେ ଘର ବାହାରେ ସୁରକ୍ଷା ବୃଦ୍ଧି

ମୁମ୍ବଇ: ଲୋକପ୍ରିୟ ହାସ୍ୟାଭିନେତା କପିଲ ଶର୍ମାଙ୍କ କାନାଡ଼ାସ୍ଥିତ କାଫେ ଉପରକୁ ଗୁଳିମାାଡ଼ ଘଟଣା ପରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନ ବାହାରେ ପୁଲିସ ଗତିବିଧି ଦେଖିବାକୁ ମିଳିଛି। କପିଲଙ୍କ ଘର ବାହାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିଛି ମୁମ୍ବଇ ପୁଲିସ। ଶୁକ୍ରବାର ସକାଳେ ମୁମ୍ବଇ…

୮ ମହିଳା କ୍ୟାଡରଙ୍କ ସମେତ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ପୁଲିସକୁ ମିଳିଛି ବଡ ସଫଳତା। ଏସିପିଙ୍କ ସମ୍ମୁଖରେ ୨୨ ଜଣ ନକ୍ସଲ ଆତ୍ସମର୍ପଣ କରିଛନ୍ତି। ସମସ୍ତ ନକ୍ସଲ ଆବୁଝମାଡ ଅଂଚଳରେ ସକ୍ରିୟ ଥିଲେ। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ରହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ ମଧ୍ୟରେ କିଛି ତେଲନାର,…

‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’

ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି । ରାହୁଲ କହିଛନ୍ତି, “ଏମାନେ କୁଆଡ଼େ…

ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେନି ହସ୍ପିଟାଲ; ଆସିଲା କଡା ନିୟମ

ଏବେ କୌଣସି ଘରୋଇ ହସ୍ପିଟାଲ ହେଉ କି ନର୍ସିଂ ହୋମ୍‍ ରୋଗୀଙ୍କ ମୃତଦେହକୁ ଅଟକାଇ ପାରିବେ ନାହିଁ । ମୃତ୍ୟୁ ହେବାର ୨ଘଣ୍ଟା ମଧ୍ୟରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିବା ବାଧ୍ୟତାମୂଳକ । ଚିକିତ୍ସା ପାଇଁ ଦେୟ ବାକି ଥିଲେ ବି ମୃତଦେହକୁ ଛାଡିବାକୁ ବାଧ୍ୟ ହେବେ ସବୁ ହସ୍ପିଟାଲର…

ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି। ରଥଯାତ୍ରା ପ୍ରସଙ୍ଗରେ ରାହୁଲ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ରାଜନୈତିକ ଉଦେଶ୍ୟ ପ୍ରଣୋଦିତ। ରଥ ସବୁ ବର୍ଷ ୨ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ଥାଏ। ଚଳିତ ବର୍ଷ ବଳଭଦ୍ରଙ୍କ ରଥ ମୋଡ଼ ନେବାରୁ…

ଓଡ଼ିଶା ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍; ‘ଗରିବ ଲୋକଙ୍କର ସମ୍ପତ୍ତି ଲୁଟୁଛନ୍ତି’

ଭୁବନେଶ୍ବର: କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି, ଓଡ଼ିଶା ସରକାର କେବଳ ଗରିବଙ୍କୁ ଲୁଟୁଛନ୍ତି । ପ୍ରଥମେ ବିଜେଡି ଲୁଟୁଥିଲା, ଏବେ ବର୍ତ୍ତମାନର ସରକାର ଲୁଟୁଛି । ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ…

ରାଜନୀତିରୁ ଅବସରକୁ ନେଇ ମୋଦୀଙ୍କୁ ଟାର୍ଗେଟ କଲା କଂଗ୍ରେସ

ରାଜନୀତିରୁ ଅବସର ବୟସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଆରଏସଏସ(ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଏଭଳି କଟାକ୍ଷ କରିଛି। ୭୫ ବର୍ଷ ହେଲେ ରାଜନୀତିରୁ ସନ୍ନ୍ୟାସ ନେଇଯିବା ଉଚିତ ବୋଲି ମୋହନ କହିଥିଲେ।…

ରାହୁଲ ଗାନ୍ଧୀଙ୍କ ଭା‌ଷଣ ସରପଞ୍ଚ ନିର୍ବାଚନ ସଭା ଭଳି ଲାଗିଲା: ଜୟନାରାୟଣ

ଭୁବନେଶ୍ବର: ସ୍ଥାନୀୟ ବରମୁଣ୍ଡାରେ ଆୟାଜିତ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ସମାବେଶରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗର୍ଜିଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ରାହୁଲ ଗାନ୍ଧୀ ଭା‌ଷଣ ମାଧ୍ୟମରେ ଟାର୍ଗେଟ କରିଥିବା ବେଳେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର…

ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ଅନୁମତି ମିଳିଲାନି, ସିଦ୍ଧରମୈୟା ଅପଦସ୍ଥ

ନୂଆଦିଲ୍ଲୀ : ଦିଲ୍ଲୀ ଗସ୍ତରେ ଯାଇଥିବା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଅପଦସ୍ଥ ହୋଇଛନ୍ତି । ସେ କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କୁ ଭେଟିବାକୁ ସମୟ ମାଗିଥିଲେ । କିନ୍ତୁ ତାଙ୍କୁ ଭେଟିବାକୁ ଅନୁମତି ଦିଆଯାଇନଥିଲା । ଏହି ଘଟଣା ପରେ…