ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତେବେ

ନବଜୀବନ “ବସନ୍ତ ମହୋତ୍ସବ”ର ପ୍ରଥମ ଦିବସ

ସୁନ୍ଦରଗଡ : ସୁନ୍ଦରଗଡର ଅନ୍ୟତମ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ନବଜୀବନ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ କରିଛି ସୁନାମଧନ୍ୟ ନାଟ୍ୟକାର, ନିର୍ଦ୍ଦେଶକ, ପ୍ରଯୋଜକ ସ୍ବର୍ଗତ ପ୍ରଦୀପ ଭୋଳଙ୍କ ମାନସପୁତ୍ର "ବସନ୍ତ ମହୋତ୍ସବ"। ଦୀର୍ଘ ପଚିଶି ବର୍ଷ ତଳେ ଏହି ମହୋତ୍ସବର ବୀଜବପନ

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।

ଜିଲ୍ଲାସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳିତ

ମାଲକାନଗିରି : ଆଜି ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳନ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସହୀଦଙ୍କ

ସୁକୁମା ପୋଲିସକୁ ସଫଳତା : ଏନକାଉଣ୍ଟରରେ ୧୬ ମାଓବାଦୀ ମୃତ

ମାଲକାନଗିରି : ଅତିଶୀଘ୍ର ସମାପ୍ତ ହେବ ମାଓବାଦୀ କାର୍ଯ୍ୟକଳାପ ଏହି ଭଳି ଏକ ଖବର କିଛି ଦିନ ତଳେ ଗୃହମନ୍ତ୍ରୀ ଅମିତ ସାହାଙ୍କ ବୟାନ ରୁ ସ୍ୱଷ୍ଟ ହେବାକୁ ଲାଗିଛି । ଗତ ତିନିମାସ ଭିତରେ ୧୦୦ରୁ ଉର୍ଦ୍ଧ୍ବ ମାଓବାଦୀ ଙ୍କ ମୃତ୍ୟୁ ଖବର ଓ ମାଓବାଦୀ ଙ୍କ ଶୀର୍ଷ ନେତ୍ତୃତ୍ୱ ଙ୍କୁ ଲେଖାଯାଇଥିବା

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି ।

ଶହୀଦ ଲକ୍ଷ୍ମଣ ନାୟକଙ୍କ ଫାଶୀ ଦିବସ ପାଳନ…

ବ୍ରହ୍ମପୁର,ତା.୨୯. ୩. ୨୦୨୫ରିଖ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ଓ ଲକ୍ଷ୍ମଣ ନାୟକ ସ୍ମୃତି ପୌର ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି ବୀର ଶହୀଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଫାଶୀ ଦିବସ ସ୍ଥାନୀୟ ପୌର ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପାଳନ ହୋଇଯାଇଛି l ଆଇନଜୀବୀ ଅବନୀ

ଆସିକା ପଣ୍ୟାଗାର ର କର୍ମଚାରୀ ଙ୍କୁ ମିଲେରଙ୍କ ମାଡ଼ ମରା ଘଟଣା :ରାଜନୈତିକ ଚାପରେ ପ୍ରଶାସନ ଚୁପ…

ଅଦାଲତ ରେ ମାମଲା ପାଇଁ ପ୍ରସ୍ତୁତି….! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ କର୍ଣ୍ଣଳୀ ସ୍ଥିତ ପଣ୍ୟାଗାର ଗୋଦାମ ର କର୍ମଚାରୀ ଙ୍କୁ ଦୁଇ ଜଣ ମିଲେର ମାଡ଼ ମାରିବା ଘଟଣା ନୂଆ ମୋଡ଼। ଏକ ସପ୍ତାହ ହେଲା ବେଆଇନ କାର୍ଯ୍ୟ କରିବାକୁ କିଛି ମିଲେର ଗୋଦାମ ର କର୍ମଚାରୀ

ଓଡିଶା ଗୋହତ୍ୟା ନିଷେଧ ଏବଂ ପ୍ରାଣୀ ସଂରକ୍ଷଣ ବିଧେୟକ-୨୦୨୪ ପ୍ରଣୟନ କରିବାକୁ ଦାବି

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଜନସାଧାରଣଙ୍କ ପକ୍ଷରୁ, ଜିଲ୍ଲା ପ୍ରାଣୀ ମଙ୍ଗଳ ଅଧିକାରୀ ଓ ଟିମ୍ ଆଜି ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ, ଓଡିଶା ସରକାରଙ୍କୁ ପଠାଇଛନ୍ତି । ଗୋ-ବଂଶ ଏବଂ ହିନ୍ଦୁ ସଂସ୍କୃତି ପାରମ୍ପରିକ ଆମ ଓଡିଆଙ୍କ

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଜିଲ୍ଲା