Sign in
Sign in
Recover your password.
A password will be e-mailed to you.
ଜିଲ୍ଲା ସ୍ୱାସ୍ଥ୍ୟ ଅବସ୍ଥା ବିପର୍ଯ୍ୟସ୍ତ : ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମାନବ ଅଧିକାର ସୁରକ୍ଷା ମଞ୍ଚର ଆଠ ଦଫା…
ବ୍ରହ୍ମପୁର : ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଗଞ୍ଜାମ ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ସଜାଡ଼ିବା ଦାବି ନେଇ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି!-->…
ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର : ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ!-->…
ପୋଲ ଉପରେ ୪ ଫୁଟର ପାଣି, ବୌଦ୍ଧ-ବଲାଙ୍ଗୀର ଯୋଗାଯୋଗ ବିଚ୍ଛିନ୍ନ
ବୌଦ୍ଧ ଜିଲ୍ଲାରେ ଏକ ପୋଲ ଉପରେ ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲା ମଧ୍ୟରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଖବର ଅନୁସାରେ, ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ାକୁ ରେକଡୋଲ ଦେଇ ବଲାଙ୍ଗୀର ଜିଲ୍ଲା ସହିତ ସଂଯୋଗ କରୁଥିବା!-->…
ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା
ଭୁବନେଶ୍ୱର :ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା!-->…
ଦୁଇଥର ଅସ୍ତ୍ରବିରତି ପାଇଁ ଭାରତ ସହ ସମ୍ପର୍କ କରିଥିଲା ପାକିସ୍ତାନ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅପରେସନ ସିନ୍ଦୂର ଜରିଆରେ ଆତଙ୍କବାଦୀଙ୍କ ଉପରେ ଶକ୍ତିଶାଳୀ ଆକ୍ରମଣ କରି ପ୍ରତିଶୋଧ ନେଇଥିଲା। ଏହି ଆକ୍ରମଣ ପରେ ପାକିସ୍ତାନ କ୍ରମାଗତ ଭାବେ ଅସ୍ତ୍ରବିରତି ଉଲ୍ଲଘଂନ କରି ଚାଲିଥିଲା। ଏହାର ବି କଡ଼ା ଜବାବ ଦେଇଥିଲା ଭାରତ।
ଏହାପରେ!-->!-->!-->…
ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି ।
ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ!-->!-->!-->…
ମଣିପୁରରେ ପୁଣି ବୀରେନ ସିଂ ସରକାର ସମ୍ଭାବନା !
ଇମ୍ପାଲ : ମଣିପୁର ରାଜନୀତିରେ ପୁଣି ଥରେ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ବିଜେପି ବିଧାୟକମାନଙ୍କ ଏକ ୧୦ ଜଣିଆ ପ୍ରତିନିଧି ଦଳ ଆଜି ମଣିପୁରର ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। ଏନ. ବୀରେନ ସିଂଙ୍କ ଅନୁଗତ ବିଧାୟକ ରାଧେଶ୍ୟାମ ଏହି ବୈଠକ ପରେ!-->…
ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ, ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ
ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି । ସେହିପରି ଜିଲାପାଳ, ଏସ୍ପିଙ୍କ ଗାଡ଼ି!-->…
ଅନଲାଇନ୍ ବେଟିଂ ଜରିଆରେ ୧ କୋଟିରୁ ଅଧିକ ଠକେଇ, ୨ ଗିରଫ
ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ଏକ ଅନଲାଇନ୍ ବେଟିଂ ରାକେଟର ପର୍ଦ୍ଦାଫାସ କରିଛି। ଏଥିରେ ଦୁଇଜଣ ବ୍ୟକ୍ତି ଯାଜପୁରର ଜଣେ ବାସିନ୍ଦାଙ୍କ ଠାରୁ ୧.୦୮ କୋଟି ଟଙ୍କା ଠକି ନେଇଥିଲେ।
ଗିରଫ ୨ ବ୍ୟକ୍ତି ହେଲେ ପଶ୍ଚିମବଙ୍ଗର କଣ୍ଟାଇର ରାୟପୁର ପଶିମ୍ବର୍ହରର ରୋହନ ଓରଫ ଏସକେ ୱାସିଉଲ୍!-->!-->!-->…
ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୬୯ ଟଙ୍କା କୁ ବୃଦ୍ଧି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ଚାଷୀମାନଙ୍କ ଲାଭ ସରକାର ଅନେକ ଫସଲର ଏମଏସପି ବୃଦ୍ଧି କରିଛନ୍ତି । ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)!-->…