Sign in
Sign in
Recover your password.
A password will be e-mailed to you.
୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ନିର୍ବାଚନ କମିଶନ ୪ ରାଜ୍ୟର ପାଞ୍ଚଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।!-->…
ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ
ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ । ଏବେ ଆଗକୁ ଆସୁଛି ରଥଯାତ୍ରା । ଲକ୍ଷାଧିକ ଭକ୍ତ ଙ୍କ ସମାଗମ ହେବ । ଏହି!-->…
ଶେଖ୍ ହସିନାଙ୍କ ଅଭିଯୋଗ- ଆମେରିକା ହାତକୁ ବାଂଲାଦେଶକୁ ଟେକିଦେଉଛନ୍ତି ୟୁନୁସ
ବାଂଲାଦେଶର ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ଗାଦି ଟଳମଳ ହେଉଛି। ଆମେରିକା ଦ୍ଵାରା ପରିଚାଳିତ ୟୁନୁସ ଏବେ ସେନା ଆକ୍ରୋଶର ଶିକାର ହେଉଛି। ଏଭଳି ସ୍ଥିତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ୟୁନୁସଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ୟୁନୁସ ଆତଙ୍କବାଦୀଙ୍କ!-->…
ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷିବ, ବାତ୍ୟା ନେଇ ନାହିଁ କୌଣସି ଆକଳନ
ଭୁବନେଶ୍ବର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ବହିବବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ପାଣିପାଗ ବିଭାଗ ଅନୁଯାୟୀ, ଓଡିଶାରେ ମୌସୁମୀ ଆସିବାକୁ କିଛି ସମୟ ଲାଗିବ ।!-->…
ଅପରେସନ ‘ସିନ୍ଦୂର’ ଥିଲା ବଦଳୁଥିବା ଭାରତର ଚିତ୍ର: ପ୍ରଧାନମନ୍ତ୍ରୀ
ଅପରେସନ ‘ସିନ୍ଦୂର’ କେବଳ ଏକ ସାମରିକ ଅଭିଯାନ ନ ଥିଲା। ଏହା ବଦଳୁଥିବା ଭାରତର ଏକ ଚିତ୍ର ଥିଲା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ‘ମନ କୀ ବାତ’ର ୧୨୨ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦବୋଧନ ଦେଇ କହିଥିଲେ, ଆଜି ପୂରା ଦେଶ ଆତଙ୍କବାଦ ବିରୋଧରେ!-->…
ଅନୁସୂଚିତ ଜାତି, ଜନଜାତିଙ୍କ ଜମି କମ୍ପାନୀକୁ ଦେବା ଷଡଯନ୍ତ୍ର ବନ୍ଦ କର : ମାନବ ଅଧିକାର ସୁରକ୍ଷା ମଞ୍ଚ
ବ୍ରହ୍ମପୁର : ଅନୁସୂଚିତ ଜାତି, ଜନଜାତିଙ୍କ ଜମିକୁ ସରକାର କିଣିବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ନୂତନ ପ୍ରସ୍ତାବିତ ଘୋଷଣାକୁ ଏକ ଷଡଯନ୍ତ୍ରମୂଳକ ଯୋଜନା ବୋଲି କହିଛି ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚ l ଆଦିବାସୀ ଓ ଅନୁସୂଚିତ ଜାତି ବର୍ଗର ଲୋକଙ୍କୁ ସବୁଦିନ!-->…
ଅଧା ରହିଲା ବାବାମଣିଙ୍କ ଦର୍ଶନ, ଗାଧୋଇବା ବେଳେ ଗଙ୍ଗା ପୁଷ୍କରଣୀରେ ବୁଡି ଦୁଇ ସାଙ୍ଗଙ୍କ ମୃତ୍ୟୁ
ଚାନ୍ଦବାଲି : ଅଧା ରହିଲା ବାବାମଣିଙ୍କ ଦର୍ଶନ । ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ । ଆରଡ଼ି ରେ ପହଂଚିବା ପରେ ପୀଠରେ ଥିବା ଶିବ ଗଙ୍ଗା ପୁଷ୍କରଣୀରେ ଗାଧୋଇଥିଲେ । ଗାଧୋଇବା ବେଳେ ଦୁଇ!-->…
ବାଲିଗୁଡ଼ାରେ ଦେବର୍ଷି ନାରଦ ଜୟନ୍ତୀ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଶିକ୍ଷା ନିକେତନ ପରିସର ମଧ୍ୟରେ ଦେବର୍ଷି ନାରଦଙ୍କ ଜୟନ୍ତୀ ମହୋତ୍ସବ ରବିବାର ପାଳିତ ହୋଇଯାଇଛି l ଖବରଦାତା ପ୍ରମୋଦ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି!-->…
ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ
ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା ଏହି ମରାମତି କାମ ରଥଯାତ୍ରା ସମୟରେ ପୁଣି!-->!-->!-->…
ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍ ଇଂଲଣ୍ଡ
ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍!-->…