ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ

ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର ଅର୍ଥନୈତିକ ମାହୋଲ ଭାରତ ପାଇଁ ଅନୁକୂଳ ରହିଛି। ମୁଁ ଏହା

ଓଡ଼ଗାଁ ବନ ବିଭାଗ କବଜାରେ ୩ ଶିକାରୀ: ୨ ବନ୍ୟପ୍ରାଣୀ ସହିତ ଗୋଟିଏ ଦେଶୀ ବନ୍ଧୁକ, ଟାଙ୍ଗିଆ ଓ ୫ ଗୁଳି ଜବତ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବନାଞ୍ଚଳ କର୍ମଚାରୀ ମାନେ ବାଣ୍ଠପୁର ଜଙ୍ଗଲରେ ପଟ୍ରୋଲିଂ କରୁଥିବା ବେଳେ ୩ ଜଣ ଶିକାରୀଙ୍କୁ ଧରିବାକୁ ସକ୍ଷମ ହୋଇଛନ୍ତି । ସେମାନଙ୍କଠାରୁ ୨ଟି ମୃତ ଶାଳିଆପତନୀ, ଗୋଟିଏ ଦେଶୀ ବନ୍ଧୁକ, ଟାଙ୍ଗିଆ ସହିତ ୫ ଟି ଗୁଳି ଜବତ କରାଯାଇଛି।ଗିରଫ ଶିକାରୀ ମାନେ

ପୋଖରୀରେ ବୁଡି ବୃଦ୍ଧା ମୃତ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ମକରଝୋଳ ଗ୍ରାମ ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକା ଜଣଙ୍କ ହେଲେ ହିଞ୍ଜିଳି ଥାନା ମକରଝୋଳ ଗ୍ରାମର ଆଶାରାଣୀ ବାଡତ୍ୟା (୬୬)। ପ୍ରକାଶ ଯେ, ଶନିବାର ଅପରାହ୍ନରେ ବୃଦ୍ଧା ଜଣଙ୍କ ଶୌଚ ସକାଶେ ଗ୍ରାମ ପୋଖରୀକୁ ଯାଇଥିଲେ।‌ ବହୁ ସମୟ ଧରି

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟିଲ ଏଵଂ ଖଣି ବିଭାଗର

ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍‌ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା କରିବେ ।

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମହିଳାଙ୍କୁ ସାବିତ୍ରୀ ଭାର ବାଣ୍ଟିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଗୋପାଳପୁର: ବାପା ଘରୁ ଅମାବାସ୍ୟା ଭାର କେବେ ଆସିବ ସେଥିପାଇଁ ଝିଅ ମାନେ ଅପେକ୍ଷା କରିଥାନ୍ତି। ଭାଇ ନେଇ ଭଉଣୀ ପାଖରେ ପହଞ୍ଚାଇ ଦିଏ ସେହି ଭାର। ଭଉଣୀଙ୍କୁ ଭାଇ ଦିଏ ଅମାବାସ୍ୟା ଭାର। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ଗୋପାଳପୁର ନିର୍ବାଚନ ମଣ୍ଡଳୀରେ। ଗୋପାଳପୁର ନିର୍ବାଚନ

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ

ଭୁବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି, ବିସିଏଏସ୍ ବିମାନବନ୍ଦରରେ ଜାରି ହୋଇଥିବା ରେଡ୍ ଆଲର୍ଟକୁ ଆହୁରି