Sign in
Sign in
Recover your password.
A password will be e-mailed to you.
ଦେଶବ୍ୟାପୀ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି, କେରଳରେ ୨୭୩ ଓ ଦିଲ୍ଲୀରେ ୨୩ ଚିହ୍ନଟ
ପୁଣି ଥରେ ଲେଉଟୁଛି କରୋନା। ଧୀରେ ଧୀରେ କରୋନା ସଂକ୍ରମଣ ଦେଶବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବାରୁ ସରକାରଙ୍କ ପାଇଁ ଏହା ସତର୍କ ଘଣ୍ଟି ସଦୃଶ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ।!-->…
ପୁଣି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି। ଏବେ ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।
ମୋଟ୍!-->!-->!-->…
କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ଏଥର ସଅଳ ଆସିଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ ଛଇଁଛି । ସାଧାରଣତଃ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।!-->…
କନ୍ଧମାଳ ଜିଲ୍ଲା ଭାଜପା ଓବିସି ମୋର୍ଚ୍ଚା ତରଫରୁ ସାମ୍ବାଦିକ ସମ୍ମିଳନୀ
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ଠାରେ ଜିଲ୍ଲା ଭାଜପା ଓବିସି ମୋର୍ଚ୍ଚା ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ରାଜ୍ୟରେ ପ୍ରଥମଥର ପାଇଁ ପଛୁଆବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ପ୍ରଦାନ କରି ଐତିହାସିକ ନିଷ୍ପତ୍ତି ନେଇଥିବାରୁ ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ!-->…
ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ୍
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ଭୁବନେଶ୍ବରରେ ଜନଗହଳିପୂର୍ଣ୍ଣ!-->!-->!-->…
ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍
ଢାକା : ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି ।
"ସେ (ୟୁନୁସ) ପଦ ଛାଡିବେ ବୋଲି କହି ନାହାଁନ୍ତି," ଯୋଜନା ପରାମର୍ଶଦାତା ୱାହିଦୁଦ୍ଦିନ ମହମୁଦ ପରାମର୍ଶଦାତା ପରିଷଦର!-->!-->!-->…
୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ
ଭୁବନେଶ୍ୱର : ୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ । ସାଇବର ଠକକୁ ଗିରଫ କଲା ସାଇବର ଥାନା ପୋଲିସ । ମିଥ୍ୟା ପ୍ରତିଶୃତି ଦେଇ ଠକ ଠକିନେଇଥିଲା ୧୨ ଲକ୍ଷ ଟଙ୍କା । ବାଲେଶ୍ଵରରୁ ଗିରଫ ହେଲା ସାଇବର ଠକ ପ୍ରମୋଦ କୁମାର ମହାନ୍ତି । ପ୍ରମୋଦକୁ ଗିରଫ!-->…
ଖଣି ମାଫିଆଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ
ବ୍ରହ୍ମପୁର : ସୁନ୍ଦରଗଡ଼ ଜିଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ବାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି । ଏଥିନିମନ୍ତେ ଭିଜିଲାନ୍ସ ପକ୍ଷରୁ ଏକ ଏସ୍ଆଇଟି ଗଠନ କରାଯାଇଛି। ଉସ୍ପାତ!-->…
୬ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ଆଉ ଛଅ ଜଣ ଓଏଏସ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି।
ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ୱରରେ ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର GA ଏବଂ PG ବିଭାଗରେ ଯୋଗ ଦେଇଥିଲେ।
!-->!-->!-->!-->!-->…
୨୦୨୪-୨୫ ପାଇଁ ୮.୨୫%ରେ ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ଉପରେ ୮.୨୫ ପ୍ରତିଶତ ସୁଧ ହାରକୁ ଅନୁମୋଦନ କରିଛନ୍ତି। ଏହା ଫଳରେ, ଇପିଏଫଓ ଏହାର ସାତ କୋଟିରୁ ଅଧିକ ଆକାଉଣ୍ଟଧାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଉପରେ ବାର୍ଷିକ ସୁଧ ଜମା କରିପାରିବ।
!-->!-->!-->…