ଆସିକା ଓ.ଏସ.ଆର.ଟି.ସି ବସଷ୍ଟାଣ୍ଡକୁ ସୁରକ୍ଷିତ ଭାବେ ଯାତ୍ରୀବାହୀ ବସ ଆସିବତ…..?

ତ୍ରୁଟିପୂର୍ଣ୍ଣ ଓ ନିମ୍ନ ମାନର ଡ୍ରେନେଜ ନିର୍ମାଣ…!ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଆସିକା କଳିଙ୍ଗା ରୋଡ଼ ଉଭୟ ପାର୍ଶ୍ଵରେ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ପକ୍ଷରୁ ଡ୍ରେନଜ ନିର୍ମାଣ ଚାଲିଛି। ଏହି ଡ୍ରେନେଜ ନିର୍ମାଣ ବେଳେ ସ୍ୱଳ୍ପ ଗେଜର ଛଡ଼ ସାଙ୍ଗକୁ ନିମ୍ନ ମାନର କାର୍ଯ୍ୟ ହେଉଥିବା

ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି: ସ୍ଥିତି ଅନୁଧ୍ୟାନ କଲେ ଏଏସଆଇ

କୋଣାର୍କ : ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି । ଆଜି ଏନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏ ଏସ ଆଇ ମହାନିର୍ଦେଶକ ଯଦୁବୀର ସିଂ ରାୱତ । ତାଙ୍କ ସହ ଥିଲେ ପୁରୀ ସର୍କଲ ଅଧିକାରୀ ସହ ୧୫ ଜଣିଆ ବିଶେଷଜ୍ଞ ଟିମ । ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଓ

ମେଟାଲ୍ ବୋଝେଇ ଟିପ୍ଟର ସହ କାର୍ ଧକ୍କା, ମଦ୍ୟପ କାର୍ ଚାଳକ ଗିରଫ

ହିଞ୍ଜିଳିକାଟୁ, ୨୪।୫ : ଶୁକ୍ରବାର ବିଳମ୍ବିତ ରାତିରେ ୫୯ ନ° ଜାତୀୟ ରାଜପଥ ତଥା ସ୍ଥାନୀୟ ପୈାରାଞ୍ଚଳ ଆରଏମସି ଛକ ନିକଟରେ ଏକ ମେଟାଲ୍ ବୋଝେଇ ଟିପ୍ପର ସହ ଏକ କାର ଧକ୍କା ଘଟିଛି। ଦୂର୍ଘଟଣାରେ କାର୍ ଚାଳକ ସାମାନ୍ୟ ଆହତ ହୋଇଥିବା ବେଳେ କାର ଗାଡିର ସମ୍ମୁଖ ଭାଗ ସମ୍ପୁର୍ଣ୍ଣ ନଷ୍ଟ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଏସଆଇ ଓ ହୋମଗାର୍ଡ। ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଶନିବାର ଦିନ ଖୋର୍ଦ୍ଧାର ବାଙ୍କୋଇ ପୋଲିସ ଆଉଟପୋଷ୍ଟର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ତୁଷାରକାନ୍ତ ନାୟକ ଏବଂ ହୋମଗାର୍ଡ ପ୍ରଶାନ୍ତ କୁମାର ସୁନ୍ଦରାୟଙ୍କୁ ୧୦,୦୦୦ ଟଙ୍କା ଲାଞ୍ଚ

ଟିମ୍ ଇଣ୍ଡିଆ ଭାବେ କାର୍ଯ୍ୟ କରିପାରିଲେ, ତେବେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ – ପ୍ରଧାନମନ୍ତ୍ରୀ

ରାଜ୍ୟଗୁଡିକ ଅନ୍ୟୁନ ଗୋଟିଏ ପର୍ଯ୍ୟଟନସ୍ଥଳୀକୁ ବିଶ୍ଵସ୍ଥରୀୟ ମାନର ବିକଶିତ କରିବା ଏବଂ ସମସ୍ତ ସୁବିଧା ଓ ଭିତ୍ତିଭୂମି ଯୋଗାଇ ଦେବାକୁ କହିଛନ୍ତି। ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ପରିଚାଳନା ପରିଷଦର ଦଶମ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ‘ଗୋଟିଏ ରାଜ୍ୟ, ଗୋଟିଏ ବିଶ୍ଵସ୍ଥରୀୟ

କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। କୋଟିପତି କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ।। ନୂଆପଡ଼ା ଖରିଆର R &B ଡିଭିଜନର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଥିଲା ଭିଜିଲାନ୍ସ। ଆୟ

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ। ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭) ବୋଲି

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି । ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍‌ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି।

ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ

ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ କରିଥିଲେ ତାକୁ ଆଗକୁ ନେବାକୁ ନିଷ୍ପତ୍ତି ହୋଇଛି । ଜୟଦେବ ବିହାରରୁ ନନ୍ଦନକାନନ