ଜଙ୍ଗଲରୁ ମିଳିଲା ନାବାଳିକାର କଙ୍କାଳ, ହତ୍ୟା ଅଭିଯୋଗ…

ବ୍ରହ୍ମପୁର : ମିଳିଲା ଜବତ କଙ୍କାଳର ପରିଚୟ । କଙ୍କାଳଟି ଜଣେ ନାବାଳିକାର ହୋଇଥିବା ବେଳେ ଗତ କିଛି ଦିନ ଧରି ନାବାଳିକା ଜଣଙ୍କ ନିଖୋଜ ଥିଲେ । ତେବେ କେହି ଜଣେ ନାବାଳିକାଙ୍କୁ ହତ୍ୟା କରି ଜଙ୍ଗଲରେ ଫୋପାଡି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଗତକାଲି ଗଞ୍ଜାମ ସୋରଡ଼ା ଥାନା

କାଳବୈଶାଖୀ ପାଇଁ ୨୦ କୋଟି, ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା

ମୟୂରଭଞ୍ଜ : କାଳବୈଶାଖୀ ପାଇଁ ୨୦ କୋଟି । ମୟୂରଭଞ୍ଜ ଜିଲ୍ଲାରେ କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । କାଳବୈଶାଖୀରେ ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ବିଷୋୟୀ ଅଧିକ ପ୍ରଭାବିତ ହୋଇଛି। ଏନେଇ ପ୍ରାଥମିକ ଆକଳନ ରିପୋର୍ଟ ଆସି

ଜମାକାରୀ ଫେରିପାଇବେ ଚିଟଫଣ୍ଡ ଟଙ୍କା

ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟଙ୍କା ଫେରସ୍ତ

କୌଣସି ଅନୁତାପ ନାହିଁ; ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ ପରେ ବି କ୍ଷମା ମାଗିଲେନି କୁନାଲ

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି ହାସ୍ୟ ଅଭିନେତା କୁନାଲ କାମରା। ତାଙ୍କ ସୋ’ରେ କୁନାଲ ବଲିଉଡ୍ ଫିଲ୍ମ ‘ଦିଲ୍ ତୋ ପାଗଲ୍ ହେ’ ଗୀତର ଏକ ନକଲ କରିଥିଲେ, ଯେଉଁଥିରେ ସେ ସିନ୍ଦେଙ୍କୁ ଦେଶଦ୍ରୋହୀ ବୋଲି କହିଥିଲେ। ତାଙ୍କର ଏହି

ରାଜଧାନୀରୁ ଧରାପଡିଲେ ନକଲି ପୋଲିସ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବି ଚାଲିଥିଲା ନକଲି ପୋଲିସଙ୍କ କାର୍ଣ୍ଣାମା । ଏସଆଇ ଏବଂ କନେଷ୍ଟବଳ ସାଜି ଲୋକଙ୍କ ଆଖିରେ ଦେଇଚାଲିଥିଲେ ଧୂଳି । ଶେଷରେ ନକଲି ପୋଲିସକୁ ଧରିଛି ଅସଲି ପୋଲିସ । ଏଥିସହିତ ସେମାନଙ୍କ ଠାରୁ ପ୍ରାୟ ଲକ୍ଷେ ଉପରେ ନକଲି ନୋଟ୍ ଜବତ କରିଛି । ଚେକିଂ ପ୍ଲକିଂ

ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ

ନୟାଗଡ: ନୟାଗଡରେ ମହାମହିମ । କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ । ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି

୫ ବର୍ଷ ଭିତରେ ବିଦା ହେଲେଣି ୧୫୯ ସରକାରୀ ବାବୁ

ଭୁବନେଶ୍ବର: ଗତ ୫ ବର୍ଷ ଭିତରେ ୧୫୯ ଦୁର୍ନୀତିଖୋର ସରକାରୀ ବାବୁ ବିଦା ହେଲେଣି । ବିଭିନ୍ନ ଦୁର୍ନୀତି ଏବଂ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ ବାବୁ ବିଦା ହୋଇଥିବା ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମନ୍ତ୍ରୀଙ୍କ ଲିଖିତ ତଥ୍ୟ

ବଢିଲା ସାଂସଦଙ୍କ ଦରମା ଓ ଭତ୍ତା

ନୂଆଦଲ୍ଲୀ : ପ୍ରାୟ ୭ ବର୍ଷ ପରେ ବଢିଛି ସାଂସଦଙ୍କ ଦରମା ଓ ଭତ୍ତା । ଏହା ସହିତ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି ପଇଛି । ସାଂସଦଙ୍କ ମୂଳ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସଂସଦର ଅଧିବେଶନ ଚାଲିଥିବାବେଳେ ଦୈନିକ ଭତ୍ତା, ଯାହାକି ଏବେ ୨୦୦୦ ଟଙ୍କା

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି। ଏହା ପରେ ରାଷ୍ଟ୍ରପତି

କାଳବୈଶାଖୀ ପ୍ରଭାବରେ ଆଜି ଅନେକ ସ୍ଥାନରେ ଘଡଘଡି ସହ ବର୍ଷା, ୩୦ ରୁ ୪୦ କିମି ବେଗରେ ପବନ ହୋଇପାରେ

ଭୁବନେଶ୍ୱର : ଆଜି ବି ଘଡଘଡି ବର୍ଷା । କାଳବୈଶାଖୀ ପ୍ରଭାବରେ ଆଜି ବି ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ଆଗାମୀ ୨୪ ଘଣ୍ଟାରେ ଗୋଟେ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ । ଏହି ସମୟରେ ୩୦ ରୁ ୪୦ କିମି ବେଗରେ ପବନ