ଶୋଇଥିବା ବେଳେ ବିଷଧର ସାପ କାମୁଡ଼ାରେ ହରାଇଲେ ପ୍ରାଣ୪୫ ବର୍ଷିୟ ଭୀମା ମାଡି

ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଲକ ମାଟେରୁ ପଞ୍ଚାୟତ ଅନ୍ତର୍ଗତ ପରସନପଲ୍ଲୀ ଗ୍ରାମରେ ଜଣେ ବ୍ୟକ୍ତି ସାପ କାମୁଡ଼ାରେ ପ୍ରାଣ ହରାଇଥିବା ଜଣାପଡିଛି । ସୁଚନା ମୁତାବକ ପରସନପଲ୍ଲୀ ଗ୍ରାମର ୪୫ ବର୍ଷିୟ ଭୀମା ମାଡି ନାମକ ଜଣେ ବ୍ୟକ୍ତି ଗତକାଲି ରାତିରେ ଖାଇସାରି ନିଜ ଶୋଇଥିଲେ।

ଡ୍ରୋନ୍ ଆକ୍ରମଣ ପରେ ମସ୍କୋ ମଝି ଆକାଶରେ ଭାରତୀୟ ପ୍ରତିନିଧି ଦଳର ବିମାନ

ଡିଏମକେ ନେତ୍ରୀ କାନିମୋଝିଙ୍କ ନେତୃତ୍ୱରେ ଭାରତୀୟ ସାଂସଦଙ୍କ ଏକ ପ୍ରତିନିଧି ଦଳକୁ ନେଇ ମସ୍କୋ ଯାଉଥିବା ବିମାନଟି ଡ୍ରୋନ୍ ଆକ୍ରମଣ କାରଣରୁ କିଛି ସମୟ ପାଇଁ ମଝି ଆକାଶରେ ଉଡ଼ାଣ କରିଥିଲା, କିନ୍ତୁ ପରେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା। ପାକିସ୍ତାନ ଏବଂ ପାକ ଅଧିକୃତ

ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ, ସ୍ୱତନ୍ତ୍ର ନୀତିରେ ହେଲା ମନ୍ଦିର ଶୁଦ୍ଧୀକରଣ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ । ଯାହାପରେ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି ବନ୍ଦ ରହିଥିଲା । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ଥାନାରେ ଜିମା ଦେଇଥିଲେ । ମନ୍ଦିରରେ ବଡ଼ ଘୋକାଳ ନୀତି ହେବା ପରେ ପୁଣିଥରେ ସମସ୍ତ ନୀତିକାନ୍ତି ଆରମ୍ଭ ହୋଇଥିଲା ।

ଓଡିଶା ରକ୍ତଦାତା ମହାସଂଘର ବିଶାଳ ରକ୍ତଦାନ ଶିବିର

ଭୁବନେଶ୍ବର: ପ୍ରବଳ ଗ୍ରୀଷ୍ମ ପ୍ରବାହ କୁ ଆଖିରେ ରଖି ଓଡିଶା ରକ୍ତଦାତା ମହାସଂଘ ପକ୍ଷରୁ ଏକ ବିଶାଳ ରକ୍ତଦାନ ଶିବିର ଆଜି ବିଶ୍ଵ ଦକ୍ଷତା କେନ୍ଦ୍ର, ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଅଛି। ଉକ୍ତ ଶିବିର ରେ ବିଶ୍ଵ ଦକ୍ଷତା କେନ୍ଦ୍ର ର ଛାତ୍ରଛାତ୍ରୀ, କର୍ମଚାରୀ ମାନେ ବିପୁଳ ମାତ୍ରା ରେ

ଟଳିଲେ ୪ କୁଖ୍ୟାତ ମାଓବାଦୀ

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୪ କୁଖ୍ୟାତ ମାଓବାଦୀ। ମହାରାଷ୍ଟ୍ର ପୁଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ)ର ମାଓ ବିରୋଧୀ ଅଭିଯାନରେ ମିଳିଛି ଏହି ବଡ଼ ସଫଳତା। ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଏବଂ

ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବ ।

ଭାରତର ‘ପାଣି ବୋମା’କୁ ନିଷ୍କ୍ରିୟ କର- ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ସାଂସଦଙ୍କ ଦାବି

ଭାରତର ‘ପାଣି​ ବୋମା’କୁ ନିଷ୍କ୍ରିୟ କର। ନଚେତ ଭୋକଉପାସରେ ଦେଶବାସୀ ମରିବେ। ଫାକିସ୍ତାନ ସଂସଦରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନିକଟରେ ଏପରି ଦାବି କରିଛନ୍ତି ସାଂସଦ ସୟେଦ ଅଲ୍ଲୀ ଜାଫର। ସଂସଦରେ ଉଦବୋଧନ ଦେବା ସମୟରେ ବିରୋଧୀ ଦଳ ପାକସ୍ତାନ ତେହରିକ-ଏ-ଇନସାଫ(ପିଟିଆଇ) ସାଂସଦ

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା