ମହାନଦୀ ଜଳ ବିବାଦ: ବିଜେଡିକୁ ବିଜେପିର କଡ଼ା ଭର୍ତ୍ସନା

ଭୁବନେଶ୍ଵର: ମହାନଦୀ ଜଳ ବିବାଦ । ବିଜେଡିକୁ ବିଜେପିର କଡ଼ା ଭର୍ତ୍ସନା । ବିଜେଡିକୁ ଭର୍ତ୍ସନା କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି । ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ । କିନ୍ତୁ ଥରେ ମାତ୍ର

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍

ଝାରସୁଗୁଡ଼ା : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍ । ୫ ଦିନ ଧରି ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ ଫେରିଲା । ୧୪ରୁ ୧୫ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଝାରସୁଗୁଡ଼ା ସରବାହାଲସ୍ଥିତ ନବଙ୍କ ଘରେ ଦୀପାଳି ଓ ବିଶାଳଙ୍କ ବୟାନ

ମହାନଦୀ ଜଳ ବିବାଦ ପ୍ରସଙ୍ଗ: ତୁରନ୍ତ ସମାଧାନର ରାସ୍ତା ବାହାର କରିବାକୁ ବିଜେଡିର ଆହ୍ବାନ

ଭୁବନେଶ୍ବର: ମହାନଦୀ ଜଳ ବିବାଦ ପ୍ରସଙ୍ଗ । ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଜେଡିର କଟାକ୍ଷ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟକୁ କହିଛନ୍ତି ଯେ, ଯଦି ଉଭୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ତାହା ସ୍ୱାଗତଯୋଗ୍ୟ । ଆମେ ମଧ୍ୟ ସମସ୍ତେ

ସିଆରପିଏଫ୍ ଯବାନଙ୍କୁ ଚୁନା, ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଲେ ୨୮ଲକ୍ଷ

ଭୁବନେଶ୍ୱର : ସିଆରପିଏଫ୍ ଯବାନଙ୍କୁ ଚୁନା । ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଇଗଲେ ୨୮ଲକ୍ଷ ଟଙ୍କା । ଠକେଇର ଶୀକାର ହୋଇଛନ୍ତି ଯବାନ ଉମାକାନ୍ତ ପାଣିଗ୍ରାହୀ । ଏନେଇ ଉମାକାନ୍ତ ଖାରବେଳନଗର ଥାନାରେ ଅଭିଯୋଗ କରିବା ପରେ ଠକ ନରୋତ୍ତମ ମହାନ୍ତିଙ୍କୁ ଅଟକ ରଖିଛି ପୋଲିସ । ତା ଘର ସୋର

କାଳବୈଶାଖୀ କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ମନ୍ତ୍ରୀ, ଢେଲା ମାଡ କଲେ ଲୋକେ

ବାରିପଦା: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ବିରୋଧ । କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି କହି ରୋଷ ଝାଡ଼ିଲେ ସାଧାରଣ ଜନତା । ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ କଲେ ଢ଼େଲା ମାଡ଼ । ଢ଼େଲା ମାଡ଼ରେ ମନ୍ତ୍ରୀଙ୍କ କାର୍‌ କାଚ ଭାଙ୍ଗି ଚୁରମାର ହୋଇଯାଇଥିବା

ରାଉରକେଲାରେ ନକଲି ମୋବିଲ କାରଖାନା ଠାବ, ୨ ଜଣଙ୍କୁ ଅଟକ

ରାଉରକେଲା: ରାଉରକେଲା ବିଶ୍ରା ଥାନା ଅଞ୍ଚଳରେ ନକଲି ଇଞ୍ଜିନ ଅଏଲ ତିଆରି କାରଖାନା ଠାବ ହୋଇଛି । ଆସିୟାନା କଲୋନୀର ଏକ ବିଲ୍ଡିଂରେ ତିଆରି ହେଉଥିଲା ଡୁପ୍ଲିକେଟ ମୋବିଲ । ନାମୀ ଦାମୀ ମୋବିଲ କମ୍ପାନୀର ଲୋଗ ଲଗାଇ ବିକ୍ରୀ କରୁଥିଲେ ନକଲି ସାମଗ୍ରୀ । ରାଉଲକେଲା ପୋଲିସ ଦ୍ବାରା ଚଢ଼ାଉ କରାଯାଇ

କୁଆପଥର ବର୍ଷାର ତାଣ୍ଡବ; ଆଜି ସୁଦ୍ଧା ମୟୂରଭଞ୍ଜ ପୀଡିତଙ୍କୁ ସହାୟତା ମିଳିବ: ରାଜସ୍ବ ମନ୍ତ୍ରୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପରିସ୍ଥିତି ଆକଳନ କରିବା ପାଇଁ ବାଙ୍ଗିରିପୋଷିର ମହୁଲବାରେଳି ଏବଂ ସାରସପୋଷି ପରି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେ ସନ୍ଧ୍ୟା ସୁଦ୍ଧା ପୀଡିତଙ୍କୁ ସାହାଯ୍ୟ

ସରଣ୍ଡା ଜଙ୍ଗଲରେ ପୁଣି ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: CRPFର ସବ୍ ଇନସ୍ପେକ୍ଟର ସହିଦ

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ସୁରକ୍ଷା ବାହିନୀକୁ ଟାର୍ଗେଟ୍ କରିଛନ୍ତି । ଏଥିରେ CRPFର ଜଣେ ସବ୍ ଇନସ୍ପେକ୍ଟର ସୁନୀଲ କୁମାର ମଣ୍ଡଳ ସହିଦ ହୋଇଛନ୍ତି

ଆସିକା ପଣ୍ୟାଗାର କୁ ନିମ୍ନ ମାନର ଚାଉଳ ଯୋଗାଉ ଥିବା ମିଲେର କଳା ତାଲିକାଭୁକ୍ତ ହେବେ କେବେ..?

କର୍ମଚାରୀ ମାନଙ୍କୁ ଧମକ ଚମକ ଦେଇ କୋଠରୀ ଭିତରେ ବନ୍ଦ କରିଥିବା ଦୁଇ ମିଲେରଙ୍କ ପ୍ରତି କାର୍ଯ୍ୟନୁଷ୍ଠାନ ହେବେ କେବେ ….?? ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ କର୍ଣ୍ଣୋଳି ସ୍ଥିତି କେନ୍ଦ୍ରୀୟ ପଣ୍ୟାଗାର ରେ ଗତ ଏକ ସପ୍ତାହ ହେଲା ମିଲ ମାଲିକ ଓ ପଣ୍ୟାଗାର

ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ନୀତୀଶ

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅସମ୍ମାନ କରିଛନ୍ତି। ଏକ କ୍ରୀଡା କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଗାନ କରାଯାଉଥିବାବେଳେ ନୀତୀଶ ସାବ୍‌ଧାନ ସ୍ଥିତିରେ ରହିବା ପରିବର୍ତ୍ତେ ଏପଟ ସେପଟ ହେଉଥିବା ଦେଖାଯାଇଛି। ଜାତୀୟ ସଙ୍ଗୀତକୁ ନୀତୀଶ ଅସମ୍ମାନ କରିବା