Sign in
Sign in
Recover your password.
A password will be e-mailed to you.
ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳ ଯାତ୍ରାରେ ଆଦାନୀ ଫାଉଣ୍ଡେସନର ସହଯୋଗ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳ ଯାତ୍ରା ଆରମ୍ଭ ହୋଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲାବେଳେ ଏଥିରେ ସହଯୋଗର ହାତ ବଢାଇଛି ଆଦାନୀ ଫାଉଣ୍ଡେସନ। ଆଜି ଏକ ବିଶେଷ ମୂହର୍ତରେ ଗଞ୍ଜାମ!-->…
ଜଳବାୟୁ ପରିବର୍ତ୍ତନରେ ଜଳଚକ୍ର ନିରନ୍ତର ବିକାଶର ପ୍ରୟାସ
ବ୍ରହ୍ମପୁର : ଜଳ ପାଇବା ଏକ ମାନବ ଅଧିକାର ତଥାପି ଆଜି 2.2 ବିଲିୟନ ଜନସାଧାରଣ ପାନୀୟ ଜଳ ସେବା ରୁ ବଞ୍ଚିତ ହେବ। ସହ ସେମାନଙ୍କ ଜୀବନ ଯାପନ ବିନାଶକାରୀ କୁ ପ୍ରଭାବିତ ହେଉଛି ଏବଂ ଆଗାମୀ ଦିନରେ ଆହୁରି ଅଧିକ ଜଳ ସଙ୍କଟ ଦେଖା ଦେବ ବୋଲି ଜାତିସଂଘ ଆନୁମାନିକ କରିଛି। ଏହାକୁ ନିରାକରଣ କରିବା!-->…
ସମବାୟ ସମ୍ପାଦକ ନିଲମ୍ବିତ
ହିଞ୍ଜିଳିକାଟୁ : ପଦାରେ ପଡିଲା ସାରୁ ସମବାୟ ସମିତି ସମ୍ପାଦକଙ୍କ କଳା କାରନାମା ।ପଦାରେ ପଡିଲା ସାରୁ ସମବାୟ ସମିତି ସମ୍ପାଦକଙ୍କ କଳା କାରନାମା । ଖାଲି ପଡିଆରେ ଧାନ ଚାଷ ହୋଇଥିବା ଦର୍ଶାଇ ଚାଷୀମାନଙ୍କ ନାମ ପଞ୍ଜୀକରଣ କରିବା ସହିତ ଧାନର ସର୍ବନିମ୍ନ ମୂଲ୍ୟ ହଡପ ଅଭିଯୋଗରେ ପାଞ୍ଚଜଣ ସମବାୟ!-->…
ନିର୍ବାଚନ ଅଧିକାରୀ ଓ ରାଜନୈତିକ ଦଳମାନଙ୍କ ତୃଣମୂଳସ୍ତରୀୟ ବୈଠକ
ଏହି ବୈଠକରେ ରାଜନୈତିକ ଦଳଗୁଡ଼ିକର ସକ୍ରିୟ ଅଂଶଗ୍ରହଣ
ମାଲକାନଗିରି : ଦେଶବ୍ୟାପୀ ୪,୧୨୩ ଜଣ ନିର୍ବାଚନ ରେଜିଷ୍ଟ୍ରେସନ ଅଧିକାରୀ ସେମାନଙ୍କ ନିଜ ନିଜ ବିଧାନସଭା ନିର୍ବାଚନମଣ୍ଡଳୀରେ ଯେକୌଣସି ବିଚାରାଧୀନ ପୋଲିଂ ବୁଥ୍ ସ୍ତରୀୟ ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ କରୁଛନ୍ତି ।!-->!-->!-->!-->!-->…
ବ୍ରହ୍ମପୁର ମହାନଗରେ ରହିଥିବା ପୋଖରୀର ପୁନଃ ଉଦ୍ଧାର ପାଇଁ କମିସିନର ଙ୍କୁ ଦାବିପତ୍ର
ବ୍ରହ୍ମପୁର : ବ୍ରହ୍ମପୁର ମହାଜଗର ନିଗମ ଅଧୀନରେ ଥିବା ସମସ୍ତ ପୋଖରୀ ଗୁଡିକ ସଫାକରିବା ନିମନ୍ତେ ଅନୁରୋଧ କରିଛି ସଂଘ। ଚଳିତ ବର୍ଷ ଦଣ୍ଡଯାତ୍ରା ଆସନ୍ତା ୨୫ତା ରିଖ ଆରମ୍ଭ ହେବ। ବ୍ରହ୍ମପୁର ମହାନଗର ବଣ୍ଡ ଯାତ୍ରା ର କେନ୍ଦ୍ର ସ୍ଥଳୀ ରହିଛି । ପ୍ରାୟ ପ୍ରତ୍ୟକ ଛକ, ବଜାର ମା ଦଣ୍ଡ!-->…
୨୦୨୫ ପାଇଁ ସାହିତ୍ୟ ଭାରତୀ ସମ୍ମାନ ପାଇବେ ସାହିତ୍ୟିକ ଶୈଳଜ ରବି
ଭୁବନେଶ୍ବର : ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କାର ଉପାୟନ ଓ କୋଣାର୍କ ମନ୍ଦିରର ଏକ ରୌପ୍ୟ!-->…
ବାଂଲାଦେଶ ଛାତ୍ର ଆନ୍ଦୋଳନରେ ଲାଗିଛି ବିଦେଶୀ ପାଣ୍ଠି, କ୍ରିପ୍ଟୋରେ ଶତାଧିକ କୋଟିର ନିବେଶ
ନୂଆଦିଲ୍ଲୀ : ବାଂଲାଦେଶରେ ଘଟିଥିବା ଛାତ୍ର ଆନ୍ଦୋଳନ ଉଗ୍ର ରୂପ ନେବା ଫଳରେ ଶେଖ ହାସିନାଙ୍କ ସରକାର ଭାଙ୍ଗିଯାଇଥିଲା। ତେବେ ଏହି ଆନ୍ଦୋଳନ ପଛରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ସାମ୍ନାକୁ ଆସିଛି। ଛାତ୍ର ଆନ୍ଦୋଳନକୁ ବ୍ୟାପକ କରିବା ଲାଗି ବହୁ ପରିମାଣର ବିଦେଶୀ ପାଣ୍ଠି ବିନିଯୋଗ ହୋଇଥିବା!-->…
୫୯ତମ ଜ୍ଞାନପୀଠ ପୁରସ୍କାର ପାଇଁ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳା ମନୋନୀତ
ନୂଆଦିଲ୍ଲୀ : ବିଶିଷ୍ଟ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳାଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ ଲାଗି ମନୋନୀତ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ଛତିଶଗଡ଼ର ପ୍ରଥମ ଲେଖକ ହେବେ।ଏହି ଭାଷାର ଅନ୍ୟତମ ଶ୍ରେଷ୍ଠ ସମସାମୟିକ ଲେଖକ ଭାବେ ବିବେଚିତ!-->…
ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ
ନୂଆଦିଲ୍ଲୀ : ବିବାଦରେ ଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ନେଇ ଗୋଟିଏ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ ୧୪ରେ ଜଷ୍ଟିସ ବର୍ମାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ତାଙ୍କ ଘରକୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିଥିବା ଜଣାପଡ଼ିଛି। ଏହାକୁ ନେଇ ସେ!-->…
ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ…
ବ୍ରହ୍ମପୁର /ସୋରଡ଼ା : ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ ପୋଡି ଦିଆଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସୋରଡ଼ା ଥାନା ଅଧିକାରୀ ସୁଧୀର ସାହୁ ଓ ଆସିକା ଏସ୍ଡିପିଓ ସନ୍ତୋଷ ଜେନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ!-->…