ସୀମାନିର୍ଦ୍ଧାରଣକୁ ଆଉ ୨୫ ବର୍ଷ ସ୍ଥଗିତ ରଖାଯାଉ : ଚେନ୍ନାଇ ଜେଏସି ବୈଠକରେ ଦାବି

ଚେନ୍ନାଇ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଚେନ୍ନାଇରେ ଅନୁଷ୍ଠିତ ମିଳିତ କାର୍ଯ୍ୟକାରୀ କମିଟି (ଜେଏସି) ବୈଠକରେ ୨୫ ବର୍ଷ ପାଇଁ ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ (ପରିସୀମନ) ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଏକ ପ୍ରସ୍ତାବ ଗୃହୀତ

ଗଜପତିରୁ ଚାଲାଣ ହେଉଥିଲା ୯୨୯କିଲୋ ଗଂଜେଇ, ଖୋର୍ଦ୍ଧାରେ ଜବତ କଲା ପୁଲିସ୍‌

ଖୋର୍ଦ୍ଧା: ଏକ ବଡ଼ଧରଣର ଗଂଜେଇ ଚେରାଚାଲାଣକୁ ଖୋର୍ଦ୍ଧା ପୁଲିସ ବିଫଳ କରିଛି। ଗଜପତି ଜିଲ୍ଲା ଅଡ଼ବା ଅଞ୍ଚଳରୁ ଶ୍ରୀକ୍ଷେତ୍ରକୁ ଏକ ପିକ୍ଅପରେ ଚାଲାଣ ହେଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଚନ୍ଦନେଶ୍ବର ଫ୍ଲଏ ଓଭର ବ୍ରିଜ୍‌ରେ ପୁଲିସ ହାତରେ

ବିଜେଡି ସହ ସଂପର୍କ ତୁଟାଇ ବିଦେଶ ଚାଲିଯିବେ କି କାର୍ତ୍ତିକ ପାଣ୍ଡିଆନ୍‌.. ?

ଭୁବନେଶ୍ୱର :ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ ଓଡ଼ିଶା ଛାଡ଼ିବେ । ତାଙ୍କର ଖାସ୍ ଅନୁଗତ ତଥା ତାଙ୍କ ଆତ୍ମଘୋଷିତ‘କ୍ରୀତଦାସ’ ପ୍ରଣବପ୍ରକାଶ ଦାସ ଓରଫ ବବି ଆନୁଷ୍ଠାନିକ ଭାବେ ବିଜେଡି ସମ୍ଭାଳିବେ । ବୟସାଧିକ୍ୟ ଯୋଗୁ ଦଳୀୟ ସାଂଗଠନିକ କାର୍ଯ୍ୟରେ ବିଶେଷ ରୁଚି ଦେଖାଉନଥିବା

ବାଲି ଖାଦାନ ପରିଚାଳନା ନେଇ ଲଘୁ ଖଣିଜ ନିର୍ଦ୍ଦେଶାଳୟ ପକ୍ଷରୁ ଏସ୍‌ଓପି ଜାରି…

ଭୁବନେଶ୍ବର: ରାଜ୍ୟରେ ବାଲି ଓ ଖଣି ମାଫିଆ ମାତିଛନ୍ତି। ବାଲି ଓ ଖଣି ମାଫିଆମାନେ ରାଜ୍ୟ ଭିତରୁ ବେଆଇନ୍‌ ଭାବେ ବାଲି ଓ ଖଣିଜ ସାମଗ୍ରୀ ଚାଲାଣ କରି ଲକ୍ଷଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଆଗାମୀ ଦିନରେ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ହାତକୁ ପଦକ୍ଷେପ ନେଇଛନ୍ତି। ବାଲି ଖାଦାନ

ଲଦାଖରେ ଚୀନ୍‌ର ବେଆଇନ ପଦକ୍ଷେପ: କଡ଼ା ପ୍ରତିବାଦ ଜଣାଇ ଉଚିତ୍ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଚୀନ୍ ନିଜର ଷଡ଼ଯନ୍ତ୍ରରୁ ପଛକୁ ହଟିବାର କୌଣସି ସଙ୍କେତ ଦେଖାଉନାହିଁ। ସେ ଭାରତ ସୀମାରେ ନିରନ୍ତର ଉତ୍ତେଜନାମୂଳକ କାର୍ଯ୍ୟ ଚଳାଇ ଆସୁଛନ୍ତି। ଏବେ ଏହା ଲଦାଖ ନିକଟବର୍ତ୍ତୀ ସୀମାନ୍ତ ଅଞ୍ଚଳରେ ଦୁଇଟି ନୂତନ ଜିଲ୍ଲା ଗଠନ ଘୋଷଣା କରିଛି। ଭାରତ ଏହି ପଦକ୍ଷେପର କଡ଼ା ବିରୋଧ କରିଛି।

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୧୭ଲକ୍ଷ ହ୍ବାଟସଆପ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ,୨୨।୩: ଟେଲିକମ ଠକେଇର ମୁକାବିଲା କରିବା ପାଇଁ ଭାରତ ସରକାର ଶୁକ୍ରବାର କହିଛନ୍ତି ଯେ, ସଞ୍ଚାର ସାଥୀ ପୋର୍ଟାଲ ମାଧ୍ୟମରେ ଏପର୍ଯ୍ୟନ୍ତ ୩.୪ କୋଟିରୁ ଅଧିକ ମୋବାଇଲ ଫୋନ କନେକ୍ସନ କଟାଯାଇଛି। ଏଥିସହ ୩.୧୯ ଲକ୍ଷ IMEI ନମ୍ବରକୁ ବ୍ଲକ କରାଯାଇଛି। ଦୂରସଂଚାର ବିଭାଗ (DoT) କହିଛି

ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ବିଧି ଅନୁଯାୟୀ,

ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ଥାନା କର୍ମଚାରୀ ଏବଂ ଅଧିକାରୀଙ୍କୁ ନବ ଦାସ ହତ୍ୟା ମାମଲା