ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ

୫.୩ ନିୟୁତ ପ୍ରବାସୀଙ୍କୁ ଆମେରିକା ଛାଡିବାକୁ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ

ୱାଶିଂଟନ: ଆମେରିକାର ପ୍ରବାସ ନୀତି ସମ୍ପର୍କରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ଯାହା ଦ୍ୱାରା ୪ ଦେଶର ନାଗରିକଙ୍କୁ ଏବେ ଆମରେିକା ଛାଡିବାକୁ ପଡ଼ିବ। କ୍ୟୁବା, ହାଇତି, ନିକାରାଗୁଆ ଏବଂ ଭେନେଜୁଏଲାର ଆଦି ୪ ଦେଶର ୫.୩ ଲକ୍ଷ ପ୍ରବାସୀଙ୍କର ଆଇନଗତ

ସୀମା ନିର୍ଦ୍ଧାରଣ ପାଇଁ ଜନସଂଖ୍ୟା କେବଳ ଏକମାତ୍ର ଆଧାର ନହେଉ : ନବୀନ

ନୂଆଦିଲ୍ଲୀ: ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗରେ ଆଜି (୨୨ ମାର୍ଚ୍ଚ) ଚେନ୍ନାଇରେ ଏହି ପ୍ରସଙ୍ଗରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ପାଞ୍ଚଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଅନ୍ୟ ତିନୋଟି ରାଜ୍ୟର ନେତାମାନେ ମଧ୍ୟ ଅଂଶଗ୍ରହଣ

ରାଜ୍ୟରେ କାଳ ବୈଶାଖୀ ପ୍ରଭାବରେ ବର୍ଷା, ଘଡଘଡି, ବଜ୍ରପାତରେ ୨ ମୃତ

ବ୍ରହ୍ମପୁର/ବ୍ରହ୍ମଗିରି: ରାଜ୍ୟରେ ବିଗତ ୨ଦିନ ହେଲା କାଳବୈଶାଖୀ ଜାରି ରହିଛି। ଏହାର ପ୍ରଭାବରେ ବର୍ଷା, ଘଡ଼ଘଡ଼ି ହୋଇଛି। ଘରଦ୍ବାରା ଭାଙ୍ଗିଛି। ତଳିଆ ଅଞ୍ଚଳରେ ଜଳଭତର୍ତ୍ତି ହୋଇଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଆଜି ବଜ୍ରାଘାତରେ ଜଣେ ଦଶମ ଶ୍ରେଣୀ ଛାତ୍ରର ସମେତ ୨ ଜଣଙ୍କର ମୃତ୍ୟୁ

ମାର୍ଚ୍ଚ୨୭ ରେ କଂଗ୍ରେସର ବିଧାନସଭା ଘେରାଉ ଲାଗି କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ମାଲକାନଗିରି, ୨୧।୩ ରାଜ୍ୟରେ ଗତ ୮ ମାସ ହେବ ନୂଆ ସରକାର ତଥା ବିଜେପି ଶାସନ ଭାର ହାତକୁ ନେବା ପରେ ଆଇନ ଶୃଙ୍ଖଳା ବ୍ୟବସ୍ତା ଏକ ପ୍ରକାର ଭୁଷୁଡିପଡିଛି। ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ ଓ ହତ୍ୟା ବଢି ଚାଲିଥିବା ବେଳେ ସ୍କୁଲ ଛାତ୍ରୀ ଓ ନାରୀ ସୁରକ୍ଷା ଆଇନ ଶୃଙ୍ଖଳା ବ୍ୟବସ୍ତା

ସ୍ୱର୍ଗତ କବି ବଳରାମ ପୂଜାରୀଙ୍କ ୫୧ତମ ଜନ୍ମ ଜୟନ୍ତୀ ପାଳିତ

ମାଲକାନଗିରି : ଓଡିଆ ଭାଷା ସାହିତ୍ୟର ଜଣେ ମାଟିମଗ୍ନା କବି ଭାବରେ ସ୍ବର୍ଗତ ବଳରାମ ପୂଜାରୀ ସୁପରିଚିତ। ତାଙ୍କ ରଚନାରେ ମାଲ୍ଯବନ୍ତର ଭାବ ଝଲସି ଉଠେ। ସେ ଆଜି ଆମ ଗହଣରେ ଶବ୍ଦ ରୂପରେ ଅମର ହୋଇଗଲେ। ସୌଭାଗ୍ୟ ବସତ ସେ ବିଶ୍ବ କବିତା ଦିବସ ଦିନ ଜନ୍ମ ଗ୍ରହଣ କରି ମାଲକାନଗିରି ଜିଲ୍ଲା ତଥା

ଶିଶୁ ବାଟିକାରେ ନାମଲେଖାଇବା ପାଇଁ ଜିଲ୍ଲାପାଳଙ୍କ ଦ୍ବାରା ନିମନ୍ତ୍ରଣ ପତ୍ର ବଣ୍ଟନ

ମାଲକାନଗିରି : ଜାତୀୟ ଶିକ୍ଷା ନୀତି -୨୦୨୦ ଅନୁଯାୟୀ ରାଜ୍ୟରେ ପ୍ରଥମ ଥର ପାଇଁ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବାଟିକା ଆରମ୍ଭ ହେବାକୁ ଯାଉଛି । ଆସନ୍ତା ଏପ୍ରିଲ ୨ ତାରିଖରେ ବିଦ୍ୟାଳୟ ସ୍ତରରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଉତ୍ସବ ଅନୁଷ୍ଠିତ ହେବ । ଏଥି ସହ ଶିଶୁବାଟିକାର ମଧ୍ୟ

ଶଙ୍ଖ ଓ ଫୁଲ ଚନ୍ଦନରେ ନିମନ୍ତ୍ରଣ ବଣ୍ଟନ

ଚିକିଟୀ : ଏହି ବ୍ଲକ ବିଦ୍ୟାଳୟ ଗୁଡିକରେ ଆସନ୍ତା ଏପ୍ରିଲ ପ୍ରଥମ ଦିନରୁ ଶିକ୍ଷାବର୍ଷ ୨୦୨୫-୨୬ ରେ ନୂତନ ଜାତୀୟ ଶିକ୍ଷା ନୀତି ପ୍ରତ୍ୟେକ ବିଦ୍ୟାଳୟରେ ପ୍ରଚଳିତ ହେବାକୁ ଯାଉଅଛି। ଚଳିତ ଶିକ୍ଷାବର୍ଷରେ ଛଅବର୍ଷରେ ପାଦ ଥାପିଥିବା ଶିଶୁମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ବେଳେ

ଖୁବଶୀଘ୍ର ନିଜର ଇଣ୍ଟରନେଟ ବ୍ରାଉଜର ଖୋଲିବ ଭାରତ

ନୂଆଦିଲ୍ଲୀ: ଖୁବଶୀଘ୍ର ନିଜର ବ୍ରାଉଜର ଲଞ୍ଚ କରିବ ଭାରତ । ଭାରତ ସ୍ୱଦେଶୀ ଭାବରେ ବ୍ରାଉଜର ବିକଶିତ କରିବା ନେଇ ଯୋଜନା କରୁଛି, ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ । ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି କହିଛନ୍ତି, କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍‌ରେ ମଞ୍ଜୁରୀ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ