Sign in
Sign in
Recover your password.
A password will be e-mailed to you.
ହନିଟ୍ରାପ୍ ପ୍ରସଂଗକୁ ନେଇ କମ୍ପିଲା କର୍ଣ୍ଣାଟକ ବିଧାନସଭା
ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ହନଟ୍ରାପ ଦୁର୍ନୀତି ଅଭିଯୋଗ ଆସିବା ପରେ ତାହାକୁ ନେଇ ବିବାଦ ଉପୁଜିଛି। ଏହି ମାମଲାରେ ୪୮ ଜଣ ବରିଷ୍ଠ ମନ୍ତ୍ରୀ ସାମିଲ୍ ଥିବା ଅଭିଯୋଗ ହୋଇଛି।
କର୍ଣ୍ଣାଟକ ସମବାୟ ମନ୍ତ୍ରୀ କେ ଏନ୍ ରାଜନ୍ନ ଆଜି!-->!-->!-->…
ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫ ଯାଏ କଟକଣା । ଏୟାରପୋର୍ଟ ଛକ-ହସ୍ପିଟାଲ!-->…
ପ୍ରତିରକ୍ଷା କ୍ଷମତା ବୃଦ୍ଧି ପାଇଁ ୫୪ ହଜାର କୋଟି
ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ବାହିନୀର ପରିଚାଳନା କ୍ଷମତାକୁ ବୃଦ୍ଧି କରିବା ପାଇଁ ୫୪ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ (ଡିଏସି) ୫୪ ହଜାର କୋଟିରୁ ଅଧିକ ମୂଲ୍ୟର ଆଠଟି ପୁଞ୍ଜି ଅଧିଗ୍ରହଣ!-->…
ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ଅତୁଳନୀୟ : ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର କଡିତଗା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବୁଡ଼ାଗୁଡା ପ୍ରାଥମିକ ବିଦ୍ୟାଳୟ ର!-->…
ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଇଂରାଜୀ ବିଭାଗରେ ବିଶ୍ୱ କବିତା ଦିବସ ପାଳନ
ବ୍ରହ୍ମପୁର : ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ' ବିଶ୍ୱ କବିତା ଦିବସ ' ପାଳିତ ହୋଇଯାଇଛି l କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ପ୍ରେରଣା ଏବଂ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ତଥା ଇଂରାଜୀ ବିଭାଗ ମୁଖ୍ୟ ପ୍ରଫେସର ପଦ୍ମିନୀ ସାହୁଙ୍କ ଅଧ୍ୟକ୍ଷତାରେ ଏକ!-->…
ସଚେତନତା ସିଭିକ ଆକ୍ସନ ପ୍ରୋଗ୍ରାମର ପ୍ରେସମିଟ୍
ଉମରକୋଟ /ରାଇଘର : ପ୍ରତିବର୍ଷ ଓଡିଶା ରାଜ୍ୟର ନବରଙ୍ଗପୁର ଜ଼ିଲ୍ଲା, ରାଇଘର ବ୍ଲକର ହଳଦୀ ପଞ୍ଚାୟତ ଅନ୍ତର୍ଗତ ଛତିଶଗଡ ସୀମାନ୍ତବର୍ତ୍ତୀ ସୁଦୂର ଫୁଟାନାଡ଼ା ଏବଂ ନକ୍ସଲ ପ୍ରଭାବିତ ଅଞ୍ଚଳର ଲୋକଙ୍କ ମଧ୍ୟରେ ଦୈନନ୍ଦିନ ସଚେତନତା ସୃଷ୍ଟି କରିବା ତଥା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆନ୍ତରିକତା!-->…
ରାଜଧାନୀ ଭୁବନେଶ୍ବରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ମିଳୁଛି ଦେଶୀ ମଦ
ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର । କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ । ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ମାଡ଼ିବସିଲା ଅବକାରୀ ବିଭାଗ । ଏଥିସହିତ ଦୁଇଜଣ ବେପାରୀକୁ ଗିରଫ କରାଯାଇଛି।
ସୂଚନା ଅନୁସାରେ, ଭୁବନେଶ୍ବର ଘାଟିକିଆ ବରମୁଣ୍ଡା!-->!-->!-->…
ଜଜ୍ଙ୍କ ଘରୁ ବିପୁଳ ଟଙ୍କା: ଏହି କଥାକୁ ନେଇ ଆଶ୍ଚର୍ଯ୍ୟ ହେଲେ ଜଗଦୀପ ଧନକର
ନୂଆଦିଲ୍ଲୀ: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟି କୋଟି କୋଟି ଟଙ୍କା ଉଦ୍ଧାର ହେବା ବିଷୟରେ ଏବେ ଚର୍ଚ୍ଚାର ପରିସର ଭିତରେ ରହଛି। ନିଆଁ ଲିଭାଇବାକୁ ଯାଇଥିବା ଦମକଳ ବାହିନୀ ସେଠାରେ ବିପୁଳ ପରିମାଣର ଟଙ୍କା ପାଇଥିଲେ। ତା’ପରେ ଏହି କଥା ଚାରିଆଡ଼େ ବ୍ୟାପି!-->…
ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟ ଗିରଫ
ଜଗତସିଂହପୁର/କଟକ: ପାରାଦୀପ ବନ୍ଦରରେ ୨ ଜାହାଜ ଓସିମ ଜାଡେ ଏବଂ ଓସିମ ମୋର୍ଗାନାଇଟକୁ ଗିରଫ କରିଛି ପୁଲିସ। ଦୁଇ ଜାହାଜକୁ ଗିରଫ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରାୟ ୪୨୮ କୋଟି ଟଙ୍କା ପ୍ରାପ୍ୟ ଦାବିରେ ଆଲଫର୍ଡ ମେରାଇନ ଲିମିଟେଡ ପକ୍ଷରୁ ହାଇକୋର୍ଟରେ ଦାୟର କରା ଯାଇଥିଲା ମାମଲା!-->…
ଅଲଗା ହେଲେ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ଧନଶ୍ରୀ ବର୍ମା
ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଓ ନୃତ୍ୟ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ମୁମ୍ବାଇର ଏକ ପାରିବାରିକ ଅଦାଲତ ଛାଡ଼ପତ୍ର ପ୍ରଦାନ କରିଛନ୍ତି। କୋର୍ଟ ଛାଡ଼ପତ୍ରର ନିର୍ଦ୍ଦେଶକୁ ମଞ୍ଜୁର କରିଛନ୍ତି। କୋର୍ଟ ଉଭୟ ପକ୍ଷର ମିଳିତ ଆବେଦନକୁ ଗ୍ରହଣ କରିଛନ୍ତି। କୋର୍ଟ ବାହାରେ ଆଇନଜୀବୀ ନୀତିନ!-->…