Sign in
Sign in
Recover your password.
A password will be e-mailed to you.
୨୫ ସେଲିବ୍ରିଟିଙ୍କ ନାଁରେ ଏତଲା
ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହୋଇଛି।!-->…
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ : ଶୂନ୍ୟ କଟନି ଛଟନି ଉପରେ ମନ୍ତ୍ରୀଙ୍କ…
ମାଲକାନଗିରି : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ!-->…
‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’
ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଉଚ୍ଚଶିକ୍ଷା!-->…
ନବୀନ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଚାହୁଁ ନଥିଲେ ଭି କେ ପାଣ୍ଡିଆନ୍: ପଦ୍ମଲୋଚନ
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସରକାରରେ ୫ଟି ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍ଙ୍କୁ ବାଲେଶ୍ବର ଜିଲ୍ଲା ସିମୁଳିଆରୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ଟାର୍ଗେଟ୍ କରିଛନ୍ତି। ପାଣ୍ଡିଆନ୍ଙ୍କୁ ନେଇ ଶ୍ରୀ ପଣ୍ଡା ସାଙ୍ଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ!-->…
ଶବନେଇ ଆସୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାରେ ଡ୍ରାଇଭର ସମେତ ୩ ଆହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଟାଉନଥାନା ଅଧିନସ୍ଥ ଜୟପୁର ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ସିନ୍ଦ୍ରିମାଲ ଗ୍ରାମ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜୟପୁର ଠାରୁ ମାଲକାନଗିରି ଅଭିମୁଖେ ଶବ ନେଇ ଆସିଥିବା ଏକ ଆମ୍ବୁଲାନ୍ସ ସହିତ ଜୟପୁର ଅଭିମୁଖେ ଯାଉଥିବା ଏକ ଟ୍ରକ!-->…
ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ
ଭୁବନେଶ୍ୱର: ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍ ଦିଆଯାଇଛି।
ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍ ସାମଗ୍ରୀ ନିଆଯାଉଥିଲା।!-->!-->!-->…
ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ
ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ ଆଜି ମାଓବାଦୀଙ୍କ ଉପରେ ଗୁଳିବର୍ଷା କରିଛନ୍ତି ଯବାନ ।!-->…
ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ହେଉଛି ‘ପଖାଳ’
ବ୍ରହ୍ମପୁର ୨୦/୩ : ଆମ ଓଡ଼ିଆଙ୍କ ଜନଜୀବନରେ ପାରମ୍ପରିକ ଖାଦ୍ୟ ଭାବେ 'ପଖାଳ'ର ସ୍ଥାନ ସ୍ଵତନ୍ତ୍ର । ଏହା କେବଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ବରଂ ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ । ଆମ ଅସ୍ମିତାର ପ୍ରତୀକ । ଗାଁରୁ ସହର, ରାଜ୍ୟରୁ ବିଶ୍ଵ ସ୍ତରରେ 'ପଖାଳ' ଏକ ପ୍ରିୟ!-->…
ଧର୍ମପରାୟଣ ମହିଳାଙ୍କ ପରଲୋକ
ହିଞ୍ଜିଳିକାଟୁ ୨୦/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଈଁଚବଣିଆ ଲାଲ ବାହାଦୁର ମାର୍ଗ ନିବାସୀ ଧର୍ମପରାୟଣ ମହିଳା ଵାଉରି ପାଢି ଙ୍କ ଗୁରୁବାର ୭୯ ବର୍ଷ ରେ ପରଲୋକ ହୋଇଯାଇଛି l ସେ କିଛି ଦିନ ହେଲା ଅସୁସ୍ଥ ଥିଲେ ସେ ଜଣେ ମିଷ୍ଠ ଭାଷୀ ପରୋପକାରୀ ମହିଳା ଭାବରେ ସ୍ଥାନୀୟ ଅଂଚଳରେ ବେଶ!-->…
ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍
ଅନୁଗୁଳ: ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼!-->…