ଲାଞ୍ଚ ନେଇ ବନ୍ଧା ହେଲେ କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ, କ୍ୱାର୍ଟର୍ସରୁ ୭.୩ ଲକ୍ଷ ଟଙ୍କା ଜବତ

କେନ୍ଦୁଝର: ଲାଞ୍ଚ ନେଇ କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ ଗିରଫ । ଲେବର ଲାଇସେନ୍ସ ପାଇଁ ୨୦ ହଜାର ଲାଞ୍ଚ ଅଭିଯୋଗରେ ଧରିଥିଲା ଭିଜିଲାନ୍ସ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଗିରଫ । ଲାଞ୍ଚ ମାମଲାରେ ଧରାପଡ଼ିବା…

ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ, ସତର୍କ ସୂଚନା ଜାରି କଲା ଜଳସମ୍ପଦ ବିଭାଗ

ଭୁବନେଶ୍ଵର : ସତର୍କ ସଙ୍କେତ ଉପରେ ଜଳକା, ବୈତରଣୀ । ଫୁଲୁଛି ମହାନଦୀ ଏବଂ ବ୍ରାହ୍ମଣୀ । ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି । ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିଲେ ବି ଅଧିକାଂଶ ସ୍ଥାନରେ ନଦୀଗୁଡ଼ିକ ସତର୍କ ସଙ୍କେତ ତଳେ ପ୍ରବାହିତ ହେଉଛନ୍ତି । ବାଲେଶ୍ୱର…

ନାଳକୁ ଖସି ପଡ଼ିଲା ବାଇକ, ସ୍ତ୍ରୀ ମୃତ, ବର୍ତ୍ତିଲେ ବାପ-ପୁଅ

ଯାଜପୁର: ଯାଜପୁର ଦୁଧେଇ ନାଳରେ ବାଇକ ସହ ଖସି ପଡ଼ିଲେ ଦମ୍ପତି । ଦୁର୍ଘଟଣାରେ ସ୍ତ୍ରୀ ମୃତ । ଅଳ୍ପକେ ବର୍ତ୍ତିଲେ ବାପ ଓ ୩ ବର୍ଷର ପୁଅ । ଗତକାଲି ବିଳମ୍ବିତ ରାତିରେ ଯାଜପୁର ସଦର ଥାନା ଅଧୀନ ଶିବା ଛକ ଦୁଧେଇ ସେତୁରେ ଅଘଟଣ । ବାଇକରେ ସେତୁ ପାର ବେଳେ ଭାରସାମ୍ୟ ହରାଇ ବାଇକ ସହ…

ବଡ଼ପଡ଼ା ନଦୀରେ କୁମ୍ଭୀର, ଲୋକେ ଆତଙ୍କିତ

ଜୟପୁର: ବଡ଼ପଡ଼ା ନଦୀରେ ୧୦ ଫୁଟିଆ କୁମ୍ଭୀର । ମାଲଦା ଓ ଆଖପାଖ ଅଞ୍ଚଳବାସୀ ଭୟଭୀତ। ଜୟପୁର ସଦର ବ୍ଲକ ଜୟନ୍ତୀଗିରି ପଞ୍ଚାୟତ ମାଲଦା ଗାଁ ନିକଟସ୍ଥ ବଡ଼ପଡ଼ା ନଦୀରେ କୁମ୍ଭୀର ଦେଖି ଲୋକେ ଆତଙ୍କିତ ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ମାଲଦା‘ର ଜଣେ ଚାଷୀ ବିଲକୁ କୀଟନାଶକ ସ୍ପ୍ରେ…

ବରିଷ୍ଠ IPS ଅଧିକାରୀ ତଥା କ୍ରାଇମବ୍ରାଞ୍ଚ IG ଶେଫିନ୍ ଅହମ୍ମଦଙ୍କ ପରଲୋକ

ଭୁବନେଶ୍ୱେର : ଓଡ଼ିଶା କ୍ୟାଡରର ବରିଷ୍ଠ IPS ଅଧିକାରୀ ତଥା କ୍ରାଇମବ୍ରାଞ୍ଚ IG ଶେଫିନ୍ ଅହମ୍ମଦଙ୍କ ପରଲୋକ । କେରଳର ତିରୁବନନ୍ତପୁରମସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶେଫିନ୍ ଅହମ୍ମଦ ୨୦୦୩ ବ୍ୟାଚ୍ ର ଓଡ଼ିଶା କ୍ୟାଡର IPS…

ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଜଳ ନିଷ୍କାସନ ନେଇ ସତର୍କତା ଜାରି

ନବରଙ୍ଗପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ସମ୍ଭାବ୍ୟ ଜଳ ନିଷ୍କାସନକୁ ନେଇ ଆଗୁଆ ସତର୍କତା ଜାରି କରାଯାଇଛି। ଇନ୍ଦ୍ରାବତୀ ପ୍ରକଳ୍ପ ପ୍ରଶାସନ ପକ୍ଷରୁ ମାଇକ୍‌ ଯୋଗେ ତଳିଆ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ଉପରମୁଣ୍ଡରେ…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁ ମୃତ

କୁଚିଣ୍ଡା: ଲଗାଣ ବର୍ଷା ନେଲା ନିଷ୍ପାପ ଶିଶୁର ଜୀବନ । ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ କାନ୍ଥ ତଳେ ଚାପି ହୋଇ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଗୋବିନ୍ଦପୁର ନ୍ୟୁ କଲୋନୀର ଦୁଃଖଦ ଘଟଣା । ମୃତ ଶିଶୁ ହେଲେ କୋଲାବିରା ବ୍ଲକ ପୁଖରାସାଲେ ପଞ୍ଚାୟତ ଗହମାପାଲି…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ କସରତ ଆରମ୍ଭ: ସେପ୍ଟେମ୍ବର ୩ରୁ ଭୋଟର ସର୍ଭେ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ ଓ ନିର୍ଭୁଲ ଏବଂ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଗୁଡିକୁ ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ପାଇଲଟ୍ ସର୍ଭେ ଅଭିଯାନ ଭୁବନେଶ୍ୱର ମହାନଗର ନିଗମରେ…

ସେପ୍ଟେମ୍ବର ଶେଷ ସୁଦ୍ଧା ସମସ୍ତ ବିଦ୍ୟାଳୟରେ ହେବ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ଶିଶୁବାଟିକା-୩ରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟରେ ହେବ ପରୀକ୍ଷା। ସମେଟିଭ-୧ ପରୀକ୍ଷା ଠିକ ସମୟରେ କରିବାକୁ DEO ମାନଙ୍କୁ ଦିଆଯାଇଛି ନିର୍ଦ୍ଦେଶ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ…

ଢେଙ୍କାନାଳ ଜିଲ୍ଲାରେ ଖୋଲିଲା ରାଜ୍ୟର ତୃତୀୟ ଚାଉଳ ATM, ଉଦ୍‌ଘାଟନ କଲେ ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ: ଓଡ଼ିଶାର ତୃତୀୟ ଚାଉଳ ATM (Grain ATM) ଢେଙ୍କାନାଳ ଜିଲ୍ଲାରେ ଉଦ୍‌ଘାଟିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀଙ୍କୁ ୨୪ ଘଣ୍ଟା ସେବା ଯୋଗାଇବ ଚାଉଳ ATM। ଫିଙ୍ଗର ପ୍ରିଣ୍ଟ…