Sign in
Sign in
Recover your password.
A password will be e-mailed to you.
ଏହି ଜିଲାରେ ପ୍ରତିଷ୍ଠା ହେବ ଆୟୁର୍ବେଦିକ ମେଡିକାଲ କଲେଜ
ଭୁବନେଶ୍ୱର, ୧୯।୩: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ପ୍ରକାଶ କରିଛନ୍ତି।
“ଓଡିଶାର ମୟୂରଭଞ୍ଜ ଜିଲାରେ ଏକ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ।!-->!-->!-->…
ଗଞ୍ଜାମ ଜିଲ୍ଲାର ଖାରିପଲ୍ଲୀ ଟ୍ରିପଲ ମଡର ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ରେ ୧୩ ଜଣ ଗିରଫ….!
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ଗୋଷ୍ଠି ସଂଘର୍ଷ ଘଟଣା ରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା ।ତିନୋଟି ସବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼!-->…
ତପି ମିଶ୍ର ଗିରଫ
ଭୁବନେଶ୍ବର : ଗିରଫ ହେଲେ ତପି ମିଶ୍ର । ୨୦୨୩ ମସିହାରେ ଲେଖିକା ବନସ୍ମିତାଙ୍କ ଓଡ଼ିଆ ପୁସ୍ତକ ଅଗ୍ନିପରୀକ୍ଷାରେ ପ୍ରକାଶିତ ହୋଇଥିବା ସଂସ୍କୃତ ଶିବ ତାଣ୍ଡବର ଓଡ଼ିଆ ଅନୁବାଦକୁ ନିଜର ଲେଖା କହି ତପି ମିଶ୍ର ଅନେକ ଦିନ ହେବ ବିବାଦରେ ଫସିରହିଥିଲେ । ପ୍ରମାଣପତ୍ର ସହିତ ପ୍ରକାଶକ ବିକେ!-->…
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ପୋଷ୍ଟର ଓ୍ବାର, ଭାଜପାକୁ ତାରି ଭାଷାରେ ଜବାବ ଦେଲା ଟିଏମସି
କୋଲକାତା,୧୯।୩: ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ରାଜନୈତିକ ସରଗରମ ତୀବ୍ର ହୋଇଛି। ଏବେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ ହୋଇଛି, ଯାହା ଯୋଗୁଁ ରାଜନୈତିକ ପରିବେଶ ଅଧିକ ଉଷ୍ମ ହୋଇଯାଇଛି। ଗତ କିଛି ଦିନ ମଧ୍ୟରେ, ଭାଜପା!-->…
ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର
ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ ଏବେ ଏପରି ଏକ ସ୍ଥିତିରେ ଅଛି ଯେଉଁଠାରେ!-->…
ଅପ୍ରାସଙ୍ଗିକ ଔରଙ୍ଗଜେବ: ନାଗପୁର ହିଂସା ପରେ ଆରଏସଏସ’ର ବଡ ବୟାନ
ନାଗପୁର,୧୯।୩: ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା!-->…
୧୬ କୋଟି ଜରିମାନା ଛାଡ଼ ପାଇଁ ୭ କୋଟି ଲାଞ୍ଚ ଅଭିଯୋଗ, ପୂର୍ବତନ ମନ୍ତ୍ରୀଙ୍କ ନାଁରେ ମାମଲା
ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟ(ଆପ୍)ର ବରିଷ୍ଠ ନେତା ସତ୍ୟେନ୍ଦର ଜୈନଙ୍କ ନାଁରେ ମାମଲା ରୁଜୁ କରିଛି ଦୁର୍ନୀତି ନିବାରଣ ଶାଖା(ଏସିବି)। ଆପ୍ ସରକାର ସମୟରେ ୫୧୭ କୋଟିର ସିସିଟିଭି ପ୍ରକଳ୍ପରେ ଦୁର୍ନୀତି ହୋଇଥିବା ଏବଂ ଏହି ପ୍ରକଳ୍ପ!-->…
ଟ୍ରମ୍ପଙ୍କୁ ଘଣ୍ଟାଏ ଅପେକ୍ଷା କରାଇଲେ ପୁଟିନ
ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବଭାବ ସମସ୍ତଙ୍କୁ ଉଣାଅଧିକେ ଜଣା। ପୁଟିନଙ୍କ ସ୍ବଭାବଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ସେ ଯାହାକୁ ପସନ୍ଦ କରନ୍ତି ନାହିଁ ତାଙ୍କୁ ସାକ୍ଷାତ କରିବା ପୂର୍ବରୁ ଘଣ୍ଟା ଘଣ୍ଟା ଅପେକ୍ଷା କରାଇଥାଆନ୍ତି। ଏହି ତାଲିକାରେ ଅନେକ ନେତାଙ୍କ ନାମ!-->…
ନାଗପୁର ହିଂସା: ୮ ଭିଏଚପି ଓ ବଜରଙ୍ଗ ଦଳ କର୍ମୀ ଗିରଫ
ନାଗପୁର : ମହାରାଷ୍ଟ୍ରର ନାଗପୁର ହିଂସା ଘଟଣାରେ ପୁଲିସ ବିଶ୍ଵ ହିନ୍ଦୁ ପରିଷଦ(ଭିଏଚପି) ଏବଂ ବଜରଙ୍ଗ ଦଳର ୮ କର୍ମୀଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନେ ବୁଧବାର ପୁଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସେମାନଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ କୋର୍ଟରେ ହାଜର କରାଯିବା ପରେ!-->…
ଚାକିରି ବଦଳରେ ଜମି ମାମଲାରେ ଇଡି ଜେରାକୁ ସାମ୍ନା କଲେ ଲାଲୁ ପ୍ରସାଦ
ପାଟ୍ନା: ଚର୍ଚ୍ଚିତ ‘ଚାକିରି ବଦଳରେ ଜମି’ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି।ବୁଧବାର ଦିନ ଇଡି ଲାଲୁଙ୍କୁ ପଚରାଉଚରା କରିଥିବା ବେଳେ ଇଡି କାର୍ଯ୍ୟାଳୟରେ!-->…