ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି

ରାଜାଙ୍କୁ ତିନିଦିନଆ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବା‌ଲେଶ୍ବର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍‌ସି ଆଣ୍ଡ୍‌ ଟ୍ରାନ୍‌ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ

ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ

ନବରଙ୍ଗପୁର: ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି।ଜୟପୁର ଅଭିମୁଖେ ଯାଉଥିବା ଏସ୍‌ବିଟି ନାମକ ଏକ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ-ଝିଅ-ପୁଅ

ଭୁବନେଶ୍ବର/ଝାରସୁଗୁଡ଼ା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ

ବିମାଟଙ୍କା ହଡପ ନେଇ ଅଙ୍ଗନବାଡି କର୍ମୀଙ୍କ ନାମରେ ଜିଲ୍ଲାପାଳଙ୍କୁ ଅଭିଯୋଗ…

ମାଲକାନଗିରି ,:ମାଲକାନଗିରି ଜିଲ୍ଲାର ସଦର ମହକୁମା ନିକଟ ଝରାପାଲି ପଞ୍ଚାୟତ ଅନ୍ତର୍ଗତ କନାଗୁଡା ଗ୍ରାମର ଅଙ୍ଗନବାଡି କର୍ମୀ ଶ୍ରୀମତୀ ଶ୍ରୀତି ଢାଲି ଉକ୍ତ ଗ୍ରାମର ଜଣେ ବିଧବା ରତ୍ନା ପଡିଆମୀ ସ୍ୱାମୀ - ଗଙ୍ଗା ପଡିଆମୀଙ୍କ ଠାରୁ ଲେବର କାର୍ଡ ରେ ତାଙ୍କ ସ୍ୱାମୀଙ୍କ ଇନ୍ସୁରାନ୍ସ ଟଙ୍କା

ମା ’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା : ପ୍ରଥମ ପାଳିରେ ଲକ୍ଷାଧିକ ଜନ ସମାଗମ

ଛତ୍ରପୁର : ମା ‘ ତାରାତାରିଣୀଙ୍କ ଚୈତ୍ର ମେଳା ୨୦୨୫ ପ୍ରଥମ ପାଳି ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି । ମା ‘ ଙ୍କ ଦର୍ଶନ ନିମନ୍ତେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ଜନସମାଗମ ହୋଇଥିଲା। ରାତ୍ର ୩ ଟା ଠାରୁ ସିଂହ ଦ୍ଵାର ଦେଇ ପାହାଚ ଚଢି ମନ୍ଦିର ନିକଟକୁ ଯାଇଥିଲେ। ପ୍ରାତଃ

ଭାରତୀୟ ମଜଦୂର ସଂଘ ପକ୍ଷରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ରାୟଗଡ଼ା : ଭାରତୀୟ ମଜଦୂର ସଂଘ ର କେନ୍ଦ୍ରୀୟ ସଂଗଠନ ନିଷ୍ପତ୍ତି କ୍ରମେ ଭାରତର ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁଙ୍କ

ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି ସହ ସମାନ କାମକୁ ସମାନ ଦରମା ଦାବୀ

ଛତ୍ରପୁର : ଆଉଟ ସୋର୍ସିଂ କର୍ମଚାରୀ ଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟା କୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ ଲାଗୁ କରିବା ଦାବୀ ନେଇ ଓଡିଶା ସରକାରୀ ଆଉଟ ସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲ୍ଲା ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳ ଙ୍କ