ସରକାରଙ୍କ ବିରୁଦ୍ଧରେ ଗର୍ଜିଲେ ଅଲ ଓଡିଶା ଅଙ୍ଗନବାଡି ଲେଡିସ ୱାର୍କର୍ସ ଆସୋସିଏସନ : ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଛତ୍ରପୁର : ଭାରତୀୟ ମଜଦୂର ସଂଘ ର ଅନୁବନ୍ଧିତ ଅଲ ଓଡିଶା ଅଙ୍ଗନବାଡି ଲେଡିସ ୱାର୍କର୍ସ ଆସୋସିଏସନ ଗଞ୍ଜାମ ଜିଲ୍ଲା ପକ୍ଷରୁ ୧୦ ଦଫା ଦାବି ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଏଥିରେ ଶହ ଶହ ଅଙ୍ଗନବାଡି କର୍ମୀ ମାନେ ସାମିଲ ହୋଇ ନିଜ ହକ

ହିଞ୍ଜିଳିକାଟୁ ସରକାରୀ ଏନ୍ ଏ ସି ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ଉତ୍ସବ

ହିଞ୍ଜିଳିକାଟୁ : ସ୍ଥାନୀୟ ସରକାରୀ ଏନ୍ ଏ ସି ଉଚ୍ଚ ବିଦ୍ୟାଳୟ ପରିସରରେ ଆମ ସଂସ୍କୃତି ଆମ ଖେଳଣା, ରାମାନୁଜନ ଗଣିତ କ୍ଲବ, ଅବଦୁଲ କାଲାମ ବିଜ୍ଞାନ କ୍ଲବ ତରଫରୁ ଚିତ୍ରାଙ୍କନ ପ୍ରତିଯୋଗିତା, ସାଧାରଣ ଜ୍ଞାନ ପ୍ରତିଯୋଗିତା, ବିଜ୍ଞାନ ସେମିନାର, ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହା ସହ

ନିଯୁକ୍ତି ମେଳା: ୫ ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। ଆପଣମାନେ ଲୋକଙ୍କ ସେହି

୫୮୨୨ ଡାକ୍ତରଙ୍କୁ ନିଯୁକ୍ତି ଦେବେ ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟର ଡାକ୍ତରଖାନାଗୁଡ଼ିକରେ ଡାକ୍ତରଙ୍କ ଅଭାବ ମଧ୍ୟରେ ସରକାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)କୁ ୫୮୨୨ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ କହିଛନ୍ତି। ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଏସମ୍ପର୍କରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ

ତାରିଣୀ ପୀଠ ଘଟଗାଁ ଓ ଆନନ୍ଦପୁରକୁ ରେଳ ସଂଯୋଗ ଦାବି କଲେ ସାଂସଦ 

କେନ୍ଦୁଝରଗଡ଼: ସଂସଦରେ ରେଳ ବିଭାଗ ସମ୍ପର୍କିତ ଆଲୋଚନା କାଳରେ କେନ୍ଦୁଝର ଜିଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ଲୋକସଭା ସଦସ୍ୟ ଅନନ୍ତ ନାୟକ ଦାବି ଉପସ୍ଥାପନ କରିଛନ୍ତି। ହାୱଡାରୁ ବଡବିଲ ପର୍ଯ୍ୟନ୍ତ ଚଳାଚଳ କରୁଥିବା ଜନଶତାବ୍ଦୀ ଏକ୍ସପ୍ରେସକୁ ଆବଶ୍ରକତା ଦୃଷ୍ଟିରୁ ତୁରନ୍ତ ଜିଲା

ବାଲେଶ୍ୱରରେ ଫୁଟିଲା ଗୁଳି, ଯୁବକ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ଜିଲାର ବସ୍ତା ଥାନା ଅଧୀନ ବାସୁ ଚକୁରାଇରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଆହତ ଜଣକ ହେଲେ ନିମା ଗ୍ରାମର ସୁଧାଂଶୁ ଜେନା । ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୁଚନା

ଭୂକମ୍ପରେ ଥରିଲା ନେପାଳ

ନୂଆଦିଲ୍ଲୀ : ପଡୋଶୀ ଦେଶ ନେପାଳରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଙ୍ଗଳବାର ପଶ୍ଚିମ ନେପାଳରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମାତ୍ର ଏଥିରେ ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ପ୍ରାୟ ୬ଟା ୩୩

ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ମାସିକ ୧.୭୭ କୋଟି ରାଜସ୍ୱ ଆଦାୟ ହେଉଛି: ମନ୍ତ୍ରୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବିଭିନ୍ନ ସେବା ଏବଂ କାର୍ଯ୍ୟକଳାପ ଦ୍ବାରା ମାସିକ ହାରାହାରି ୧.୭୭ କୋଟି ଟଙ୍କା ରାଜସ୍ୱ ଆଦାୟ କରୁଛି ବୋଲି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି।

ମହାକୁମ୍ଭ ରୂପରେ ପୁରା ଦୁନିଆ ଦର୍ଶନ କଲା ଭାରତ : ମୋଦୀ

ନୂଆଦିଲ୍ଲୀ: ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧନ କରିଛନ୍ତି। ପ୍ରଥମେ ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ମହାକୁମ୍ଭ ଜରିଆରେ ରାଷ୍ଟ୍ରୀୟ ଚେତନାର ଦର୍ଶନ ହେଲା। ମହାକୁମ୍ଭ ରୂପରେ ପୁରା ଦୁନିଆ ଭାରତ

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା; ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ୧୯ ତାରିଖରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୭୦