Sign in
Sign in
Recover your password.
A password will be e-mailed to you.
ଭୁଲ ଇଞ୍ଜେକ୍ସନ ଦେବାରୁ ରୋଗୀ ମୃତ୍ୟୁ ଅଭିଯୋଗ, ଡାକ୍ତରଙ୍କୁ ଉଠାଇନେଲା ପୋଲିସ
ଭଦ୍ରକ: ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଡାକ୍ତରଙ୍କୁ ଉଠାଇ ନେଲା ପୋଲିସ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡ଼ି ଛକ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ଉତ୍ତେଜନା ।
ଅଭିଯୋଗ ଅନୁଯାୟୀ, ଧୂଷୁରୀ ଥାନା ଗୋବିନ୍ଦପୁର ପଞ୍ଚାୟତ ଅଜମନ୍ତପୁର ଗାଁର ଅଭୟ ଜେନାଙ୍କୁ ଘରୋଇ!-->!-->!-->…
ପୁରୀରେ ରଥଯାତ୍ରା ପାଇଁ ସୁରକ୍ଷା କଡ଼ାକଡ଼ି, NDRFର ସ୍ବତନ୍ତ୍ର ଟିମ୍ ମୁତୟନ
ପୁରୀ: ରଥଯାତ୍ରା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି । ବିପର୍ଯ୍ୟୟ ପରିଚାଳନା ଓ ଜରୁରୀକାଳୀନ ସହାୟତା ଯୋଗାଇବା ପାଇଁ ମୁତୟନ ହୋଇଛନ୍ତି NDRFର ସ୍ବତନ୍ତ୍ର ଟିମ୍। ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା ସହ ପର୍ଯ୍ୟଟକଙ୍କ ସୁରକ୍ଷିତ ସ୍ନାନ ଲାଗି ସମୁଦ୍ର କୂଳରେ ନିୟୋଜିତ ହେବେ ୩ଶହରୁ!-->…
ବୁଡ଼ିଗଲା କାଳୀ ବୋଟ୍’, ୯ ମୃତଦେହ ଉଦ୍ଧାର, ୬ ମତ୍ସ୍ୟଜୀବୀଙ୍କ ମିଳୁନି ପତ୍ତା
ବାଲେଶ୍ୱର : ସମୁଦ୍ରରେ ମୃତ୍ୟୁର ତାଣ୍ଡବ । ବୁଡ଼ିଗଲା ମାଆ କାଳୀ’ ଟ୍ରଲର। ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ଏବେ ବି ୬ ନିଖୋଜ । ବଙ୍ଗୋପସାଗରରୁ ଆସିଲା ବଡ଼ ଦୁଃଖଦ ଖବର । ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଥିବା ମାଛଧରା ଟ୍ରଲର ମା କାଳୀ’ର ସନ୍ଧାନ ମିଳିଛି । କିନ୍ତୁ ସାଥୀରେ!-->…
କାରକୁ କ୍ଲିନିକ୍ କରି ଦୁର୍ଗମ ଆଦିବାସୀ ଗାଁରେ ରୋଗୀଙ୍କ ସେବା କଲେ ଡାକ୍ତର
ବରଗଡ଼:ଡାକ୍ତରଖାନା ନୁହେଁ, କାର ହେଲା କ୍ଲିନିକ୍ । ଦୁର୍ଗମ ଆଦିବାସୀ ଗାଁରେ ମାନବିକତାର ପରିଚୟ ଦେଖାଇଲେ ଡାକ୍ତର ଶଙ୍କର ରାମଚନ୍ଦାନି । ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା!-->…
ମହିଳା ସୁନା ବ୍ୟବସାୟୀଙ୍କୁ ଆକ୍ରମଣ କରି ୩୬ ଲକ୍ଷ ଟଙ୍କା ଲୁଟ୍
କଟକ: ମହିଳା ସୁନା ବ୍ୟବସାୟୀଙ୍କୁ ଆକ୍ରମଣ । ଝାମ୍ପିନେଲେ ୩୬ ଲକ୍ଷ ଟଙ୍କା । କଟକ ତାଳଦଣ୍ଡା କେନାଲ ପୋଲ ଉପରେ ଘଟିଛି ଘଟଣା । ଦୁର୍ଵୁତ୍ତଙ୍କ ଆକ୍ରମଣରେ ମହିଳା ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମହିଳାଙ୍କୁ କଟକ ଏସସିବି ସ୍ଥାନାନ୍ତର କରାଯାଇଛି । ମହିଳା ବ୍ୟବସାୟୀ ଜଣକ କଟକ!-->…
ପ୍ରେମ ପାଇଁ ଗଲା ଯୁବକଙ୍କ ଜୀବନ ! ଆପାର୍ଟମେଣ୍ଟ ନିକଟରୁ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରୁ ସନ୍ଦେହଜନକ ପରିସ୍ଥିତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନଥିବାବେଳେ, ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।
ଯାଞ୍ଚ ପରେ ଜଣାପଡିଛି ଯେ,!-->!-->!-->…
OCCL ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ୪ ମହଲା ଲଜ୍ ଓ ୮ ପ୍ଲଟ ଠାବ
ଭୁବନେଶ୍ୱର: ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଓଡ଼ିଶା ନିର୍ମାଣ ନିଗମ (OCC) ଲିମିଟେଡର ଜଣେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ସମ୍ପତ୍ତି ଉପରେ ଏକକାଳୀନ ଚଢାଉ ସମୟରେ ୨୩ଟି କୋଠରୀ ବିଶିଷ୍ଟ ଚାରି ମହଲା ଲଜ୍ ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସହିତ ଠାବ!-->…
ପାଠ୍ୟ ପୁସ୍ତକରେ ତ୍ରୁଟି ନେଇ ଶିକ୍ଷାବଞ୍ଚାଅ ଆନ୍ଦୋଳନ ଡାକରା ଦେଲା ବିଜେଡି
ମାଲକାନଗିରି : ପାଠ୍ୟ ପୁସ୍ତକରେ ତ୍ରୁଟି ନେଇ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ଶିକ୍ଷା ବ୍ୟବସ୍ଥା କୁ ଧ୍ୱଂସ କରିବାକୁ ବିଜେପି ସରକାରର ଷଡଯନ୍ତ୍ର ବିରୁଦ୍ଧରେ ବିଜେଡି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ!-->!-->!-->…
ଉମରକୋଟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର : ୩୩ ଅଭିଯୋଗ ଗ୍ରହଣ, ୩ଟିର ତୁରନ୍ତ ସମାଧାନ
ଉମରକୋଟ : ନବରଙ୍ଗପୁର ଜିଲ୍ଲାର ଉମରକୋଟ ପୌରପରିଷଦ ସମ୍ମିଳନୀ କକ୍ଷରେ ଆଜି ସୋମବାର ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)!-->…
ଗଞ୍ଜାମ ଜିଲ୍ଲାର ତିନିଗୋଟି ଗାଁ ବିଲୀନ ହେବା ଆଶଙ୍କା : ତୁରନ୍ତ ସ୍ଥାୟୀ ସମୁଦ୍ର ବନ୍ଧ ନିର୍ମାଣ କର- ମାନବ ଅଧିକାର…
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କେ.ଆର୍ଯ୍ୟପଲ୍ଲୀ, ସାନ ଆର୍ଯ୍ୟପଲ୍ଲୀ ଓ ବଡ ଆର୍ଯ୍ୟପଲ୍ଲୀ ଗାଁ ବର୍ତ୍ତମାନ ସମୁଦ୍ର କୂଳ ଲଙ୍ଘନ ଯୋଗୁଁ ସମ୍ପୂର୍ଣ୍ଣ ବିପଦପୁର୍ଣ୍ଣ ଅବସ୍ଥାରେ ରହିଛି। ତୁରନ୍ତ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ସ୍ୱରୂପ ସ୍ଥାୟୀ ସମୁଦ୍ର ବନ୍ଧ!-->…