ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି: ଜୟ ନାରାୟଣ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି

କ୍ୟାରମ ଖେଳକୁ କେନ୍ଦ୍ର କରି ହତ୍ୟାକାଣ୍ଡ: ଡିସିପି

କଟକ: ହୋଲିରେ କଟକ ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା । କ୍ୟାରମ୍ ଖେଳକୁ କେନ୍ଦ୍ରକରି ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି । କ୍ୟାରମ୍ ଖେଳକୁ ନେଇ ପାଟିତୁଣ୍ଡ ପରେ ଅତି ନିକଟରୁ ଯୁବକଙ୍କୁ

ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ହତ୍ୟା କଲା ବିଏଲଏ

ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍‌ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ ହତ୍ୟା କରାଯାଇଥିବା ବିଏଲଏ କହିଛି।

ବୁଦ୍ଧ ବିହାରରେ ଯୁବକଙ୍କୁ କଟୁରୀରେ ଆକ୍ରମଣ ମାମଲା, ୪ ଗିରଫ

ଭୁବନେଶ୍ୱର : ରାଜଧାନୀ ବୁଦ୍ଧ ବିହାରରେ ଯୁବକଙ୍କୁ କଟୁରୀରେ ଆକ୍ରମଣ । ଜଣକୁ ହାଣିବାକୁ ଆସି ଆଉ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ । ଆହତ ଯୁବକ ହେଲେ ଚନ୍ଦ୍ରଶେଖରପୁର ବୁଦ୍ଧ ବିହାରର ମନୋଜ ସ୍ବାଇଁ । ତାଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।  ଏହି ମାମଲାରେ ୪ ଜଣଙ୍କୁ ଗିରଫ

ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର। ରାଜ୍ୟରେ ଅତ୍ୟାବଶକ ସାମଗ୍ରୀ ପାଇଁ ଗୁଜରାଟ ମଡେଲରେ ଖୋଲିବ ପୋଷଣ କେନ୍ଦ୍ର । ପାଇଲଟ୍‌ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏନେଇ ମନ୍ତ୍ରୀ କହିଛନ୍ତି, ପୋଷଣ

ଶାହାଙ୍କ ଗସ୍ତକୁ ନେଇ ସମ୍ବଲପୁର ଏମସିଏଲ୍‌ରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବୁର୍ଲା : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଗସ୍ତକୁ ନେଇ ଆଜି ସମ୍ବଲପୁର ଏମସିଏଲ୍‌ରେ ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ, ପଞ୍ଚାୟତିରାଜ

ଖୁବ୍‌ଶୀଘ୍ର ମହାକାଶରୁ ଫେରିବେ ସୁନିତା ୱିଲିୟମ୍ସ, ମହାକାଶ ଷ୍ଟେସନରେ ପହଞ୍ଚିଲା ନାସାର କ୍ରୁ-୧୦ ମିଶନ୍

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ଆଉ କିଛି ଦିନ ପରେ ପୃଥିବୀକୁ ଫେରିବେ। ସେମାନଙ୍କୁ ଫେରାଇ ଆଣିବା ପାଇଁ 'ନାସା' ଓ 'ସ୍ପେସ ଏକ୍ସ' ଦ୍ୱାରା ପ୍ରକ୍ଷେପଣ କରାଯାଇଥିବା କ୍ରୁ-୧୦ ର ସଦସ୍ୟମାନେ ମହାକାଶର ସେହି ସ୍ୱତନ୍ତ୍ର

ଖୁବ୍ ଶୀଘ୍ର ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ଵର: ଖୁବଶୀଘ୍ର ରାଜ୍ୟରେ ହେବ ସକାଳୁଆ ସ୍କୁଲ । ସକାଳୁଆ ସ୍କୁଲ୍‌ ନେଇ ଶୀଘ୍ର ନିଷ୍ପତ୍ତି ନିଆଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି । ସରକାର ଏନେଇ ଅବଗତ ଅଛନ୍ତି । କେବେ ସକାଳୁଆ ସ୍କୁଲ୍‌ ହେବ ସେନେଇ

ସୁଭଦ୍ରାଙ୍କୁ ନେଇ ବଡ଼ ଅପଡେଟ: ଏକାସାଙ୍ଗରେ ମିଳିବ ୧୫ ହଜାର

ଭୁବନେଶ୍ଵର: ସୁଭଦ୍ରାଙ୍କୁ ନେଇ ଆସିଲା ବଡ଼ ଅପଡେଟ। ଏଣିକି ୫ ନୁହଁ ମିଳିବ ୧୫ ହଜାର ଟଙ୍କା। ଯେଉଁମାନେ ଏପର୍ଯ୍ୟନ୍ତ ସୁଭଦ୍ରା ପାଇନାହାନ୍ତି, ସେମାନେ ଆଗାମୀ କିସ୍ତିରେ ଏକାସାଙ୍ଗରେ ୧୫ ହଜାର ଟଙ୍କା ମିଳିବ। ଯେଉଁ ଯୋଗ୍ୟ ହିତାଧିକାରୀ ‘ସୁଭଦ୍ରା’ ଯୋଜନାରୁ ବଞ୍ଚିତ ଅଛନ୍ତି ସେମାନେ

ମାସିଡୋନିଆ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ୫୧ ମୃତ

ସ୍କୋପଜେ (ମାସିଡୋନିଆ) : ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା ପାଇଁ ପହଞ୍ଚିବା ବେଳକୁ ଏହି ବ୍ୟକ୍ତିମାନେ ପ୍ରାଣ