ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଦାରିଙ୍ଗିବାଡିକୁ ପରାସ୍ତ କରି ବାରଖମା ବିଜୟୀ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଷ୍ଟାର କ୍ଳବ ଆନୁକୂଲ୍ୟରେ ସ୍ଥାନୀୟ ମହୋନକଲୋନି ଓ ଉପଖଣ୍ଡ ଚିକିତ୍ସାଳୟ ନିକଟ ପଡିଆଠାରେ ଚାଲିଥିବା ଜିଲ୍ଲା ସ୍ତରୀୟ ଦିବାରାତ୍ର ଜୟବଜରଙ୍ଗବାଲି ଭଲିବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଏଥିରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ

ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ

ବାଲିଗୁଡା : କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି

ହୋଲିରେ ଗଡ଼ିଲା ମୁଣ୍ଡ, ଛୁରୀରେ ଭୁସି ଯୁବକଙ୍କୁ ହତ୍ୟା, ଆକ୍ରମଣକାରୀ ଅଟକ

ବ୍ରହ୍ମପୁର : ହୋଲିରେ ସାରା ବ୍ରହ୍ମପୁର ଉତ୍ସବ ମୁଖର ରହିଥିବା ବେଳେ ଘଟିଛି ଅଭାବନୀୟ ଘଟଣା,ହୋଲିରେ ଗଡ଼ିଲା ମୁଣ୍ଡ. ଛୁରା ମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ । ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ଥାନୀୟ

କର୍ଣ୍ଣାଟକରେ ମୁସଲିମ୍ କନ୍‌ଟ୍ରାକ୍ଟରଙ୍କୁ ୪% ସଂରକ୍ଷଣ, ବିଜେପି କହିଲା- ରାହୁଲ ଗାନ୍ଧୀଙ୍କ ମାନସିକତାର ପ୍ରତିଫଳନ

ନୂଆଦିଲ୍ଲୀ: କର୍ଣ୍ଣାଟକ ଟ୍ରାନ୍ସପରେନ୍ସି ଇନ୍ ପବ୍ଲିକ୍ ପ୍ରକ୍ୟୁରମେଣ୍ଟ (KTPP) ଆକ୍ଟରେ ସଂଶୋଧନକୁ କର୍ଣ୍ଣାଟକ କ୍ୟାବିନେଟ୍ ମଞ୍ଜୁରି ଦେଇଛି । ଏହି ସଂଶୋଧନ ପରେ ଠିକା କାମରେ ମୁସଲ୍‌ମାନ ଠିକାଦାରଙ୍କୁ ଚାରି ପ୍ରତିଶତ ସଂରକ୍ଷଣ ଦିଆଯିବ । କ୍ୟାବିନେଟ୍ ଅନୁମୋଦନ ମିଳିବା ପରେ ଚଳିତ

‘ଧର୍ମପଦ’ ଉପାଖ୍ୟାନ ଦେଇ ଦଳୀୟ ନେତାଙ୍କୁ ଟାର୍ଗେଟ କଲେ ଅଶୋକ

ଭୁବନେଶ୍ଵର: ୨୪ ବର୍ଷ ଧରି ଚୁପ୍ ରହିଥିବା ନେତା ଏବେ ଦଳର ପରାହତ ପରେ ଧିରେ ଥିରେ ନିଜର ଅସନ୍ତୋଷ ପ୍ରକାଶ କରୁଛନ୍ତି। ରାଜା ଚକ୍ର ମାମଲାରେ ଘସିପୁରା ବିଜେଡି ବିଧାୟକ ବଦ୍ରିଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତିରେ ଏବେ ବି ଚର୍ଚ୍ଚା ଥମିନଥିବା ବେଳେ ଆଜି ହୋଲିରେ ପୁଣି ମୁହଁ ଖୋଲି ବିଜେଡି

ଯଦି ହିନ୍ଦୀକୁ ବିରୋଧ କରୁଛ ନିଜ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବ୍ କରୁଛ କାହିଁକି ?: ପବନ କଲ୍ୟାଣ

ହାଇଦ୍ରାବାଦ : ଜନସେନା ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ତାମିଲନାଡୁର ରାଜନେତାଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ନେତାମାନେ ହିନ୍ଦୀକୁ ବିରୋଧ କରନ୍ତି, ତଥାପି ଆର୍ଥିକ ଲାଭ ପାଇଁ ତାମିଲ ଚଳଚ୍ଚିତ୍ରକୁ ହିନ୍ଦୀରେ ଡବିଂ କରିବାକୁ ଅନୁମତି

ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ 

ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ

ପାନକାର୍ଡ ପରି ଏବେ ଆଧାର ସହ ଲିଙ୍କ ହେବ ଭୋଟର ଆଇକାର୍ଡ

ନୂଆଦିଲ୍ଲୀ: ନିର୍ବାଚନୀ ପାରଦର୍ଶିତା ବଢାଇବା ଉଦ୍ଦେଶ୍ୟରେ ଏବେ ଭୋଟର ଆଇଡିକୁ ଆଧାର ସହ ସଂଯୋଗ କରିବା ପ୍ରକ୍ରିୟା ଜୋରଦାର କରାଯାଇଛି । ପାନକାର୍ଡ ପରି ଏବେ ଭୋଟ ପରିଚୟ ପତ୍ରକୁ ମଧ୍ୟ ଆଧାର ସହ ସଂଯୋଗ କରିବା ଯୋଜନା ଉପରେ ନିର୍ବାଚନ ଆୟୋଗ ଗମ୍ଭୀରତାର ସହ କାମ କରୁଛନ୍ତି । ଏହି କ୍ରମରେ

୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ

ଆମେରିକାରେ ପାକିସ୍ତାନୀଙ୍କ ଏଣ୍ଟ୍ରି ହେବ ବ୍ୟାନ, ଲିଷ୍ଟରେ ଅଛନ୍ତି ୪୧ ଦେଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ଦିନଠୁ ବେଆଇନ ପ୍ରବାସ ପ୍ରସଙ୍ଗରେ କଠୋଇ ଆଭିମୁଖ୍ୟ ପୋଷଣ କରିଆସୁଛନ୍ତି । ବେଆଇନ ପ୍ରବାସୀଙ୍କୁ ବିମାନରେ ବସାଇ ଦେଶରୁ ବିତାଡିତ କରିବାରେ ଲାଗିଛନ୍ତି । ଏବେ ଆମେରିକାରେ ଅବୈଧ ପ୍ରବାସ ରୋକିବାକୁ ଆଉ ଏକ ବଡ ଆକ୍ସନ ନେବାକୁ