Sign in
Sign in
Recover your password.
A password will be e-mailed to you.
ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ହେମା ମାଳିନୀ
ଭୁବନେଶ୍ୱର: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି।
ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପୁରୀରେ ହୋଲି ପାଳନ କରି ନିଜକୁ ଧନ୍ୟ ମନେ କରୁଛି। ସୁବ୍ୟବସ୍ଥା ପାଇଁ ମୁଁ ଓଡ଼ିଶା!-->!-->!-->…
ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ, ୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଅସହ୍ୟ ଖରାରେ ସିଝୁଛି ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ଖରାର ପ୍ରକୋପ । ୧୮ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର। ଭୀଷଣ ହିଟ ୱେଭ ନେଇ ଆଜି ୩ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର ଓ କଳାହାଣ୍ଡିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ହିଟୱେଭ ନେଇ ୪ ଜିଲ୍ଲା ସୁନ୍ଦରଗଡ଼,!-->…
ଝିଅ ଘର ସାମ୍ନାରେ ଚାଲିଗଲା ବାପା, ମା’ ଓ ଭାଇର ଜୀବନ
କେନ୍ଦୁଝର: ହୋଲିରେ ବଡ଼ ଅଘଟଣ। ମର୍ମନ୍ତୁଦ ଦୁର୍ଘଟଣାରେ ନିଶ୍ଚିନ୍ନ ହୋଇଗଲା ପରିବାର। ଝିଅ ଘର ସାମ୍ନାରେ ଟ୍ରକ ଧକ୍କାରେ ଚାଲିଗଲା ବାପା, ମାଆ ସମେତ ପୁଅର ଜୀବନ । କେନ୍ଦୁଝର ଯୋଡ଼ାରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
!-->!-->!-->…
ହରିୟାଣାରେ ବିଜେପି ନେତାଙ୍କୁ ଗୁଳିମାଡ଼
ଚଣ୍ଡିଗଡ଼: ବିଜେପି ନେତାଙ୍କୁ ହତ୍ୟା । ହରିୟାଣା ସୋନିପତରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଜମି ବିବାଦକୁ ନେଇ ଗତକାଲି ହତ୍ୟାକାଣ୍ଡ ହୋଇଥିବା ସୂଚନା ।
ଖବର ଅନୁସାରେ ଜବାହର ଗାଁରେ ଗତକାଲି ଏଭଳି ହତ୍ୟାକାଣ୍ଡ ହୋଇଛି । ବିଜେପି ନେତା ତଥା ଗାଁ ମୁଖିଆ ସୁରେନ୍ଦ୍ର!-->!-->!-->…
ସ୍ତ୍ରୀକୁ ଜୀବନରୁ ମାରିଦେଲା ସଇତାନ ସ୍ବାମୀ
ବାରିପଦା: ସ୍ତ୍ରୀକୁ ଜୀବନରୁ ମାରିଦେଲା ସଇତାନ ସ୍ବାମୀ । ସ୍ତ୍ରୀକୁ ମାରି ଶବ ପାଖରେ ବସି ରହିଲା ସ୍ବାମୀ । ଚାନ୍ଦୁଆ ଥାନା ଟାଙ୍ଗଶୋଳ ଗାଁରେ ଦେଖିବାକୁ ମିଳିଛି ଏହି ଘଟଣା ? ଖବର ପାଇ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖିଲା ପୋଲିସ । ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବା ବେଳେ ପ୍ରାଥମିକ!-->…
ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଭାତୃତ୍ୱ ଓ ସଦଭାବନାର ଏହି!-->…
ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେଲା
ରାୟଗଡ଼ା : ରାୟଗଡ଼ା ଉତ୍କଳ ତେଲୁଗୁ ସମାଖ୍ୟା ପକ୍ଷରୁ ତେଲୁଗୁ ନୂତନ ବର୍ଷ ଉଗାଦି ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ରାୟଗଡାରେ ସହରରେ ମହାଆଡମ୍ବରରେ ପାଳନ ହେଉଛି ଉଗାଦି ପର୍ବ । ରାୟଗଡା ଟ୍ରକ ମାଲିକ ସଙ୍ଘର ସଭାପତି ତଥା ବରିଷ୍ଠ ବିଜେପି ନେତା ୟାଲା କୋଣ୍ଡା ବାବୁଙ୍କ ଦ୍ଵାରା!-->…
ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ
ଉମରକୋଟ /ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ଅନ୍ତର୍ଗତ ଭାରଷଣ୍ଡି ଡିଏନକେ (DNK) ଗ୍ରାମରେ ମହାଆଡମ୍ବର ର ସହିତ ଅନୁଷ୍ଠିତ ହୋଇ ଯାଇଛି ଅଷ୍ଟ ପ୍ରହର ମହାନାମ ଯଜ୍ଞ, ଜ୍ଞାନ ଯଜ୍ଞ, ଘୃତ ଯଜ୍ଞ, ଗୀତା ଯଜ୍ଞ, ଅନ୍ନ ଯଜ୍ଞ ଏବଂ ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ!-->…
ଦୋଳପୂର୍ଣ୍ଣିମା ପାଳିତ : ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ
ବାଲିଗୁଡା : ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳ ପକ୍ଷ ଫଗୁ ଦଶମୀ ତିଥିରୁ ଓଡିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିର ପରିସରରୁ ଦୋଳ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥିଲା।!-->…
ନାରାୟଣ ସେବାକେନ୍ଦ୍ର ପକ୍ଷରୁ ପାନୀୟ ଜଳ ବଣ୍ଟନର ଶୁଭାରମ୍ଭ
ବାଲିଗୁଡା : ସମଗ୍ର ରାଜ୍ୟରେ ଏବେ ଠାରୁ ହିଁ ପ୍ରବଳ ଖରା ସାଙ୍ଗକୁ ଗରମ ବୃଦ୍ଧି ପାଇବାରେ ଲାଗିଛି l ଏହା କନ୍ଧମାଳ ଜିଲ୍ଲାର ସମଗ୍ର ଅଞ୍ଚଳରେ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ଯାତାୟାତ ପଥିକ ମାନଙ୍କ ପାଇଁ ନାରାୟଣ ସେବା!-->…