ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି ମାମଲା: ଜେଲ୍ ଗଲେ ରାଜା ଚକ୍ର

ବାଲେଶ୍ବର: ଜେଲ୍ ଗଲେ ରାଜା ଚକ୍ର । ବାଲେଶ୍ବର OPID କୋର୍ଟରେ ହାଜର ହୋଇଥିଲେ ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଅଭିଯୋଗରେ ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରକୁ ଗିରଫ କରିଥିଲା EOW । ରାଜା ଚକ୍ରର ବହୁ ଗାଡ଼ି ଓ

ରାଜଧାନୀର ସାଲିଆସାହିରେ ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ

ଭୁବନେଶ୍ୱର: ରାଜଧାନୀର ସାଲିଆସାହିରେ ରେଡ୍। ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ। ଏହି ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ମଦ, ପୋଚ ଜବତ ହୋଇଛି। ଅବକାରୀ ବିଭାଗ ଜବତ ଦେଶୀ ମଦ, ପୋଚକୁ ନଷ୍ଟ କରିଛି। ଏବେବି ରେଡ୍ ଜାରି ରହିଥିବା ସୂଚନା ମିଳିଛି। ଗତ ୩ ମାସ ତଳେ

ଶାରୀରିକ ଦଣ୍ଡ ପାଇଁ ୧ ଲକ୍ଷ ଟଙ୍କା ଜରିମାନା ଦେବେ ଶିକ୍ଷକ, ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟ ଜଣେ ସ୍କୁଲ ଶିକ୍ଷକଙ୍କୁ ଶାରୀରିକ ଦଣ୍ଡ ପାଇଁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ସର୍ବୋଚ୍ଚ ଅଦାଲତ ପୁନର୍ବାର କହିଛନ୍ତି ଯେ ଶୃଙ୍ଖଳାଗତ ଭାବରେ ଛାତ୍ରଙ୍କୁ ‘ଶାରୀରିକ ଦଣ୍ଡ’ କିଶୋର ନ୍ୟାୟ (ଯତ୍ନ ଏବଂ ସୁରକ୍ଷା) ଆଇନ, ୨୦୧୫ର ଧାରା ୮୨ ଅନୁଯାୟୀ ଅପରାଧ

ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଗୁରୁବାର ଓଡ଼ିଶା ନ୍ୟାୟିକ ସେବା (ଓଜେଏସ)-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଭିଲ୍ ଜଜ୍ ପଦବୀରେ ନିଯୁକ୍ତି ପାଇଁ ୨୪ ମହିଳା ପ୍ରାର୍ଥୀଙ୍କ ସମେତ ୩୩ ଜଣ ପ୍ରାର୍ଥୀଙ୍କ ନାମ ସୁପାରିଶ କରାଯାଇଛି। ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୮ ଜଣ

ସିବିଏସଇର ଘୋଷଣା – ହୋଲି ଯୋଗୁ ପରୀକ୍ଷା ଦେଇ ନପାରିଲେ ଆଉଥରେ ସୁଯୋଗ ମିଳିବ

ନୂଆଦିଲ୍ଲୀ: ହୋଲି ଯୋଗୁଁ ମାର୍ଚ୍ଚ ୧୫ରେ ସିବିଏସଇ ବୋର୍ଡ ପରୀକ୍ଷା ଦେଇ ନପାରିବା ନେଇ ଚିନ୍ତିତ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏକ ଉପହାର ଦେଇଛି। ପରୀକ୍ଷା ଦେଇ ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସଇ ସ୍ୱତନ୍ତ୍ର

ଆଇଆରବି କନଷ୍ଟେବଳ ନିଯୁକ୍ତିରେ ରୋକ ​​ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ: ବୟସ ଯୋଗ୍ୟତା ଦୃଷ୍ଟିରୁ ଓଡିଶାରେ ଇଣ୍ଡିଆ ରିଜର୍ଭ ବାଟାଲିୟନ (ଆଇଆରବି) କନଷ୍ଟେବଳ ନିଯୁକ୍ତି ଉପରେ ଓଡ଼ିଶା ହାଇକୋର୍ଟ ରୋକ ଲଗାଇଛନ୍ତି। ଯେଉଁ ଆବେଦନକାରୀମାନଙ୍କୁ ପୂର୍ବରୁ 'ବୟସ୍କ' ବୋଲି ବିବେଚନା କରାଯାଉଥିଲା, ସେମାନେ ଦାବି କରିଥିଲେ ଯେ, ସେମାନଙ୍କୁ ଅନ୍ୟାୟ ଭାବରେ ବିଚାରରୁ

୩୦ ମାର୍ଚ୍ଚରେ ଓଡ଼ିଶାରେ ଅନ୍ତ୍ୟୋଦୟ ଆବାସ ଯୋଜନା ଆରମ୍ଭ ହେବ

ଭୁବନେଶ୍ବର: ଗୁରୁବାର ଦିନ ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ଓଡ଼ିଶା ଅନ୍ତ୍ୟୋଦୟ ଗୃହ ଯୋଜନା ୨୦୨୫ (ଏକ ମହତ୍ୱାକାଂକ୍ଷୀ ଗୃହ ଯୋଜନା) ଆରମ୍ଭ କରିବାକୁ ଯାଉଛନ୍ତି।ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି

ଉପଖଣ୍ଡ ସ୍ତରୀୟ ଗ୍ରୀଷ୍ମ ପ୍ରବାହ ନିମିତ୍ତ ମୁକାବିଲା ପ୍ରସ୍ତୁତି ବୈଠକ

ଭଞ୍ଜନଗର : ଗୁରୁବାର ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଗାମୀ ଗ୍ରୀଷ୍ମ ପ୍ରବାହ ନିମିତ୍ତ ଏକ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପାଜିଲାପାଳ ଶ୍ରୀ ଉମାଶଙ୍କର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ ପିଇବା ପାଣିରେ

ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ କାର୍ଯ୍ୟ କାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ମନ୍ଦିର କଲ୍ୟାଣ ମଣ୍ଡପ ସଭାଗୃହ ଠାରେ ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ସମିତି ପକ୍ଷରୁ ଏକ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ

କ୍ଲଷ୍ଟରସ୍ତରୀୟ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l କ୍ଲଷ୍ଟର ସିଆରସିସି ରମେଶ ଚନ୍ଦ୍ର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ