Sign in
Sign in
Recover your password.
A password will be e-mailed to you.
ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି!-->…
ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ
ଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର କରାଯାଇଛି।ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଗୁରୁବାର!-->…
ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର
ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ!-->…
୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଲା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ଓଡ଼ିଶାରେ ଚଳିତ ଗ୍ରୀଷ୍ମଋତୁର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଛି।ରାଜ୍ୟର ଝାରସୁଗୁଡା ସହରରେ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି।!-->…
ଅନିଶ୍ଚିତ ସମୟ ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ ଯୋଗୁଁ ହନ୍ତସନ୍ତ ଗ୍ରାମବାସୀ…
ମାଲକାନଗିରି // ଚିତ୍ରକୋଣ୍ଡା-୧୩/୦୩ ବିଦ୍ୟୁତ ବିଭାଗର ମନମାନୀ ଯୋଗୁଁ ହନ୍ତସନ୍ତ ହେଉଛନ୍ତି ଗୋଟିଏ ପଞ୍ଚାୟତ ବାସିନ୍ଦା ।ଅତ୍ୟଧିକ କରେଣ୍ଟ ବିଲ ଆସିବା ସହ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପ ଦ୍ୱାରା ଅନ୍ଧାର ରେ ବିଦ୍ୟୁତ ଉପଭୋକ୍ତା ।ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି!-->…
ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ
ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର ଭିନ୍ନ ପ୍ରତୀକ!-->…
ଭାରତର ‘ଅସ୍ତ୍ର’ ଦେଖି ଚାଇନା-ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୧୩।୩: ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ବିମାନ ତେଜସ ଆକାଶରୁ ଆକାଶ ସ୍ବଦେଶୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ ପାଇଁ ଉତ୍ତେଜନା ସୃଷ୍ଟି କରିପାରେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ,!-->…
ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ
କଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ ମତଭେଦ ଥିଲେ ମଧ୍ୟ।ଭରଣପୋଷଣ ଆଦେଶର!-->…
ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ!-->…
ପାଓ୍ବାର ଚେନାଲରେ ବୁଡ଼ି ଭିସୁଟର ଛାତ୍ରଙ୍କ ମୃତ୍ୟୁ
ବୁର୍ଲା: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍)ର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଛାତ୍ର ଜଣକ ଅନ୍ୟ ବନ୍ଧୁଙ୍କ ସହ ହୀରାକୁଦ ନଦୀବନ୍ଧ ପାୱାର ଚେନାଲର ‘ଅଠରହଜାର’କୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ ବୁଡ଼ି ଯାଇଥିଲେ।!-->…