Sign in
Sign in
Recover your password.
A password will be e-mailed to you.
ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୫୪୩୩ଜଣଙ୍କ ମୃତ୍ୟୁ
ଭୁବନେଶ୍ବର: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ମୋଟ ୫୪୩୩ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଆଜି ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି, ସଡ଼କ ସୁରକ୍ଷା ମାସରେ ସଡ଼କ ଦୁର୍ଘଟଣାରେ ଯାଇଛି ୫୦୫ ଜୀବନ। ଗୋଟିଏ ମାସରେ ହିଁ ୮୪୮ ଦୁର୍ଘଟଣା!-->…
କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ: ବନ୍ଧା ହେଲେ ୪ ଅଭିଯୁକ୍ତ
କଟକ: କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ । ଏହି ୪ଜଣଙ୍କ ମଧ୍ୟରେ ଜଣେ ପଶ୍ଚିମବଙ୍ଗ ଓ!-->…
ସରପଞ୍ଚ ଓ ସମିତିସଭ୍ୟ ବିବାଦ, ଥାନାରେ ୨ ମାମଲା ରୁଜୁ : ମହିଳା ସରପଞ୍ଚଙ୍କ ଘରେ ପଶି ଆକ୍ରମଣ
ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଳକ ତଥା ହିଞ୍ଜିଳି ଥାନା ବୁରୁପୋଡା ଗ୍ରାମ ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି। ବୁଧବାର ଅପରାହ୍ନରେ ମହିଳା ସରପଞ୍ଚଙ୍କ ଘରେ ପଶି ସମିତିସଭ୍ୟ ଓ ତାଙ୍କର ସମର୍ଥକ ମାନେ ସରପଞ୍ଚ ଓ ତାଙ୍କ!-->…
ଇନଷ୍ଟାଗ୍ରାମରେ ଫୋଟ ପୋଷ୍ଟକୁ ନେଇ ମାଆଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ
ବ୍ରହ୍ମପୁର : ଇନଷ୍ଟାଗ୍ରାମରେ ଫୋଟ ପୋଷ୍ଟ କୁ ନେଇ ମାଆ ଝିଅଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ଯୁବକ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି ହେଲେ ମହିଳା | ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ ପୁଟୁ ଗ୍ରାମରେ ଇନଷ୍ଟା ଗ୍ରାମରେ ଫୋଟ ପୋଷ୍ଟ କୁ ନେଇ ମାଆ ଝିଅଙ୍କୁ!-->…
ଏମଏସଏମଇ ଏବଂ ଆଇଟି କ୍ଷେତ୍ରର ଅଭିବୃଦ୍ଧି ପାଇଁ ଓଡ଼ିଶା ସରକାର ନିର୍ମାଣ ନିୟମକୁ ସହଜ କଲେ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ, ଓଡ଼ିଶା ନଗର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ କୋଠା ମାନକ) ନିୟମ, ୨୦୨୧(ବିଜ୍ଞପ୍ତି ନମ୍ବର ୪୬୭, ତାରିଖ ୨୧.୦୨.୨୦୨୫) ଏବଂ ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଯୋଜନା ଏବଂ କୋଠା ମାନକ) ନିୟମ, ୨୦୨୦(ବିଜ୍ଞପ୍ତି ନମ୍ବର!-->…
ନଦୀ ନାଳ ନିକଟରେ ରହୁଥିବା ଲୋକମାନଙ୍କ ପ୍ରତି ରହିଛି କର୍କଟ ରୋଗ ବିପଦ : ଆଇସିଏମ୍ଆର
ଭୁବନେଶ୍ୱର,୧୨।୩: ଦେଶର ସର୍ବୋଚ୍ଚ ମେଡିକାଲ ପ୍ୟାନେଲ୍, ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ICMR) ଦ୍ୱାରା ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ନଦୀ ନାଳ ନିକଟରେ ରହୁଥିବା ଲୋକମାନେ କର୍କଟ ରୋଗରେ ପୀଡିତ ହେବାର ବିପଦର ସମ୍ମୁଖୀନ ହୁଅନ୍ତି।
ଇଣ୍ଡିଆନ୍!-->!-->!-->…
ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ
ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍ଲାଇନ୍ ଜାରି କଲା କମିଶନରେଟ୍ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍ମିଟ୍ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ କଟକଣା ଲଗାଇଛି ପୋଲିସ। ହୋଲି ଦିନ!-->…
ଭୁବନେଶ୍ୱରର ପଳାସୁଣୀ ବ୍ରିଜ୍ର ୬-ଲେନିଂକୁ ଅନୁମୋଦନ କଲେ କେନ୍ଦ୍ର ସରକାର
ଭୁବନେଶ୍ୱର: ଓଡ଼ିଶା ରାଜଧାନୀ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, କେନ୍ଦ୍ର ସରକାର ଜାତୀୟ ରାଜପଥ (ଏନଏଚ)-୧୬ରେ ପଳାସୁଣୀ ସେତୁର ଛଅ ଲେନ ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ବୁଧବାର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ସମ୍ପର୍କରେ ସୂଚନା ପ୍ରଦାନ!-->…
ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା
ଭୁବନେଶ୍ୱର,୧୨।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ବୌଦ୍ଧରେ ୪୦.୫ ଡିଗ୍ରୀ ସେଲସିୟସ ତାପମାତ୍ରା ଅନୁଭୂତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ସୂଚନା ମିଳିଛି।
ଆଇଏମଡିର ତଥ୍ୟ ଅନୁଯାୟୀ ବୁଧବାର!-->!-->!-->…
ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ପ୍ରମୋଦ ଉଦ୍ୟାନର ଭୂମି ପୂଜନ ଉତ୍ସବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଥିବା ନାରାୟଣ ସେବା କେନ୍ଦ୍ର ପରିସରରେ ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ଙ୍କ ନାମରେ ଏକ ପ୍ରମୋଦ ଉଦ୍ୟାନ ର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ସଂସ୍କୃତ କନ୍ୟାଶ୍ରମ!-->…