Sign in
Sign in
Recover your password.
A password will be e-mailed to you.
‘ଯେଉଁମାନଙ୍କୁ ରଙ୍ଗ ଭଲ ଲାଗେନି, ସେମାନେ ଘର ନୁହେଁ ଦେଶ ଛାଡ଼ି ଚାଲି ଯାଆନ୍ତୁ’
ଲକ୍ଷ୍ନୌ,୧୩।୩: ଉତ୍ତରପ୍ରଦେଶରେ ହୋଲି ଏବଂ ଜୁମାର ନମାଜ୍କୁ ନେଇ ଆଲର୍ଟରେ ପ୍ରଶାସନ। ଉଭୟ ଗୋଟିଏ ଦିନରେ ପଡ଼ୁଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ନେଇ ପୋଲିସକର୍ମୀମାନଙ୍କୁ ନିୟୋଜିତ କରାଯାଇଛି। ଏହି ସମୟରେ ଯୋଗୀ ସରକାରଙ୍କ ମନ୍ତ୍ରୀ ତଥା ନିଷାଦ ପାର୍ଟିର ଅଧ୍ୟକ୍ଷ ସଞ୍ଜୟ!-->…
ବିଜେପି ନୁହେଁ କଂଗ୍ରେସ ଆରମ୍ଭ କରିଥିଲା ହିନ୍ଦୀର ବ୍ୟବହାର: ଏଆଇଏଡିଏମକେ ନେତା
ଚେନ୍ନାଇ: ନୂଆ ଶିକ୍ଷା ନୀତି (ଏନ୍ଇପି) ୨୦୨୦କୁ କାର୍ଯ୍ୟକାରୀ କରିବା ସହ ଭାଷା ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାର ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଚରମସୀମାରେ ପହଂଚିଛି | ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରୁଥିବାବେଳେ ଏବେ!-->…
ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ଚୁକ୍ତିକୁ ସହମତି ଦେବା ପୂର୍ବରୁ ଦୁଇଟି ସର୍ତ୍ତ ରଖିଛନ୍ତି ପୁଟିନ୍
ନୂଆଦିଲ୍ଳୀ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋରଦାର ପ୍ରୟାସ କରୁଛନ୍ତି । ଉଭୟ ୟୁକ୍ରେନ୍ ଓ ଋଷ ରାଷ୍ଟ୍ରପତିଙ୍କୁ ଆଲୋଚନା କରି ଯୁଦ୍ଧ ବନ୍ଦ କରିବା ପାଇଁ ବାରମ୍ୱାର ବୁଝାଇଆସିଛନ୍ତି ଟ୍ରମ୍ପ । ଏହାରି ଭିତରେ!-->…
ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ
ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର ଲୋଗୋରେ ଟଙ୍କାର ପ୍ରତୀକ!-->…
ହୋଲି ରଙ୍ଗ ଲଗାଇବାକୁ ବାରଣ କରିବାରୁ 25 ବର୍ଷୀୟ ଯୁବକଙ୍କ ଗଳାକାଟି ହତ୍ୟା
ଜୟପୁର,୧୩ା୩: ରାଜସ୍ଥାନର ଦୌସା ଜିଲାରେ ହୋଲି ପୂର୍ବରୁ ରଙ୍ଗ ଲଗାଇବାକୁ ତିନି ଜଣ ବ୍ୟକ୍ତିଙ୍କୁ ବାରଣ କରିବାରୁ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ପୋଲିସ କହିଛି।
ବୁଧବାର ସନ୍ଧ୍ୟାରେ ରାଲୱାସ ଗ୍ରାମରେ ଏହି ଘଟଣା ଘଟିଥିବା ବେଳେ ଅଶୋକ, ବବଲୁ!-->!-->!-->…
ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩।୩: ଶୁକ୍ରବାର (୧୪ ମାର୍ଚ୍ଚ, ୨୦୨୫) ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର (୧୩ ମାର୍ଚ୍ଚ) ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି!-->…
ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ, ଫସିଗଲେ ଡଜନେରୁ ଅଧିକ ଲୋକ
ଜମ୍ମୁ,୧୩।୩: ଗୁରୁବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ଅଞ୍ଚଳରେ ମୁଖ୍ୟ ଟ୍ୟାକ୍ସି ଷ୍ଟାଣ୍ଡର ୧୫ ଫୁଟ ଉଚ୍ଚ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅତି କମରେ ତିନି ଜଣ ଆହତ ହୋଇଥିବା ବେଳେ ଅନ୍ୟ ନଅ ଜଣଙ୍କୁ ଉଦ୍ଧାର କରାଯାଇଛି।ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଗୁରୁବାର!-->…
ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର
ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ!-->…
୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଲା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ଓଡ଼ିଶାରେ ଚଳିତ ଗ୍ରୀଷ୍ମଋତୁର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ୩ ସହରରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଛୁଇଁଛି।ରାଜ୍ୟର ଝାରସୁଗୁଡା ସହରରେ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି।!-->…
ଅନିଶ୍ଚିତ ସମୟ ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ ଯୋଗୁଁ ହନ୍ତସନ୍ତ ଗ୍ରାମବାସୀ…
ମାଲକାନଗିରି // ଚିତ୍ରକୋଣ୍ଡା-୧୩/୦୩ ବିଦ୍ୟୁତ ବିଭାଗର ମନମାନୀ ଯୋଗୁଁ ହନ୍ତସନ୍ତ ହେଉଛନ୍ତି ଗୋଟିଏ ପଞ୍ଚାୟତ ବାସିନ୍ଦା ।ଅତ୍ୟଧିକ କରେଣ୍ଟ ବିଲ ଆସିବା ସହ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପ ଦ୍ୱାରା ଅନ୍ଧାର ରେ ବିଦ୍ୟୁତ ଉପଭୋକ୍ତା ।ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି!-->…